Latest Odisha News

BREAKING NEWS

Browsing Category

ସହର

City

ମୌଳିକ ସୁବିଧା ନଥିବାରୁ ଭୋଟ ବର୍ଜନ କଲେ ଗ୍ରାମବାସୀ

ପଦ୍ମପୁର : ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ବରଗଡ ଜିଲ୍ଲାରେ ମତଦାନ ପ୍ରକ୍ରିୟା ଶେଷ ହୋଇଛି  ।ଦୁଇଟି ବ୍ଲକରେ ଭୋଟ ବର୍ଜନ କରିଛନ୍ତି ଗ୍ରାମବାସୀ । ରାଜବୋଡାସମ୍ବର ବ୍ଲକର ୨ ଟି ଗାଁ ଓ ଗାଇସିଲାଟ ବ୍ଲକର ଗୋଟିଏ ଗାଁ ର ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ…

ନିଖୋଜ ସମିତି ସଭ୍ୟା ପ୍ରାର୍ଥୀଙ୍କ ସ୍ଵାମୀ ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର

ଢେଙ୍କାନାଳ :ନିଖୋଜ ସମିତି ସଭ୍ୟ ପ୍ରାର୍ଥୀଙ୍କ ସ୍ଵାମୀ ଉଦ୍ଧାର । ଢେଙ୍କାନାଳ ଜିଲ୍ଲା ସିମିଳିଆ ଓଭରବ୍ରିଜ ନିକଟରୁ ନିଖୋଜ ସରପଞ୍ଚ ପ୍ରାର୍ଥୀଙ୍କୁ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ଢେଙ୍କାନାଳ ସଦର ବ୍ଲକ ଅନ୍ତର୍ଗତ ସାଙ୍କୁଲେଇ ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀ ଭାରତୀ ରଥଙ୍କ ସ୍ୱାମୀ…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ

କୋରାପୁଟ : ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ।ସୁନାବେଡା ଏନଏସିର ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ କରାଯାଇଛି । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ କରାଯାଇଛି ।ଏହି ଚଢାଉରେ ୫ ଜଣ…

ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଜାରି

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଜାରି ।  ରାଜ୍ୟର ୩୦ ଜିଲ୍ଲାର ୬୮ବ୍ଲକରେ ୧୮୬ ଜିଲ୍ଲାପରିଷଦ ଜୋନରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ମତଦାନ ବେଳେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ମୁତୟନ ହୋଇଛନ୍ତି ୨୪୦ ପ୍ଲାଟୁନ ପୁଲିସ ଫୋର୍ସ । ୧୫୧୪ ପଂଚାୟତର ୨୦…

ପୁଣି ଖସିଲା ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୬୭୧କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା…

ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ: ଓଡ଼ିଶାରେ ଶ୍ରେଷ୍ଠ ସ୍ଥାନରେ କିଟ୍

ଭୁବନେଶ୍ୱର: ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁଣି ସଫଳତା ହାସଲ କରି ଶ୍ରେଷ୍ଠ ସ୍ଥାନରେ ରହିଛି କିଟ୍ ବିଶ୍ୱବିଦ୍ୟାଳୟ । ମଙ୍ଗଳବାର ଟାଇମ୍ସ ହାଇଅର ଏଜୁକେସନ ପକ୍ଷରୁ ସୂଚନା ଦିଆଯାଇଛି । ୫୦ବର୍ଷରୁ କମ୍ ସମୟ ମଧ୍ୟରେ ପ୍ରତିଷ୍ଠା ଲାଭ କରିଥିବା ବିଶ୍ୱର ଖ୍ୟାତି ସମ୍ପନ୍ନ…

ପଞ୍ଚାୟତ ନିର୍ବାଚନରେ ବିଜେପି ହିଂସାକାଣ୍ଡ କରୁଥିବା ଅଭିଯୋଗ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର:  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେପି ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପାଖରେ ଫେରାଦ ହେଲା ବିଜେଡି । ବିଜେପି ନେତାମାନେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ ବିଭିନ୍ନ ବୁଥରେ ହିଂସାକାଣ୍ଡ…

ଓଡ଼ିଶା ପୋଲିସର ଡିଏସପି ପଦରେ ନିଯୁକ୍ତ ହେଲେ ବରିଷ୍ଠ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା

ଭୁବନେଶ୍ୱର: ଓଡ଼ିଶା ପୋଲିସର ଡିଏସପି ପଦରେ ଯୋଗ ଦେଲେ ଟୋକିଓ ଅଲମ୍ପିକ୍ସର ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରା । ବୀରେନ୍ଦ୍ର ଲାକ୍ରା ଟୋକିଓ ଅଲମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିଲେ । ତାଙ୍କୁ ରାଜ୍ୟ ସରକାର ଅର୍ଥ ପୁରସ୍କାର ସହ ପୋଲିସ ଡିଏସପି ପଦରେ ନିଯୁକ୍ତି ଦେବେ ବୋଲି ସାକାର…

ଜିଲ୍ଲା ପରିଷଦ ଆଇନରେ ସଂଶୋଧନ କଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର: ଜିଲ୍ଲା ପରିଷଦ ଆଇନରେ ସଂଶୋଧନ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ ନିର୍ବାଚନ ସମୟରେ ଦଳ ବଦଳ ନିରୋଧ ଆଇନ ଲାଗୁ ହେବ । ନିର୍ବାଚନ ବେଳେ ରାଜନୈତିକ ଦଳମାନେ ସେମାନଙ୍କ ପ୍ରଧିକୃତ ପ୍ରତିନିଧିଙ୍କୁ ନିଯୁକ୍ତି କରି ସେମାନଙ୍କ ନାମ ରାଜ୍ୟ…

ଅନୁଗୁଳରେ କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ଅନୁଗୁଳ :କୋଇଲା ଟ୍ରେନରେ ନିଆଁ । ଅନୁଗୁଳ ଷ୍ଟେସନରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗି ଯାଇଛି ।ଗୁରୁବାର ଅପରାହ୍ନ ପ୍ରାୟ ସାଢେ ଗୋଟାଏ ବେଳେ ହଠାତ୍ ଟ୍ରେନରେ ନିଆଁ ଲାଗି ଯାଇଥିଲା । ଖବର ପାଇଁ ଅନୁଗୁଳ ଅଗ୍ନିଶମ କର୍ମଚାରୀ ଆସି ନିଆଁକୁ ଆୟତ୍ତ କରିଥିଲେ । ଉତ୍ତାପ…