Latest Odisha News

BREAKING NEWS

Browsing Category

ସହର

City

ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କଲେ ପାପଡାହାଣ୍ଡି ବ୍ଲକର ଦୁଇ ୱାର୍ଡବାସୀ

ପାପଡାହାଣ୍ଡି: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପାପଡାହାଣ୍ଡି ବ୍ଲକର ଦୁଇ ଗୋଟି ୱାର୍ଡ ବାସୀ ଭୋଟ ବର୍ଜନ କରିଥିବା ଦେଖିବାକୁ ମିଳିଛି। ଜିଲ୍ଲା ପରିଷଦ ଜୋନ ୩ ର ଘାଟଗୁଡା ପଞ୍ଚାୟତର କାଙ୍ଗମାଝୀ ଗୁଡାର ୧ ନମ୍ବର ୱାର୍ଡ ବାସୀର ୨୦୨ ଭୋଟର ଭୋଟ ବର୍ଜନ କରିଛନ୍ତି। ଚଳିତ ନିର୍ବାଚନରେ…

ଭଦ୍ରକ ଧାମନଗରରେ ନିର୍ବାଚନୀ ହିଂସା : ଗୋଷ୍ଠୀ ସଂଘର୍ଷରେ ଜଣଙ୍କର ମୃତ୍ୟୁ

ଭଦ୍ରକ : ଭଦ୍ରକର ଧାମନଗର ଅଂଚଳରେ ଭୟଙ୍କର ନିର୍ବାଚନୀ ହିଂସାକାଣ୍ଡ । ଗତକାଲି ରାତିରେ ଦଳାଙ୍ଗ ପଂଚାୟତର ଜାହାଙ୍ଗିରି ଅଂଚଳରେ ଏହି ଗୋଷ୍ଠୀ ସଂଘର୍ଷ ଘଟିଛି । ଏଥିରେ ପ୍ରତାପ ଚନ୍ଦ୍ର ରାଉତ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଗତକାଲି ରାତିରେ ପ୍ରଚାରକୁ ନେଇ ୨ ଗୋଷ୍ଠୀ ମଧ୍ୟରେ…

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୦୩୬ ଛୁଇଁଲା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ…

ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି : ଦିନ ୧୧ଟା ସୁଦ୍ଧା ୩୬% ରୁ ଅଧିକ ମତଦାନ ସୂଚନା

ଭୁବନେଶ୍ୱର: ପଂଚାୟତର ନିର୍ବାଚନ ପାଇଁ ଚାଲିଛି ଚତୁର୍ଥ ପର୍ଯ୍ୟାୟ ମତଦାନ । ଶାନ୍ତିଶୃଙ୍ଖଳାର ସହ ପ୍ରାର୍ଥୀଙ୍କୁ ଭୋଟ ଦେଉଛନ୍ତି ଭୋଟର । ୨୭ଟି ଜିଲ୍ଲାର ୬୪ଟି ବ୍ଲକର ୧୬୩ଟି ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି । ୧୭ ହଜାର ୮୯ଟି ବୁଥରେ ମତଦାନ କରିବେ ୫୧ ଲକ୍ଷ ୩୧ ହଜାର ୭୨୭…

ସୁନ୍ଦରଗଡ଼ ଜିଲ୍ଲାରେ ୬୭୪ ବୁଥ୍‌ରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି

ରାଉରକେଲା: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ। ଆଜି ସୁନ୍ଦରଗଡ଼ ଜିଲ୍ଲାର ଲେଫ୍ରିପଡା, ହେମଗିରି ଓ ଲହୁଣିପଡା ତିନି ବ୍ଲକରେ ମତଦାନ ସୁରୁଖୁରୁରେ ଚାଲିଛି। କୌଣସି ସ୍ଥାନରେ କିଛି ଅଘଟଣ ଘଟି ନଥିବା କୁହାଯାଉଛି । ତିନିଟି ବ୍ଲକର ୬ ଜିଲ୍ଲା ପରିଷଦ, ୫୩ ସରପଞ୍ଚ ଓ ୬୭୪…

ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ୍: ସବୁ ବୁଥ୍‌ରେ କଡ଼ା ସୁରକ୍ଷା

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ। ବିଭିନ୍ନ ବୁଥ୍‌ରେ ସକାଳୁ ସକାଳୁ ଲମ୍ବା ଧାଡ଼ିରେ ଲୋକେ ଅପେକ୍ଷା କରି ରହିଛନ୍ତି। ଆଜି ୨୭ ଜିଲ୍ଲାର ୬୪ ବ୍ଲକରେ ହେଉଛି ଭୋଟ୍। ଏହି ପର୍ଯ୍ୟାୟରେ ୧୬୩ଟି ଜିଲ୍ଲା ପରିଷଦ ଜୋନ୍, ୧…

ଟିଟିଲାଗଡ଼ରେ ସର୍ବୋଚ୍ଚ ତାତି, ୨୪ ଓ ୨୫ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଧୀରେ ଧୀରେ ଶୀତର ପ୍ରକୋପ କମୁଛି । ସେପଟେ ତାତି ବଢୁଛି । ଆଜି ପଶ୍ଚିମ ଓଡ଼ିଶା ସୋନପୁରରେ ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ କରାଯାଇଛି । ଆଜି ସୋନପୁରରେ ୩୪ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ଟିଟିଲାଗଡ଼ରେ ତାପମାତ୍ରା ୩୩.୪ ଡିଗ୍ରୀ, ଭୁବନେଶ୍ୱରରେ…

[ଦେଖନ୍ତୁ ଭିଡିଓ] ପୁରୁଣା ଧର୍ମ ସଂସ୍କୃତି ବହନ କରୁଥିବା ଶ୍ରୀଚୈତନ୍ୟ ଗୌଡୀୟ ମଠ

ପୁରୀ: ଭାରତ ବର୍ଷରେ କିଛି ମଠ ମନ୍ଦିର ପୁରୁଣା ସଂସ୍କୃତି ସହ ଜଡିତ । ଯେମିତି ଶ୍ରୀଚୈତନ୍ୟ ଗୌଡୀୟ ମଠ । ବୈଷ୍ଣବ ଧର୍ମ ଓ ସନାତନ ଧର୍ମର ପ୍ରଚାରପ୍ରସାର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ପରମଭକ୍ତ ଶ୍ରୀଚୈତନ୍ୟଙ୍କ ରହିଛି ଅନେକ ଅବଦାନ । ସେପଟେ ଶ୍ରୀଚୈତନ୍ୟଙ୍କ ପରମଶିଷ୍ୟ ଶ୍ରୀଳ ପ୍ରଭୂପାଦ…

ଓଡ଼ିଶାରେ ଜିଓଫାଇବର ହାଇସ୍ପିଡ୍ ବ୍ରଡ୍‌ବ୍ୟାଣ୍ଡ୍ ଗ୍ରାହକ ସଂଖ୍ୟା ୧ଲକ୍ଷ ଟପିଲା

ଭୁବନେଶ୍ୱର : ଜିଓଫାଇବର ଓଡିଶାରେ ଲୋକପ୍ରିୟତା ବଜାୟ ରଖିଛି । ଓଡିଶାର ଲୋକପ୍ରିୟ ଜିଓଫାଇବରର ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ଗ୍ରାହକ ସଂଖ୍ୟା ୧ ଲକ୍ଷ ଟପିଲା ବୋଲି ସୂଚନା ମିଳିଛି । ରାଜ୍ୟରେ ୨୭ ଟି ସହର ଓ ନଗରକୁ ଜିଓଫାଇବର ତାର ସେବା ସମ୍ପ୍ରସାରଣ କରୁଛି ।ରିଲାଏନ୍ସ ଜିଓର ଲୋକପ୍ରିୟ ଅଲଟ୍ରା…

[ଦେଖନ୍ତୁ ଭିଡିଓ] ନିର୍ବାଚନୀ ମଇଦାନରେ ମାରାଥନ ପ୍ରଚାର

ଜଗତସିଂହପୁର: ଜଗତସିଂହପୁର ନାଉଗାଁରେ ନିର୍ବାଚନ। ଆସନ୍ତା ୨୪ରେ ନିର୍ବାଚନ ହେବାକୁ ଥିବା ବେଳେ ଏନେଇ ଜୋରଦାର ଚାଲିଛି ରଣନୀତି । ପ୍ରାର୍ଥୀ ମାନେ ମାରାଥନ ପ୍ରଚାର କରୁଥିବାର ଦେଖାଦେଉଛି । ଶାସକ ବିଜୁ ଜନତା ଦଳ ପକ୍ଷରୁ ପ୍ରାର୍ଥୀ ଚୟନ ପ୍ରକ୍ରିୟା ନେଇ ବିଧାୟକଙ୍କ ନିଷ୍ପତ୍ତି କୁ…