Latest Odisha News

BREAKING NEWS

Browsing Category

ସହର

City

ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସର ସମୀକ୍ଷା ପାଇଁ ସମିତି ଗଠିତ

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିରରେ ନିଯୁକ୍ତ ବିଭିନ୍ନ ନିଯୋଗମାନଙ୍କ ଦ୍ୱାରା କରାଯାଉଥିବା ସେବାପୂଜ ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସ (ROR)ର ସମୀକ୍ଷା ପାଇଁ ଗଠନ ହେଲା ଦୁଇ ସଦସ୍ୟବିଶିଷ୍ଟ ସମିତି । ରାଜ୍ୟ ସରକାର, ଓଡ଼ିଶା ଉଚ୍ଚ ନ୍ୟାୟଳୟର ଅବସରପ୍ରାପ୍ତ ନ୍ୟାୟମୂର୍ତ୍ତି ଡଃ. ଦୁର୍ଗା…

ବିରୋଧୀ ଦଳ ନେତାଙ୍କୁ ରଥଯାତ୍ରା ପାଇଁ ଆମନ୍ତ୍ରଣ କଲେ ଛତିଶା ନିଯୋଗ ସେବାୟତ

ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ । ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତାଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଛନ୍ତି । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ…

ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଡାଇରିଆ ନିରାକରଣ ଅଭିଯାନ

ଭୁବନେଶ୍ବର: ରାଜ୍ୟରେ ବ୍ୟାପୁଥିବା ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାର ନିରାକରଣ ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି । ସୂଚନା ଦେଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ସଂଯୁକ୍ତା ସାହୁ । ସେ କହିଛନ୍ତି ଯେ, ଏହି ଅଭିଯାନ ଦେଢ଼ ମାସ ଧରି ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ।…

ଭାରତୀୟ ବଜାରରେ କମିଲା ସୁନା ଦର, ଜାଣନ୍ତୁ କେତେ ରହିଛି..

ଭୁବନେଶ୍ୱର: ଦେଶରେ ହୁ ହୁ ହୋଇ ବଢୁଥିବା ସୁନା ଦର ଏବେ ଗ୍ରାହକଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି । ଲକ୍ଷେ ଟଙ୍କା ପାର୍‌ ହୋଇ ସାରିଛି ସୁନା ଦର । ହେଲେ ଜୁନ୍‌ ୧୬ ଅର୍ଥାତ୍‌ ସୋମବାର ସୁନା ଦରରେ ସାମାନ୍ୟ ହ୍ରାସ ହୋଇଛି । ଯଦି ସୁନା କିଣିବାକୁ ଯାଉଛନ୍ତି ତେବେ ନଜର ପକାନ୍ତୁ ଆଜି କେତେ…

ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍‌ ୨୩ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିବାବେଳେ, ଜୁନ୍‌ ୨୦ରେ ଖୋଲିବ ସମସ୍ତ ସ୍କୁଲ । ଏହି ଅବସରରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ଶିଶୁ ବାଟିକାଠାରୁ ଦଶମ ଶ୍ରେଣୀ…

ଅତିପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି ।…

ସରିଆସୁଛି ଛୁଟି, ଆସନ୍ତା ୨୦ ତାରିଖରେ ଖୋଲିବ ସ୍କୁଲ

ଭୁବନେଶ୍ୱର: ସରିବ ଖରାଛୁଟି, ଆସନ୍ତା ୨୦ ତାରିଖରେ ଖୋଲିବ ସ୍କୁଲ । ପୂର୍ବ ପରି ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ ବୋଲି ସୂଚନା ରହିଛି । ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ ସାଢ଼େ ୪ଟା ଯାଏଁ କ୍ୟାମ୍ପସରେ ଉପସ୍ଥିତ ରହିବେ…

‘ରାଜ୍ୟ ସରକାର ହଇଜାର ବ୍ୟାପକତାକୁ ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ଗ୍ରହଣ କରନ୍ତୁ’

ଭୁବନେଶ୍ବର: ରାଜ୍ୟରେ ଏବେ ଯାଜପୁର ସମେତ କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକ ଓ କେନ୍ଦୁଝର ଆଦି ଜିଲ୍ଲାରେ ହଇଜା ଭୟଙ୍କର ରୂପ ନେଉଛି । ବର୍ତ୍ତମାନ ସୁଦ୍ଧା ହଇଜାରେ ୧୪ ଜଣ ପ୍ରାଣ ଯାଇଛି । ଏହି ପ୍ରରିପେକ୍ଷିରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।…

ଡାଇରିଆ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ହାଇ ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟର ଅନେକ ଜିଲ୍ଲାରେ ଡାଇରିଆ ରୋଗ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଗୃହନିର୍ମାଣ ଓ ନଗରଉନ୍ନୟନ (ଏଚ ଆଣ୍ଡ ୟୁଡି) ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ତୁରନ୍ତ ପ୍ରତିଷେଧକ ଏବଂ ପ୍ରତିକ୍ରିୟା ପଦକ୍ଷେପ ଗ୍ରହଣ…

ଚଳିତ ବର୍ଷ ସମସ୍ତ ବିଦ୍ୟାଳୟରେ ହେବ ଯୋଗ ଦିବସ

ଭୁବନେଶ୍ବର: ଆସନ୍ତା ୨୧ ତାରିଖରେ ଦେଶ ପାଳିବ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବ ।…