Latest Odisha News

BREAKING NEWS

Browsing Category

ସହର

City

ଗ୍ରାହକଙ୍କୁ ଆଶ୍ୱସ୍ତି; କମିଲା ସୁନା ଦର, ଜାଣନ୍ତୁ କେତେ…

ଭୁବନେଶ୍ୱର: ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି । କିଛି ଦିନ ହେବ ଲଗାତାର ହ୍ରାସ ପାଉଥିବା ସୁନା ଦର ପୁଣି ଆଜି ହ୍ରାସ ପାଇଛି । ଯାହା ଗ୍ରାହକଙ୍କ ପାଇଁ ଖୁସି ଖବର ଆଣିଦେଇଛି । ପୂର୍ବରୁ ସୁନା ଦର ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ବେଳେ ଏଥିରେ ୨ ହଜାର ଟଙ୍କା ଦାମ୍‌ କମିଛି । ତେବେ…

ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଓ କେନ୍ଦୁଝରକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି ।…

ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି

ଭୁବନେଶ୍ୱର: ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ ନେଇ ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିଲା । ଏହି ପ୍ରରିପେକ୍ଷିରେ ରାଜସ୍ବ ବିଭାଗ ପକ୍ଷରୁ ପୁନର୍ବାର ବାସହୀନଙ୍କୁ ଚିହ୍ନଟ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି ହୋଇଛି । ସରକାରଙ୍କ…

ରାଜ୍ୟରେ ଆଉ ୫ଶହ ରାଇସ୍ ମିଲ୍‌ର ଆବଶ୍ୟକତା ରହିଛି: ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ରାଇସ୍ ମିଲ୍ ଓ ଚାଉଳ ରପ୍ତାନୀ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବୟାନ । ମିଲ୍‌ ଅଭାବରୁ ଧାନ ଉଠାଇବାରେ ଅସୁବିଧା ହେଉଛି ବୋଲି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଯେ, ଆମ ରାଜ୍ୟରେ ୧୪୦୦ ରାଇସ୍ ମିଲ୍ ରହିଥିବାବେଳେ, ଆହୁରି ୪ଶହରୁ…

‘ମୁଖ୍ୟମନ୍ତ୍ରୀ ସମୟ ଦେଉନାହାନ୍ତି, ରାଷ୍ଟ୍ରପତିଙ୍କୁ ଭେଟିବ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟି’

ଭୁବନେଶ୍ୱର: ଆମେ ଗୋପାଳପୁରରୁ ଫେରିବାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲୁ, ହେଲେ ସେ ସମୟ ଦେଉ ନାହାନ୍ତି । ରାଜ୍ୟରେ ବିଜେପି ସରକାରର ବର୍ଷେ ବିତିଗଲା, ହେଲେ ମହିଳା କମିଶନ ଚୟନ ହୋଇପାରିଲା ନାହିଁ । ଏଠାକାର ପ୍ରଶାସନ ଠିକ୍ କାମ କରୁନାହିଁ ବୋଲି କହିଛନ୍ତି ଗୋପାଳପୁର ଓ କେନ୍ଦୁଝର…

ରାଜ୍ୟରେ ଖୋଲିବ ଆଉ ୯ଟି ନୂଆ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ । ୨୦୨୫-୨୬ ବର୍ଷରେ ହିଁ ଆଉ ୯ଟି ମେଡିକାଲ କଲେଜ ଖୋଲିବ । ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଜଗତସିଂପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ୪ଟି MBBS କଲେଜ ଖୋଲିବ । ସେହିପରି ସମ୍ବଲପୁରର…

ଓଡ଼ିଶାର ଟେକ୍ନୋଲୋଜି ଅଭିବୃଦ୍ଧିରେ ଯୋଡ଼ିହେଲା ଲଜାଇଲର ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାକୁ ଏକ ବିଶ୍ୱସ୍ତରୀୟ ଟେକ୍ନୋଲୋଜି ହବରେ ପରିଣତ କରିବାପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି । ଅତ୍ୟାଧୁନିକ କର୍ମଶକ୍ତି ପରିଚାଳନା, ସାମର୍ଥ୍ୟର ଅପ୍ଟିମାଇଜେସନ୍ ଏବଂ ନବସୃଜନ ତଥା ଉତ୍କର୍ଷ ପ୍ରତି ପ୍ରତିବଦ୍ଧତା ରଖି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା…

ଉଚ୍ଚ ଶିକ୍ଷାନୁଷ୍ଠାନରେ ପାଳନ ହେବ ‘ସମ୍ବିଧାନ ହତ୍ୟା ଦିବସ’

ଭୁବନେଶ୍ୱର: ୧୯୭୫ ମସିହା ଜୁନ ୨୫ ତାରିଖରେ ଲାଗୁ ହୋଇଥିଲା ଜରୁରୀକାଳୀନ ପରିସ୍ଥିତି । ଜରୁରୀକାଳୀନ ପରିସ୍ଥିତିର ୫୦ତମ ବର୍ଷ ପୂର୍ତ୍ତି ଚଳିତ ଜୁନରେ ହେବ । ଏହି ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଉଚ୍ଚ ଶିକ୍ଷାନୁଷ୍ଠାନରେ ମଧ୍ୟ ପାଳନ ହେବ 'ସମ୍ବିଧାନ ହତ୍ୟା ଦିବସ' ।…

ରାଜ୍ୟପାଳଙ୍କ କ୍ଷୋଭ; ‘ସ୍କିମ୍‌ ବିଷୟରେ ଅଫିସର ମାନେ ବି ଜାଣୁନାହାନ୍ତି’

ଭୁବନେଶ୍ୱର: ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ଉଦ୍‌ବେଗ ପ୍ରକାଶ କଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି । ଆଜି ରାଜଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଅସନ୍ତୋଷ ପ୍ରକାଶ କରି ରାଜ୍ୟପାଳ କହିଛନ୍ତି ଯେ, ଓଡିଶାର ୫ ପ୍ରତିଶତ ଲୋକେ ବିଭିନ୍ନ ସାମାଜିକ ସ୍କିମ୍‌ ନେଇ ଅବଗତ ଅଛନ୍ତି । ରାଜ୍ୟର…

ଆସନ୍ତା ୨ଦିନ ପ୍ରବଳ ବର୍ଷିବ: ଆଜି ପାଇଁ ୨୪ ଜିଲ୍ଲାକୁ ଝଡ଼ ତୋଫାନ ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଅଧିକାଂଶ ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି । ଆଜି ପାଇଁ ୨୪ ଜିଲ୍ଲାକୁ ଝଡ଼ ତୋଫାନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କିଛି କିଛି ସ୍ଥାନରେ ୩୦ରୁ ୪୦…