Latest Odisha News

BREAKING NEWS

Browsing Category

ସହର

City

ସମସ୍ତ ୩୧୫ଟି ଜିଲ୍ଲା ପରିଷଦ ଜୋନର ଟ୍ରେଣ୍ଡ: ୨୭୩ ଜୋନ୍‌ରେ ବିଜେଡି ଆଗରେ

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ହୋଇଛି । ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିଥିବା ପ୍ରାୟ ୨ଲକ୍ଷ ୨୦ହଜାର ପ୍ରାର୍ଥୀଙ୍କ ମଧ୍ୟରୁ କିଏ ପିନ୍ଧିବ ବିଜୟ ମୁକୁଟ ସେ ନେଇ ବଢୁଛି ଦ୍ୱନ୍ଦ । ସମସ୍ତେ ବିଜୟ ଆଶାରେ ବସିଥିବାବେଳେ ଜନତା କାହାକୁ ଜିତାଉଛନ୍ତି ତାହା…

ସମ୍ବଲପୁର ଜିଲ୍ଲାର ୯ଟି ଜୋନରେ ବିଜେଡି ଆଗୁଆ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ୯ଟି ଜିଲ୍ଲା ପରିଷଦ ‌ଜୋନରେ ଗଣତି ଚାଲିଛି । ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୮ ଓ ବିଜେପି ୧ଟି ଜୋନରେ ଆଗୁଆ ରହିଛି । କେବଳ ରେଢାଖୋଲ-୧ରେ ବିଜେପି ଆଗରେ ଅଛି। ଅନ୍ୟସବୁ ଜୋନରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ରହିଛନ୍ତି । ତ୍ରିସ୍ତରୀୟ ପଞ୍ଚାୟତ…

ବିଜେଡିରେ ମିଶିଲେ ୨ଶହରୁ ଅଧିକ ବିଜେପି କର୍ମୀ

ଭୁବନେଶ୍ୱର : ବଢୁଛି ବିଜେଡିର ବଳ । ଆଜି ଭୁବନେଶ୍ୱର ୪୦ ଓ ୪୧ ନମ୍ବର ୱାର୍ଡର ୨ଶହରୁ ଅଧିକ ବିଜେପି କର୍ମୀ ବିଜେଡିରେ ଯୋଗଦେଇଛନ୍ତି । ଏଥିରେ ସାମିଲ ହୋଇଛନ୍ତି ବିଜେପି ବନଦୁର୍ଗା ମଣ୍ଡଳ ସଭାପତି ଫିରୋଜ ଖାନ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ଧାରାକୁ ନେଇ ବିଜେପି…

ଋଷ୍-ୟୁକ୍ରେନ ଯୁଦ୍ଧ :୨୧୯ ଜଣ ଛାତ୍ରଛାତ୍ରୀ ଭାରତ ଫେରୁଛନ୍ତି , ରୋମାନିଆରୁ ଉଡାଣ ଭରିଲା ବିମାନ

ଭୁବନେଶ୍ୱର : ଋଷ୍-ୟୁକ୍ରେନ ଯୁଦ୍ଧରେ ଫସିଥିବା ଭାରତୀୟ ଛାତ୍ରଛାତ୍ରୀମାନେ ଭାରତ ଫେରୁଛନ୍ତି ।୨୧୯ ଜଣ ଭାରତୀୟ ନାଗରିକଙ୍କ ସହ ମୁମ୍ବାଇକୁ ପ୍ରଥମ ବିମାନ ଶନିବାର ରୋମାନିଆର ବୁଖାରେଷ୍ଟ ବିମାନ ବନ୍ଦରରୁ ଉଡାଣ ଆରମ୍ଭ କରିଛି । ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ନିରାପଦ ସ୍ଥାନାନ୍ତର…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳଙ୍କୁ ଦିଆଗଲା ଅନ୍ତିମ ବିଦାୟ

ଭୁବନେଶ୍ୱର : ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ତାଙ୍କର ଦେହାନ୍ତ ହୋଇଛି । ୮୩ ବର୍ଷ ବୟସରେ ହେମାନନ୍ଦ ବିଶ୍ୱାଳ ଆରପାରିକୁ ଚାଲିଯାଇଛନ୍ତି । ଆଜି ବିଧାନସଭାରେ ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳଙ୍କୁ ଗାର୍ଡ ଅଫ୍ ଦିଆଯାଇଥିଲା ।…

ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ: ଢେର୍ ଆଗରେ ବିଜେଡି

ଭୁବନେଶ୍ବର: ରାଜ୍ୟରେ ଆଜିଠାରୁ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି । ବର୍ତ୍ତମାନ ସୁଦ୍ଧା ମିଳିଥିବା ଟ୍ରେଣ୍ଡ ଅନୁସାରେ ସମସ୍ତ ରାଜନୈତିକ ଦଳଠାରୁ ଆଗରେ ରହିଛି ବିଜୁ ଜନତା ଦଳ । ଆଜି ୩୧୫ ଜୋନରେ ଭୋଟ ଗଣତି ହେଉଛି । ତେବେ  ୨୪୬ ଜିଲ୍ଲା ପରିଷଦ ଜୋନର…

ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି : ନୂଆପଡାର ୫ଟି ବ୍ଲକରେ ଆଗରେ ବିଜେଡି

ନୂଆପଡା : ନୂଆପଡା ଜିଲ୍ଲାର ସମସ୍ତ ବ୍ଳକରେ ଭୋଟ ଗଣତି ପ୍ରକ୍ରିୟା ଚାଲିଥିବା ବେଳେ ପ୍ରଥମ ରାଉଣ୍ଡ ଫଳାଫଳ ରେ ପାଞ୍ଚଟି ବ୍ଲକ ରେ ବିଜେଡି ଆଗୁଆ ଥିବା ସୂଚନା ।ନୂଆପଡା- ଜୋନ  ନଂ ୭ ,କୋମନା- ଜୋନ ନଂ ୧,ଖଡ଼ିଆଳ- ଜୋନ ନଂ ୪,ସିନାପାଲି- ଜୋନ ନଂ ୧୨,ବୋଡେ଼ନ- ଜୋନ ନଂ ୧୦ ବିଜେଡି ଆଗରେ ଥିବା…

ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି : ଜଗତସିଂହପୁର ଜିଲ୍ଲାର ୧ନଂ ଜୋନରେ ଆଗରେ ବିଜେଡି

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାରେ ଚାଲିଛି ଭୋଟ ଗଣତି । ଜଗତସିଂହପୁର ଜିଲ୍ଲାର ସମସ୍ତ ବ୍ଳକ ଅନ୍ତର୍ଗତ ୧ନଂ ଜୋନ ଗୁଡିକରେ ଭୋଟ ଗଣତି ପ୍ରକ୍ରିୟା ଜାରି ରହିଥିବାବେଳେ ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ଶାସକ ବିଜୁ ଜନତା ଦଳର ପ୍ରାର୍ଥୀ/ପ୍ରାର୍ଥୀନୀ ମାନେ ସମସ୍ତ ଜିଲ୍ଲା ପରିଷଦ ଆସନରେ ଆଗୁଆ…

ପିପିଲିରେ ଶାନ୍ତି ଶୃଙ୍ଖଳାରେ ଚାଲିଛି ଭୋଟ୍ ଗଣତି

ପିପିଲି : ପିପିଲିରେ ଶାନ୍ତି ଶୃଙ୍ଖଳାେରେ ଚାଲିଛି ଭୋଟ ଗଣତି । ପିପିଲି ବ୍ଲକ ୨୨ ନମ୍ବର ଜୋନର ୯ ଗୋଟି ପଞ୍ଚାୟତରେ ଗଣତି ପିପିଲି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଷ୍ଟଙ୍ଗରୂମ ଏବଂ ଡେଲାଙ୍ଗ ବ୍ଲକ ୧୫ ନମ୍ବର ଜୋନର ୭ ଗୋଟି ପଞ୍ଚାୟତ ଡେଲାଙ୍ଗ ବ୍ଲକର ଷ୍ଟ୍ରଙ୍ଗରୂମ ପାଶ୍ୱର୍ରେ ଥିବା …

କଡ଼ା ସୁରକ୍ଷା ମଧ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗଣତି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗଣତି । ତେବେ ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ଯେଉଁ ସବୁ ଜୋନରେ ଭୋଟ ଗଣତି ଆରମ୍ଭ ହୋଇଛି ପ୍ରାୟ ସେ ସମସ୍ତ ଜୋନରେ ବିଜୁ ଜନତା ଦଳର ପ୍ରାର୍ଥୀ ଆଗୁଆ ରହିଛନ୍ତି । ମିଳିଥିବା ସୂଚନା…