Latest Odisha News

BREAKING NEWS

Browsing Category

ସହର

City

ବିଧାନସଭାରେ ଦରଦାମ ବୃଦ୍ଧି ପ୍ରସଙ୍ଗ ଉଠାଇଲେ ନରସିଂହ ମିଶ୍ର

ଭୁବନେଶ୍ୱର : ବିଧାନସଭାରେ ଉଠିଲା ଦରଦାମ ବୃଦ୍ଧି ପ୍ରସଙ୍ଗ । ବିଧାନସଭା ଶେଷ ଦିନ ଅଧିବେସନରେ ଦରଦାମ ବୃଦ୍ଧି ପ୍ରସଙ୍ଗ ଉଠାଇଛନ୍ତି କଂଗ୍ରେସ ନେତା ନରସିଂହ ମିଶ୍ର ଓ ବିଧାୟକ ସନ୍ତୋଷ ସିଂ ସାଲୁଜା । ଦେଶରେ ଯେଉଁଭଳି ଭାବେ ଦରଦାମ ବୃଦ୍ଧି ହେଉଛି ସରକାର ତାକୁ ତୁରନ୍ତ ନିୟନ୍ତ୍ରଣ କରନ୍ତୁ…

[ଭିଡିଓ] ଦିଲ୍ଲୀ ଲୋକସଭାରେ ଶ୍ରୀମନ୍ଦିର ଐତିହ କରିଡର ପ୍ରସଙ୍ଗ ଉଠାଇଲେ ସାଂସଦ ଅପରାଜିତା ଷଡଙ୍ଗୀ

ଦିଲ୍ଲୀ : ଦିଲ୍ଲୀ ଲୋକସଭା ଭବନରେ ଉଠିଲା ଶ୍ରୀମନ୍ଦିର ପ୍ରସଙ୍ଗ । ଭୁବନେଶ୍ୱର  ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ସଂସଦରେ ଶ୍ରୀମନ୍ଦିର ଐତିହ କରିଡର ପ୍ରସଙ୍ଗ ଲୋକସଭାରେ ଉଠାଇଛନ୍ତି । ଏହି ସମୟରେ ଅପରାଜିତା କହିଛନ୍ତି ସମସ୍ତଙ୍କୁ ଜଣା ଜଗନ୍ନାଥ ଧାମ ଚାରିଧାମରୁ ଗୋଟିଏ ଧାମ ।ଆମ ହିନ୍ଦୁ…

ଗାଙ୍ଗପୁର ଆଇଆଇସି ମୃତ୍ୟୁ ରହସ୍ୟ: ଅଡୁଆ ବଢ଼ାଇଲା ଏସ୍‌ଆଇଙ୍କ ଭିଡିଓ

ବ୍ରହ୍ମପୁର : ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ  ରହସ୍ୟ ।  ଦିନ ଯେତେ ଗଡ଼ୁଛି ମୃତ୍ୟୁ ଘଟଣାକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି । ଦିନକୁ ଦିନ ଗୋଟିଏ ପରେ ଗୋଟିଏ ରୋଚକ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି । ଘଟଣା ସମୟରେ ଭଞ୍ଜନଗର ଏସ୍‌ଡିପିଓ ଓ ଭଞ୍ଜନଗର ଆଇଆଇସିଙ୍କ…

ଦଶରଥପୁରରେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ହତ୍ୟା ଉଦ୍ୟମ

ଯାଜପୁର : ଯାଜପୁରରେ ପୁଣି ମାତିଲେ ବାଲି ମାଫିଆ । ଚଢାଉ ବେଳେ ତହସିଲଦାରଙ୍କୁ ଗାଡି ଚଢାଇବାକୁ ଉଦ୍ୟମ କରିବାକୁ ବି ପଚାଇଲେନି ବାଲି ମାଫିଆ । ଦଶରଥପୁର ତହସିଲରୁ ଆସିଛି ଏପରି ସାଙ୍ଘାତିକ ଅଭିଯୋଗ । ଦଶରଥପୁର ତଦସିଲଦାର ମଙ୍ଗଳପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଘଟଣା ସାମ୍ନାକୁ ଆସିଛି…

ମାନସ ସ୍ୱାଇଁ ହତ୍ୟା ମାମଲା : ଅଧାପୋଡା ଚପଲ ,ଇୟରଫୋନ୍ ଓ ହତ୍ୟାକାଣ୍ଡରେ ବ୍ୟବହୃତ ଜିନିଷ ଚଣ୍ଡିଖୋଲରୁ ଜବତ

 ଭୁବନେଶ୍ୱର : କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ତନାଘନା ଜାରି ରଖିଛନ୍ତି କ୍ରାଇମବ୍ରାଞ୍ଚ ଟିମ୍  । ମାନସ ହତ୍ୟା ମାମଲାରେ ବ୍ୟବହାର ହୋଇଥିବା ଜିନିଷ ଜବତ କରିଛି କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ ଟିମ୍ ଯାଜପୁର ଜିଲ୍ଲାର ଚଣ୍ଡିଖୋଲରୁ କୋଦାଳ, ଗଇଁତି ଓ ଅଖା ବସ୍ତା ଜବତ…

ଆଜି ସରିବ ବିଧାନସଭା ବଜେଟ ଅଧିବେସନ

ଭୁବନେଶ୍ୱର : ଆଜି ସରିବ ବଜେଟ ଅଧିବେସନ  ।ବଜେଟ ଅଧିବେସନର ଶେଷ ଦିନରେ ଆଜି ଗୃହରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ଗତ କାଲି ୪ ମାସ ପାଇଁ କାମଚଳା ବଜେଟ ଉପସ୍ଥାପନା କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏପ୍ରିଲରୁ ଜୁଲାଇ ମାସ ପର୍ଯ୍ୟନ୍ତ ୧ ଲକ୍ଷ ୬ହଜାର ୪ ଶହ ୯୮ କୋଟି ବଜେଟ…

୧୧ କେ.ଭି ବିଦ୍ୟୁତ ତାର ଛିଡି ପଡିଲା , ଜଳିଗଲା ୫ ପରିବା ଦୋକାନ

କଳାହାଣ୍ଡି : ହଠାତ୍ ଛିଡିଗଲା ୧୧ କେଭି ବିଦ୍ୟୁତ ତାର । ପ୍ରାୟ ୫ ବଖରାରୁ ଅଧିକ ପରିବା ଦୋକାନ ଜଳି ଯାଇଛି । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଛକ ନିକଟଟେ ଏପରି ଅଘଟଣ ଘଟିଛି । ତାରଟି ଛିଡି ଯିବାରୁ ପାଖରେ ଥିବା ଅଧିକାଂଶ ଦୋକାନ ଜଳି ଯାଇଛିାସେପଟେ କ୍ଷତି ପୁରଣ ଦାବିରେ ବ୍ୟବସାୟୀ ମାନେ…

ମାନସ ସ୍ୱାଇଁ ହତ୍ୟା ମାମଲା : ସତ ମାନୁଛନ୍ତି ଶର୍ମିଷ୍ଠା, ଅଡୁଆରେ ନିରଞ୍ଜନ ସେଠୀ

ଭୁବନେଶ୍ୱର : ମାନସ ସ୍ୱାଇଁ ହତ୍ୟା ମାମଲା । ଦିନକୁ ଦିନ ବଢୁଛି ଅଡୁଆ । ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ସବୁ ସତ ମାନିଯିବା ପରେ ଅଡୁଆରେ ପଡିଲେଣି ନିରଞ୍ଜନ ସେଠୀ । ପୋଲିସ ଶର୍ମିଷ୍ଠାକୁ ଖୋଜୁଥିବା ବେଳେ ଶର୍ମିଷ୍ଠା ସହ ଯୋଗୀ ଝୁନା ଭୋଇକୁ ସାଙ୍ଗରେ ଧରି ଭଦ୍ରକ, କାଳିଆପାଣୀ. ଯାଜପୁର ଓ…

ଜେଏସଡବ୍ଲୁ ପକ୍ଷରୁ ଢ଼ିଙ୍କିଆରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର , ୫୫୦ରୁ ଉର୍ଦ୍ଧ ଲୋକ ଚକ୍ଷୁ ପରୀକ୍ଷା କଲେ

ପାରାଦୀପ  : ଜେ ଏସ ଡ ବ୍ଲୁ ଫାଉଣ୍ଡେସନ ପକ୍ଷରୁ ଢ଼ିଙ୍କିଆ ପଞ୍ଚାୟତରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର କରାଯାଇଛି ।ପାରାଦୀପ ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏରସମା ବ୍ଲକ ଅନ୍ତର୍ଗତ ଢ଼ିଙ୍କିଆ ନୂଆଗାଁ ଏବଂ ଗଡ଼କୁଜଙ୍ଗ ପଞ୍ଚାୟତରେ ହେବାକୁ ଥିବା ଜେ ଏସ ଡ ବ୍ଲୁ ପ୍ରକଳ୍ପ ପ୍ରସ୍ତାବିତ…

ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷର କାମଚଳା ବଜେଟ ଉପସ୍ଥାପିତ

ଭୁବନେଶ୍ୱର : ବିଧାନସଭାରେ ଆଜି କାମଚଳା ବଜେଟ ଉପସ୍ଥାପନ କରାଯାଇଛି ।୨୦୨୨-୨୩ ଆର୍ଥିକ ବର୍ଷର କାମଚଳା ବଜେଟ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ମହାମାରୀ ଓ ୟୁକ୍ରେନ ଯୁଦ୍ଧ ବିଶ୍ୱ ଅର୍ଥନୀତିକୁ ପ୍ରଭାବିତ କରିଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।ଏହି ଆର୍ଥିକ ବର୍ଷରେ…