Latest Odisha News

BREAKING NEWS

Browsing Category

ସହର

City

ପୁଣି ବଢ଼ିଲା ସଂକ୍ରମଣ: ୮ ଜିଲ୍ଲାରୁ ୪୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଗତକାଲି ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨ ଜଣ…

ଲୁହା ବୋଝେଇ ଟ୍ରଲର ଗାଡି ଦୁର୍ଘଟଣା , ଡ୍ରାଇଭର ମୃତ

କନ୍ଧମାଳ : ଦୁର୍ଘଟଣାରେ ଅକାଳରେ ଚାଲିଗଲା ଜୀବନ । କୋଟଗଡ ନିକଟସ୍ଥ ପବନ ଗାଁରେ ଲୁହା ବୋଝଇ ଟ୍ରଲର ଗାଡି ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଯାଇଛି । ଲୋକଙ୍କ କହିବା ଅନୁସାରେ ତୁମୁଦିବନ୍ଧ ପଟୁ ପ୍ରାୟ ରାତି ଦୁଇଟା ସମୟରେ ଲୁହା ବୋଝେଇ ଟ୍ରଲରଟି ତାମିଲନାଡୁ ଅଭିମୁଖେ…

ରାଜ୍ୟରେ ୯ଟି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଅସହ୍ୟ ଗରମ ଅନୁଭୂତ ହେଉଛି । ତତଲା ତାୱାରେ ସିଝୁଛି ସାରା ଓଡିଶା । ୩ ତାରିଖରୁ ରାଜ୍ୟରେ ତାପମାତ୍ରା କମିବ ଓ ବର୍ଷା ହେବାର ସମ୍ଭାବନା ରହିଛି ।ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରାଜ୍ୟରେ ୩ ତାରିଖରେ ବାଲେଶ୍ୱର ଭଦ୍ରକ , ଯାଜପୁର,…

ସମିତି ସଭ୍ୟଙ୍କୁ ଅଟକ ରଖିବା ଅଭିଯୋଗକୁ ଖଣ୍ଡନ କଲେ ଛତ୍ରପୁର ଏସଡିପିଓ

ଖଲ୍ଲିକୋଟ : ହୋଟେଲରେ ସମିତି ସଭ୍ୟଙ୍କୁ ଅଟକ ରଖିବା ପ୍ରସଙ୍ଗ । ପ୍ରତିକ୍ରିୟା ରଖି ଅଭିଯୋଗକୁ ଖଣ୍ଡନ କଲେ ଛତ୍ରପୁର ଏସଡିପିଓ । କହିଲେ ସମିତି ସଭ୍ୟଙ୍କ ସୁରକ୍ଷା ପାଇଁ ପୋଲିସ ସଜାଗ ଥିଲେ । ସେମାନଙ୍କୁ ଅଟକ ରଖାଯାଇନି । ମାତ୍ର ଏପଟେ ସମିତି ସଭ୍ୟ ମାନେ ସେମାନଙ୍କୁ ଅଟକ ରଖାଯାଇଥିବା…

ଏମ୍‌ସିଏଲ୍‌ର ବାର୍ଷିକ ସାମ୍ବାଦିକ ସମ୍ମିଳନୀ, କୋଇଲା ଉତ୍ପାଦନ ଓ ଉତ୍ତୋଳନରେ ଐତିହାସିକ ଅଭିବୃଦ୍ଧି

ଭୁବନେଶ୍ୱର: ମହାନଦୀ କୋଲ୍ ଫିଲ୍ଡସ ଲିମିଟେଡ଼ (ଏମ୍‌ସିଏଲ୍‌) ଏହାର ଉତ୍ପାଦନ ଓ ଡେସ୍‌ପ୍ୟାଚ୍ କ୍ଷେତ୍ରରେ ସର୍ବକାଳୀନ ରେକର୍ଡ଼ ହାସଲ କରି ୨୦୨୧-୨୨ ଆର୍ଥିକ ବର୍ଷ ସମାପ୍ତ କରିଛି । କମ୍ପାନୀ ୨୦୨୦-୨୧ ଆର୍ଥିକ ବର୍ଷ ତୁଳନାରେ ୧୪% ଅଭିବୃଦ୍ଧି କରି ୧୬୮ ମିଲିୟନ ଟନ୍ କୋଇଲା ଉତ୍ପାଦନ କରି…

ସ୍ବର୍ଗଦ୍ବାର ନିକଟରେ ଖୋଲିଲା ଶୁଦ୍ଧ ନିରାମିଷ କାଫଟେରିଆ

ପୁରୀ : ବଦଳିଛି ସ୍ୱର୍ଗଦ୍ୱାରର ଚିତ୍ର । ଆଗଭଳି ଆଉ ସଙ୍କୁଚିତ ହୋଇ ରହିନାହିଁ ପୁରୀ ସ୍ୱର୍ଗଦ୍ୱାର । ନିଜର ପ୍ରିୟଜନ ମାନଙ୍କ ଅନ୍ତିମ ସଂସ୍କାର କରିବା ପାଇଁ ସ୍ୱର୍ଗଦ୍ୱାର ଆସୁଥିବା ଶବକୁ ସମ୍ମାନ, ସ୍ୱେଚ୍ଛାସେବୀ ମୁତୟନ, ପାନୀୟ ଜଳ, କାଠ ବୋହିବା ପାଇଁ ଗାଡି, ସିସିଟିଭି ସହ ବିଶ୍ରାମ ଗୃହର…

ବିଜେପି ଛାଡିଲେ କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ

କୋରାପୁଟ : ବିଜେପି ଛାଡିଲେ ଜୟରାମ ପାଙ୍ଗୀ । ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ ବିଜେପି ଦଳରୁ ଆଜି ଇସ୍ତଫା ଦେଇଛନ୍ତି । ତାଙ୍କ ଇସ୍ତାଫା ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି ଜୟରାମ ପାଙ୍ଗୀ । ଜୟରାମ ପାଙ୍ଗୀ କେଉଁ ଦଳରେ ସାମିଲ ହେବେ ସେନେଇ ଚର୍ଚ୍ଚା ଜୋର ଧରୁଥିବା ବେଳେ ଏନେଇ ସେ…

ଭୁବନେଶ୍ୱର ଦୟାଲ ଆଶ୍ରମରେ ଡେମୋ ଦେଖାଇ କାନ୍ଦି ପକାଇଲେ ଶର୍ମିଷ୍ଠା

 ଭୁବନେଶ୍ୱର : ବହୁ ଚର୍ଚ୍ଚିତ ମାନସ ସ୍ୱାଇଁ ହତ୍ୟା ମାମଲା । ଆଜି  ଭୁବନେଶ୍ୱର ଦୟାଲ ଆଶ୍ରମରେ ପହଁଞ୍ଚି ଡେମୋ ଦେଖାଇଛି ଶର୍ମିଷ୍ଠା । ଆଶ୍ରମରେ ପହଁଞ୍ଚି କିଭଳି ଭାବେ ମାନସ ସ୍ୱାଇଁ କୁ ହତ୍ୟା କରିଥିଲା ତାର ସିନ୍ ରିକ୍ରିଏସନ କରିଛି ଶର୍ମିଷ୍ଠା । ଏହି ସମୟରେ ପୁର। କ୍ରାଇମବ୍ରାଞ୍ଚ ଟିମ୍…

କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ଖାଦ୍ୟର ମାନ ଯାଞ୍ଚ କଲେ ସିଏମସି ମେୟର ସୁବାସ ସିଂ

କଟକ : ଖାଦ୍ୟର ମାନ ଯାଞ୍ଚ କଲେ କଟକ ମେୟର ସୁବାସ ସିଂ । କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ଆହାର ଖାଦ୍ୟର ମାନ ଯାଞ୍ଚ କଲେ ସିଏମସି ମେୟର ସୁବାସ ସିଂ । ନିଜ ସେ ଆହର କେନ୍ଦ୍ରରେ ବସି ଖାଇଛନ୍ତି । ପୂର୍ବ ଭାରତର ସର୍ବ ବୃହତ ଶିଶୁ ଚିକିତ୍ସା ପ୍ରତିଷ୍ଠାନ ସର୍ଦାର ବଲ୍ଲଭ ଭାଇ ଶିଶୁ ଚିକିତ୍ସା…

ରଣପୁରରେ ଦୁଷ୍କର୍ମ ପୀଡିତା ନାବାଳିକାଙ୍କୁ ଗଛରେ ବାନ୍ଧି ମାଡ ଅଭିଯୋଗ, ୭ ଗିରଫ

ନୟାଗଡ : ନାବାଳିକାଙ୍କୁ ଦୁଷ୍କର୍ମ କଲେ ପରେ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ । ନାବାଳିକା ଜଣକ ଥାନାକୁ ଯିବାରୁ ଅଭିଯୁକ୍ତଙ୍କ ପରିବାର ନାବାଳିକାକାଙ୍କୁ ଖୁଣ୍ଟରେ ବାନ୍ଧି ପ୍ରବଳ ମାଡ ମାରିଛନ୍ତି ।ନୟାଗଡ ଜିଲ୍ଲା ରଣପୁର ଥାନା ହିଞ୍ଜିଳି ଗାଁରୁ ଏପରି ସାଙ୍ଘାତିକ ଅଭିଯୋଗ ଆସିିଛି ।…