Latest Odisha News

BREAKING NEWS

Browsing Category

ସହର

City

Motivational Speaker Arrest: ଚୋରି ଉପରେ ଦେଉଥିଲେ ପ୍ରବଚନ, ନିଜେ ଚୋରି କରି ବନ୍ଧା ହେଲେ ୟୁଟ୍ୟୁବର

ଭୁବନେଶ୍ୱର: ଚୋରି ବିରୁଦ୍ଧରେ ହିଁ ପ୍ରବଚନ ଦେଉଥିଲେ ହେଲେ ଚୋରି କରି ବନ୍ଧା ହେଲେ ୟୁଟ୍ୟୁବର । ଭରତପୁର ଥାନା ଖଣ୍ଡଗିରି ବାରି ଲୁଟ୍‌ ଘଟଣାରେ ଏହି ପ୍ରବଚକ ଜଣକ ଗିରଫ ହୋଇଛନ୍ତି । ବ୍ୟକ୍ତି ଜଣକଙ୍କ ପରିଚୟ ମନୋଜ ସିଂହ, ସେ କଟକର ବାସିନ୍ଦା ବୋଲି ଜଣାପଡିଛି । ତାଙ୍କଠାରୁ ୨ ଶହ ଗ୍ରାମ…

High Court: ପାର୍ବଣରେ ତୋରଣ ପାଇଁ ରାସ୍ତା ନଷ୍ଟ କରିବାକୁ ଦିଆଯିବ ନାହିଁ: ହାଇକୋର୍ଟ

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ପାର୍ବଣ ଋତୁ । ଆସନ୍ତାକାଲି ଗଣେଶ ପୂଜା ଥିବାବେଳେ, ଆଗକୁ ଆସୁଛି ଦୁର୍ଗାପୂଜା ସହ ବିଭିନ୍ନ ପୂଜା ପାର୍ବଣ । ଏହି ସମୟ ମଧ୍ୟରେ ପାର୍ବଣ କଟକଣା ଉପରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ସାମ୍ନାକୁ ଆସିଛି । ତୋରଣ ନିର୍ମାଣ ପାଇଁ ପ୍ରଶାସନର ଅନୁମତି ଆବଶ୍ୟକ ବୋଲି…

Heritage Policy: ସରକାର ଆଣିବେ ହେରିଟେଜ୍‌ ପଲିସି; ୩ ହଜାରରୁ ଅଧିକ ଐତିହାସିକ କୀର୍ତ୍ତିରାଜିର ହେବ ପୁନରୁଦ୍ଧାର

ଭୁବନେଶ୍ବର: ଓଡିଶାର ୩ ହଜାରରୁ ଊର୍ଦ୍ଧ୍ୱ ପୁରୁଣା କୀର୍ତ୍ତିରାଜିକୁ ସୁରକ୍ଷା ଓ ସଂରକ୍ଷଣ ପାଇଁ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ସରକାର ଖୁବଶୀଘ୍ର ହେରିଟେଜ୍‌ ପଲିସି ଆଣିବାକୁ ଯାଉଛନ୍ତି । ଏନେଇ ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ବୈଠକ…

Ganesh Puja Guideline: ଗଣେଶ ପୂଜା: କଟକ ପରେ ଭୁବନେଶ୍ୱର ପାଇଁ ଆସିଲା ଗାଇଡଲାଇନ୍

ଭୁବନେଶ୍ୱର: ରାତି ପାହିଲେ ଗଣେଶ ପୂଜା । ଏନେଇ ପୂଜା କମିଟି ଗୁଡିକ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ଅବସରରେ କଣ କରିହେବ କଣ ନାହିଁ ସେନେଇ ପୂର୍ବରୁ ସିଲଭର ସିଟି କଟକ ପାଇଁ ଗାଇଡଲାଇନ ଜାରି ହୋଇଥିବାବେଳେ, ଏବେ ରାଜଧାନୀ ଭୁବନେଶ୍ବର ପାଇଁ ସ୍ବତନ୍ତ୍ର ଗାଇଡଲାଇନ…

Nuakhai Holiday: ନୂଆଖାଇ ପରଦିନ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆଖାଇ ପର୍ବ ଉପଲକ୍ଷେ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ଅଗଷ୍ଟ ୨୯ ତାରିଖ ଶୁକ୍ରବାର…

Gopabandhu Sambadika Health Insurance: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ…

ଭୁବନେଶ୍ୱର: ବୃଦ୍ଧି ହେଲା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଏହି ଅବଧିକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି…

Elephant Death Report: ଗତ ୬ ବର୍ଷ ମଧ୍ୟରେ ବିଦ୍ୟୁତ୍ ଆଘାତରେ ପ୍ରାଣ ହରାଇଛନ୍ତି ଅନେକ ହାତୀ; କେଉଁ ରାଜ୍ୟରେ…

ଭୁବନେଶ୍ବର: ଓଡିଶାରେ ଅନେକ ସମୟରେ କୌଣସି ନା କୌଣସି କାରଣରୁ ହାତୀ ମୃତ୍ୟୁ ଘଟଣା ସାମ୍ନାକୁ ଆସୁଛି । ରାଜ୍ୟର ସମ୍ବଲପୁର, କଟକ, ଗଜପତି, ଢେଙ୍କାନାଳ, ଅନୁଗୁଳ ଏବଂ କେଉଁଝର ଭଳି ଜିଲ୍ଲାରେ ବିଦ୍ୟୁତ୍ ଆଘାତ ଲାଗି ସର୍ବାଧିକ ହାତୀଙ୍କ ମୃତ୍ୟୁ ହୋଇଛି । ତେବେ ହାତୀ ମୃତ୍ୟୁ ନେଇ ଆସିଛି…

Cadet Pilot Program: କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମରେ ଓଡ଼ିଆ ଆଦିବାସୀ ଝିଅ ମାନଙ୍କୁ ପାଇଲଟ୍ ପାଇଁ ଦିଆଯିବ…

ଭୁବନେଶ୍ୱର: ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ବଡ ଘୋଷଣା କରିଛନ୍ତି । ସେ କହିଥିଲେ ଯେ, ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ ବିଲଡିଂ ଆଣ୍ଡ ମ୍ୟାନେଜମେଣ୍ଟ ଅଫ୍ ଆଭିଏସନ ଆସେଟସ୍ ଆଣ୍ଡ…

Governor Meets Naveen: ନବୀନଙ୍କୁ ଭେଟିଲେ ରାଜ୍ୟପାଳ, ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସ ଯାଇ ବିରୋଧୀ ଦଳ ନେତାଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନବୀନ ନିବାସ ଯାଇ…

Weather Update: ଆଜି ସୃଷ୍ଟି ହୋଇପାରେ ଲଘୁଚାପ; ବଢ଼ିବ ବର୍ଷାର ପରିମାଣ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସମୁଦ୍ରପତ୍ତନ ଠାରୁ ୨.୫ କିମି ଉପରେ ସକ୍ରିୟ ରହିଛି । ଫଳରେ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ସୃଷ୍ଟିହୋଇପାରେ ଆଉ ଏକ ଲଘୁଚାପ । ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜିଠାରୁ ବର୍ଷା ବଢ଼ିପାରେ…