Latest Odisha News
Browsing Category

ସହର

City

[ଦେଖନ୍ତୁ ଭିଡିଓ] କଡ଼ା ସୁରକ୍ଷା ବଳୟ ଭିତରେ ସାନି ମତଦାନ ଶେଷ

ପୁରୀ : ଆଜି ପୁରୀ ଜିଲ୍ଲାର ପୁରୀ ୫ଟି ବୁଥରେ ସ୍ଥାନରେ ସାନି ମତଦାନ ହୋଇଛି । ଜିଲ୍ଲାରେ ୫ଟି ସ୍ଥାନରେ ଗଣ୍ଡଗୋଳ ଘଟି ମତଦାନ ବାଧାପ୍ରାପ୍ତ ହୋଇଥିଲା । ଫଳରେ ଏହି ବୁଥ ମାନଙ୍କରେ ପୁନଃ ମତଦାନ ପାଇଁ ନିର୍ବାଚନ କମିଶନକୁ ଆବେଦନ କରାଯାଇ ଥିଲା । ପୁରୀର କଣାସ ବ୍ଲକ ଅଡାଲ ଗ୍ରାମପଞ୍ଚାୟତର…

ଆଇଏଏସ କ୍ରିଷନ କୁମାରଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟରେ ଆଇଏଏସ ସ୍ତରରେ ଅଦଳବଦଳ ପରେ ଆଇଏଏସ କ୍ରିସନ କୁମାରଙ୍କୁ ମିଳିଲା ନୂଆ ଦାୟିତ୍ୱ । ୨୦୦୨ ବ୍ୟାଚର ଓଡ଼ିଶା କ୍ୟାଡ଼ର ଆଇଏଏସ ଅଫିସର ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ତୁଲାଉଥିବା କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି । କ୍ରିଷନ କୁମାରଙ୍କୁ…

[ଦେଖନ୍ତୁ ଭିଡିଓ] କଡା ସୁରକ୍ଷା ଭିତରେ ବିଭିନ୍ନ ସ୍ଥାନରେ ସାନି ମତଦାନ

ମୟୂରଭଞ୍ଜ: ବିଭିନ୍ନ ସ୍ଥାନରେ ସାନି ମତଦାନ ହୋଇଛି । ମୟୁରଭଞ୍ଜ ଓ ଯାଜପୁରରେ ଭୋଟର ମାନେ ନିଜ ନିଜ ମତଦାନ କରିଛନ୍ତି । କଡା ସୁରକ୍ଷା ଭିତରେ ସକାଳୁ ମତଦାନ ଆରମ୍ଭ ହୋଇଥିଲା । ମୟୂରଭଞ୍ଜ ଜିଲ୍ଲାର ୩ଟି ସ୍ଥାନରେ ସାନି ମତଦାନ । ଆଜି ମୟୂରଭଂଜ ଜିଲ୍ଲାର କପ୍ତିପଦା ବ୍ଲକର ନଟୋ…

ବାଜିଲା ପୌର ନିର୍ବାଚନ ବିଗୁଲ: ଖୁବଶୀଘ୍ର ହେବ ପୌର ନିର୍ବାଚନ ତାରିଖ ଘୋଷଣା

ଭୁବନେଶ୍ୱର:ବାଜିଲା ପୌର ନିର୍ବାଚନ ବିଗୁଲ । ପଞ୍ଚାୟତ ନିର୍ବାଚନ ପରେ ହୋଇପାରେ ପୌର ନିର୍ବାଚନ । ଏନେଇ ଖୁବଶୀଘ୍ର ହେବ ପୌର ନିର୍ବାଚନ ତାରିଖ ଘୋଷଣା । ପ୍ରସ୍ତୁତି ଶେଷ ପରେ ନଗର ଉନ୍ନୟନ ବିଭାଗର ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ । ବିଜ୍ଞପ୍ତି ଜରିଆରେ ପୌର ନିର୍ବାଚନ ପାଇଁ ଆହ୍ୱାନ କଲା…

ଖୋଲୁଛି ନକଲି ଡାକ୍ତରଙ୍କ ଅସଲି ଗୁମର: ଖୁଣ୍ଟୁଣି ଖମଲ ଫାର୍ମହାଉସରେ ଚଢାଉ

ଢେଙ୍କାନାଳ : ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ଖୋଲୁଛି ଗୋଟେ ପରେ ଗୋଟେ ଗୁମର । ଆଜି ଏକ ଠକେଇ ମାମଲାରେ ଢେଙ୍କାନାଳ ଖୁଣ୍ଟୁଣି ସ୍ଥିତ ଖମଲରେ ଥିବା ଫାର୍ମହାଉସରେ ଚଢାଉ ହୋଇଛି । ଭୁବନେଶ୍ୱରରୁ ଏକ ଟିମ୍ ଯାଇ ଚଢାଉ କରିଛନ୍ତି ।  ଆନ୍ଧ୍ର ପ୍ରଦେଶର ଜଣେ ନର୍ସରୀ ବ୍ୟବସାୟୀଙ୍କୁ ସାଢ଼େ ୪ ଲକ୍ଷ…

ପଞ୍ଚାୟତ ନିର୍ବାଚନ: ୪୯ ବୁଥ୍‌ରେ ଆଜି ପୁନଃ ମତଦାନ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ଆଜି ହେଉଛି ପୁନଃ ମତଦାନ । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ବିଭିନ୍ନ କାରଣରୁ ବିଭ୍ରାଟ ଘଟି ମତଦାନ ରଦ୍ଦ ହୋଇଥିବା ୪୯ ବୁଥ୍‌ରେ ଆଜି ମତଦାନ ଚାଲିଛି । ଏଥିରେ ପ୍ରଥମ ପର୍ଯ୍ୟାୟରେ ବନ୍ଦ ହୋଇଥିବା ୨୫ଟି ବୁଥ୍ ରହିଛି। ସବୁଠାରୁ ଅଧିକ ଯାଜପୁର…

କମିବାରେ ଲାଗିଛି କରୋନା,୨୪ ଘଣ୍ଟାରେ ରାଜ୍ୟରେ ୩୪୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ମାମଲା ଧୀରେ ଧୀରେ କମିବାରେ ଲାଗିଛି | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୨ଟି କରୋନା ମାମଲା ଚିହ୍ନଟ ହୋଇଛି | ଏମାନଙ୍କ ମଧ୍ୟରେ ୮୩ ଜଣ ୦ରୁ ୧୮ ବର୍ଷ ମଧ୍ୟରେ ରହିଥିବାବେଳେ ସଙ୍ଗରୋଧରୁ ୧୯୬ ଓ ସ୍ଥାନୀୟ ସଂକ୍ରମଣରେ ୧୪୬ ଜଣ ରହିଛନ୍ତି |…

ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କୃଷ୍ଣ ସପ୍ତମୀ ତିଥି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବାର ରହିଛି ପରମ୍ପରା  । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିବ ।…

ଆସନ୍ତାକାଲି କଡ଼ା ସୁରକ୍ଷା ମଧ୍ୟରେ ପୁରୀର ୫ଟି ବୁଥରେ ହେବ ସାନି ମତନାଦ

ପୁରୀ: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ହିଂସାକାଣ୍ଡ, ଭୋଟ ବାକ୍ସ ନେଇ ଚମ୍ପଟ ମାରିବା ଘଟଣାକୁ ନେଇ ମତଦାନ ବାତିଲ ହୋଇଥିଲା । ରାଜ୍ୟ ନିର୍ବାଚନ କମିଶନଙ୍କ ଅନୁମତି କ୍ରମେ ପୁରୀ ଜିଲ୍ଲାର ୫ଟି ସ୍ଥାନରେ ୨୩ ତାରିଖ ସାନି ମତଦାନ କରାଯିବ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୯୬୮

ଭୁବନେଶ୍ୱର: ଆଜି ରାଜ୍ୟରୁ ସଂରୋନା ସଂକ୍ରମିଣରୁ ସୁସ୍ଥ ହୋଇଛନ୍ତି ୯୬୮ । ଆଜି ସୁଦ୍ଧା କରୋନାରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୦ ହଜାର ୨୨୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ଖୋର୍ଦ୍ଧା…