Latest Odisha News

BREAKING NEWS

Browsing Category

ସହର

City

ବର୍ଷିୟାନ ସାହିତ୍ୟିକ ଅଚ୍ୟୁତାନନ୍ଦ ପତିଙ୍କର ପ୍ରଥମ କବିତା ସଙ୍କଳନ “କାହାଣୀ ନୁହେଁ’ର ଦ୍ଵିତୀୟ…

ଭୁବନେଶ୍ବର: ଓଡ଼ିଆ ସାହିତ୍ୟ ଜଗତର ବରିଷ୍ଠ ତଥା ବୟୋଜ୍ୟେଷ୍ଠ କଥାକାର ଅଚ୍ୟୁତାନନ୍ଦ ପତିଙ୍କର ୯୯ ତମ ଜନ୍ମ ଦିବସ ଅବସରରେ, ଅଗ୍ରଣୀ ପ୍ରକାଶନ ସଂସ୍ଥା ବି.କେ ପବ୍ଲିକେଶନ ଆନୁକୁଲ୍ୟରେ ପ୍ରକାଶିତ ଶ୍ରୀ ପତିଙ୍କର ପ୍ରଥମ କବିତା ସଙ୍କଳନ 'କାହାଣୀ ନୁହେଁ'ର ଦ୍ଵିତୀୟ ସଂସ୍କରଣ ଉନ୍ମୋଚିତ…

ଜୁଲାଇ ୧୫ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ, ଗୁଣାବତ୍ତା ଉପରେ ଗୁରୁତ୍ବ

ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଜୁଲାଇ ୧୫ ସୁଦ୍ଧା ମାଗଣା ପୋଷାକ ମିଳିବ । ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦୁଇ ହଳ ଲେଖାଏଁ ପୋଷାକ ମିଳିବ ।…

ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଜୋରେ ପବନ ବୋହିବ..

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ବ‌ର୍ଷା ଜାରି ରହିଥିବା ବେଳେ ଏହା ଆଉ ୫ ଦିନ ଅର୍ଥାତ୍ ଆସନ୍ତା ୨୬ ତାରିଖ ଯାଏଁ ବର୍ଷିବ । ଆଜି ମଧ୍ୟ ବର୍ଷା ହେବା ନେଇ ସୂଚନା ରହିଛି । ଏହା ସହ ବଜ୍ରପାତ ୧୮ ଜିଲ୍ଲାକୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏନେଇ କେତେକ…

“ଓଡ଼ିଶା ଧ୍ରୁପଦ୍ ରତ୍ନ ଜ୍ୟୋତି ଆୱାର୍ଡ଼-୨୦୨୫”ରେ ସମ୍ମାନୀତ ହେଲେ ଉସ୍ତାଦ ଫୟାଜ୍ ୱାସିଫୁଦ୍ଦିନ୍ ଡାଗର

ଭୁବନେଶ୍ବର: ଧ୍ରୁପଦ୍ ମ୍ୟୁଜିକ ଫାଉଣ୍ଡେସନ୍ (ଡିଏମଏଫ୍) ପକ୍ଷରୁ ବିଶ୍ୱ ସଙ୍ଗୀତ ଓ ଯୋଗ ଦିବସ -୨୦୨୫ (ସିଜସି-୮)ର ଅୟୋଜନ ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଫେସର ଡ. ଵିଧୁ କଲ୍ୟାଣ ମହାନ୍ତି ଏବଂ ବରେଣ୍ୟ ଅତିଥି ଭାବେ…

ସମ୍ବିଧାନ ହତ୍ୟା ଦିବସ ପାଳିବେ ରାଜ୍ୟ ସରକାର

ଭୁବନେଶ୍ବର: ଆସନ୍ତା ୨୫ରେ ସମ୍ବିଧାନ ହତ୍ୟା ଦିବସ ପାଳିବେ ରାଜ୍ୟ ସରକାର । ଜରୁରୀକାଳୀନ ସ୍ଥିତିର ୫୦ ବର୍ଷ ପୂର୍ତ୍ତି ଅବସରରେ ପାଳିବେ ସରକାର । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ । ଭୁବନେଶ୍ବର ରେଳ ଅଡିଟୋରିଅମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଯାଜପୁର ଓ କେନ୍ଦୁଝରରେ ସଂକ୍ରମଣ ହ୍ରାସ; କ୍ଷେତ୍ର ସ୍ତରୀୟ ଅଭିଯାନ ଜାରି ରଖିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ହ୍ରାସ ପାଇଛି ହଇଜା ସଂକ୍ରମଣ । ବିଭିନ୍ନ ବିଭାଗ ମାନଙ୍କର କ୍ଷେତ୍ର ସ୍ତରରେ ସମନ୍ୱିତ ଏବଂ ଏକାଭିମୁଖୀ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟରେ ଡାଇରିଆ ସ୍ଥିତିରେ ସୁଧାର ଆସିଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ଙ୍କ…

ଏମିତି ହେବ ସ୍ବପ୍ନର ଓଡିଶା !

ଭୁବନେଶ୍ବର: ରାଜ୍ୟରେ ବିଜେପି ସରକାରକୁ ବର୍ଷେ ପୁରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି ସରକାରର ବର୍ଷେ ପୂର୍ତ୍ତି ଅବସରରେ ଭିଜନ ଡକ୍ୟୁମେଣ୍ଟ ଓଡିଶା ଭିଜନ 2036 ଓ 2047 ଉନ୍ମୋଚନ କରିଛନ୍ତି । ବିକଶିତ ଭାରତ ଲକ୍ଷ୍ୟ ପୂରଣ ସହ ବିକଶିତ ଓଡିଶା ସ୍ବପ୍ନ ସାକାର କରିବାକୁ ଏଥିରେ…

ଓଡ଼ିଶା ଭାରତର ସଂସ୍କୃତିକୁ ପରିପୂର୍ଣ୍ଣ କରିଛି: ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ବରର ଜନତା ମୈଦାନରେ ଆୟୋଜିତ ରାଜ୍ୟସ୍ଥରୀୟ ସମାରୋହରେ ଯୋଗଦେଇଛନ୍ତି । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ମୋଦି । ଏହି ବର୍ଷଟି ସୁଶାସନ ସ୍ଥାପନର ବର୍ଷ ପାଲଟିଛି । ଏନେଇ ଓଡ଼ିଶାବାସୀଙ୍କୁ ମୁଁ…

ଜନତା ମଇଦାନରୁ କଂଗ୍ରେସକୁ ଟାର୍ଗେଟ କଲେ ମୋଦି; କହିଲେ, ବିକାଶମୂଳକ ଯୋଜନାକୁ ଅଟକେଇବା….

ଭୁବନେଶ୍ବର: ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଓ କେନ୍ଦ୍ର ସରକାରଙ୍କ ୧୧ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଗସ୍ତରେ ଆସି ରାଜ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ ଭେଟି ଦେଇଛନ୍ତି । ୧୯ ହଜାର କୋଟିର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୋଦି । ଏହି…

ପ୍ରଥମ ପର୍ଯ୍ୟାୟ UG ଆଡମିଶନର ଶେଷ ତାରିଖ ଅବଧି ବଢିଲା

ଭୁବନେଶ୍ୱର: ବଢିଲା ପ୍ରଥମ ରାଉଣ୍ଡ UG ୨୦୨୫-୨୬ ନାମଲେଖା ଅବଧି । ଜୁନ୍‌ ୨୧ ତାରିଖ ଅର୍ଥାତ୍‌ ଆସନ୍ତାକାଲି ଅପରାହ୍ନ ୩ଟା ପର୍ଯ୍ୟନ୍ତ ବଢ଼ିଛି ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି । ଯେଉଁ ଛାତ୍ର ଛାତ୍ରୀ ମାନେ ଟଙ୍କା ଜମା କରି ନ ଥିଲେ ବର୍ଦ୍ଧିତ ସମୟ ଭିତରେ ସେମାନେ ଟଙ୍କା ଜମା କରି ନାମ…