Latest Odisha News

BREAKING NEWS

Browsing Category

ସହର

City

Fish Farming: ରାଜ୍ୟରେ କେମିତି ମାଛ ଚାଷ ବୃଦ୍ଧି ହେବ ସେ ନେଇ ଏକ ପ୍ରୋଜେକ୍ଟ ତିଆରି କରାଯାଉ: ରାଜ୍ୟପାଳ

ଭୁବନେଶ୍ବର: ଓଡ଼ିଶା କୃଷି ଓ ବୈଜ୍ଞାନିକ ବିଶ୍ୱବିଦ୍ୟାଳୟର ୬୪ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ତଥା କୁଳପତି ଡକ୍ଟର୍ ହରିବାବୁ କମ୍ଭମପତି, ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ…

Green Fuel: ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଓଡିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ । ଏନେଇ ସୂଚନା ଦେଲେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଏଥିପାଇଁ ଜମି ଓ ବର୍ଜ୍ୟ ଯୋଗାଇଦେବେ ସରକାର । କମ୍ପାନୀ ତାଙ୍କର ପ୍ଲାଣ୍ଟ୍‌ ତିଆରି କରିବ । ଟ୍ୱିନ୍‌ ସିଟିରେ ପ୍ରାଥମିକ ସ୍ତରରେ…

Seized Vehicles Remove: ସବୁ ଥାନାରୁ ହଟିବ ଜବତ ଗାଡ଼ି: ମେୟର

ଭୁବନେଶ୍ୱର: ରାଜଧାନୀର ସବୁ ଥାନା ପରିସର ମଧ୍ୟରେ ପଡି ରହିଥିବା ଜବତ ଗାଡିକୁ ନେଇ ବଡ ସୂଚନା ଦେଲେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ । କହିଲେ ସବୁ ଥାନାରୁ ହଟିବ ଜବତ, ଅବ୍ୟହୃତ ଓ ଅଚଳ ଗାଡ଼ି । ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି ବୋଲି ମେୟର୍…

Weather Update: ଆସନ୍ତାକାଲି ସୃଷ୍ଟି ହେବ ଆଉ ଏକ ଲଘୁଚାପ, ଆଜି ବର୍ଷାରେ ଭିଜିବ ଅଧା ଓଡିଶା…

ଭୁବନେଶ୍ବର: ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ ସକ୍ରିୟ ରହିଛି । ଆସନ୍ତାକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଫଳରେ ଆଜି ବି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନସାରା ଲାଗି…

Heat And Run Case: ହିଟ୍‌ ଆଣ୍ଡ ରନ୍‌ ମାମଲା: ଦିଲ୍ଲୀରୁ ଗିରଫ ‌ହେଲେ ଦୁଇ ଯୁବକ

ଭୁବନେଶ୍ବର: ବହୁଚର୍ଚ୍ଚିତ ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲା । ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଖଣ୍ଡଗିରି ଥାନା ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ସୋହମ ରାଜ ତ୍ରିପାଠୀ ଓ ରୋହନ ରଞ୍ଜନ ରାଉତ । ଦିଲ୍ଲୀରୁ ଗିରଫ ‌ହେଲେ ଉଭୟ ଯୁବକ । ଏହି ଦୁର୍ଘଟଣା ପରେ ମା’ ଓ ଝିଅଙ୍କୁ ଉଦ୍ଧାର…

Marijuana Seized: ପୁଣି ଭୁବନେଶ୍ବର ବିମାନ ବନ୍ଦରରୁ ୪ କୋଟିର ମାରିଜୁଆନା ଜବତ

ଭୁବନେଶ୍ୱର: ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ପୁଣି ୪ କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି । ଜବତ କଲା ଡିଆରଆଇ । ବ୍ୟାଙ୍କକରୁ ଭୁବନେଶ୍ୱର ଆଣିବା ବେଳେ ଧରିଲା କଷ୍ଟମ୍ ବିଭାଗ । ମାମଲାରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କୁ ଅଟକ ରଖି ପଚରାଉଚରା କରୁଛି କଷ୍ଟମ୍ ବିଭାଗ ।  ଏହି ୨ ଜଣ…

Cm Meets Naveen Patnaik: ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ନବୀନ ନିବାସରେ ପହଞ୍ଚି ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଖାଲି ମୁଖ୍ୟମନ୍ତ୍ରୀ ନୁହନ୍ତି ମେଡିକାଲରୁ ଆସିବା ପରେ ଅନେକ ନେତା ମନ୍ତ୍ରୀ…

PMGSY Road: ପିଏମଜିଏସ୍‌ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏନେଇ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ…

Second Mediation Conference: ଓଡ଼ିଶାରେ ହେବ ଦ୍ବିତୀୟ ମେଡିଏସନ ସମ୍ମିଳନୀ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ସେପ୍ଟେମ୍ବର ୨୮ରେ ଭୁବନେଶ୍ୱରରେ ହେବ ଦ୍ବିତୀୟ ମେଡିଏସନ ସମ୍ମିଳନୀ । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ପ୍ରଥମମ ସମ୍ମିଳନୀ ଦିଲ୍ଲୀରେ ହୋଇଥିବାବେଳେ, ଦ୍ବିତୀୟଟି ଏବେ ଓଡ଼ିଶାରେ ହେବ । ସଚିବ ସ୍ତରୀୟ ବୈଠକ ସହ ହାଇକୋର୍ଟ ମଧ୍ୟ ପ୍ରସ୍ତୁତି ଆରମ୍ଭ…

School Student: ଏଣିକି ସରକାରୀ ବସରେ ମାଗଣା ଯିବେ ଛାତ୍ରଛାତ୍ରୀ: ମନ୍ତ୍ରୀ

ଭୁବନେଶ୍ୱର: ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବଡ଼ ଘୋଷଣା । ଏବେ ସରକାରୀ ବସ୍‌ରେ ମାଗଣା ସ୍କୁଲ୍ ଯାଇପାରିବେ ଛାତ୍ରଛାତ୍ରୀ । ନିଜର ପରିଚୟପତ୍ର ଦେଖାଇ ମାଗଣାରେ ସ୍କୁଲ୍ ଯିବେ ଛାତ୍ରଛାତ୍ରୀ ବୋଲି କହିଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ । ଏହାସହ ମନ୍ତ୍ରୀ ଆହୁରି…