Latest Odisha News

BREAKING NEWS

Browsing Category

ସହର

City

ରାଜଧାନୀରେ ଲୁଟେରା ରାଜ: ମହିଳାଙ୍କୁ ଆକ୍ରମଣ କରି ଝାମ୍ପି ନେଲେ ସୁନା ଚେନ୍

ଭୁବନେଶ୍ୱର: ରାଜଧାନୀରେ ଲୁଟେରାଙ୍କ ଆତଙ୍କରାଜ । ବାଟଘାଟରୁ ଲୁଟ୍ । ସୈନିକ ସ୍କୁଲ-ଭିଏସଏସ ନଗର ରାସ୍ତାରେ ମହିଳାଙ୍କ ବେକରୁ ଲୁଟି ନେଲେ ସୁନା ଚେନ୍ । ଆଜି ସକାଳୁ ସକାଳୁ ମନ୍ଦିରରୁ ଫେରିବା ବେଳେ ମହିଳାଙ୍କୁ ମାଡ଼ ମାରି ତାଙ୍କ ବେକୁ ସୁନା ଚେନ୍ ଝାମ୍ପି ନେଇଛନ୍ତି ଲୁଟେରା । ସକାଳ ସାଢେ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କୋଟିପତି ଡାକ୍ତର

ଭୁବନେଶ୍ୱର: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ କୋଟିପତି ଡାକ୍ତର । ଡାକ୍ତରଙ୍କ ନାଁ ହେଉଛି ସୁକାନ୍ତ ଜେନା । ଡାକ୍ତର ଜଣକ କଣାସ ଚାରିଛକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଭାବେ କାର୍ଯ୍ୟକରୁଥିଲେ । ସେ ଅପରେସନ ପାଇଁ ରୋଗୀଙ୍କ ଠାରୁ ୮…

ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହିଂସାରେ ସରିଲା : ପିସିସି ସଭାପତି

ଭୁବନେଶ୍ୱର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗ୍ରହଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହିଂସାରେ ସରିଲା ବୋଲି ନିରଞ୍ଜନ ପଟ୍ଟନାୟକ କହିଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ହସ୍ତଗତ ହୋଇଥିବା ତଥ୍ୟ…

କିଟ୍ ବିଶ୍ୱବିଦ୍ୟାଳୟର ୧୮ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟର ୧୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ବୁଧବାର କିଟ୍ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ବକ୍ତୃତା ପ୍ରଦାନ କରି ଶ୍ରୀ ପାରାଜୁଲି କହିଲେ ବିଗତ ୫୦ ବର୍ଷ ମଧ୍ୟରେ ଖାଦ୍ୟ ସୁରକ୍ଷା ଦିଗରେ ଭାରତ ଉଲ୍ଲେଖନୀୟ ଅଗ୍ରଗତି କରିଛି । ଦିନେ ଖାଦ୍ୟ ପାଇଁ…

ଗିରଫ ହେଲେ ଏଏସପି ତ୍ରିନାଥ ମିଶ୍ର, ପତ୍ନୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର: ବନ୍ଧା ହେଲେ ପୋଲିସ କମ୍ୟୁନିକେସନର ଅତିରିକ୍ତ ଏସପି ତ୍ରିନାଥ ମିଶ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏହା ସହିତ ତାଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ କରିଛି ଭିଜିଲାନ୍ସ । ଭିଜିଲାନ୍ସ ସୂଚନା ଅନୁସାରେ, ତ୍ରିନାଥ…

ପରଲୋକରେ ବିଶିଷ୍ଟ କବି ହରପ୍ରସାଦ ପରିଚ୍ଛା ପଟ୍ଟନାୟକ

ଭୁବନେଶ୍ୱର : ପରଲୋକରେ ବିଶିଷ୍ଟ କବି ସମାଲୋଚକ ତଥା ସମ୍ପାଦକ ହରପ୍ରସାଦ ପରିଚ୍ଛା ପଟ୍ଟନାୟକ । ଏକାଧାରରେ ସେ ଜଣେ କବି ଲେଖକ ଓ ସମୀକ୍ଷକ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା । ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ମୃତ୍ୟୁ…

ଶେଷ ହେଲା ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ, ଦିନ ୧ଟା ସୁଦ୍ଧା ୬୦ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ । କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଶେଷ ହେଲା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଦିନ ୧ଟା ସୁଦ୍ଧା ୬୦ ପ୍ରତିଶତ ମତଦାନ ସରିଛି । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ପ୍ରଥମ…

ରାଜ୍ୟରେ ୨୩ ଜଣ ପ୍ରାର୍ଥଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସମୟରେ ୨୩ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ବୁଧବାର ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ନାମାଙ୍କନ ଦାଖଲରୁ ମତଦାନ ପର୍ଯ୍ୟନ୍ତ ୨୩ ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏହି ୨୩ଟି ପଦବୀ ପାଇଁ ମତଦାନ ସ୍ଥଗିତ…

ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର : ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ ଆଗରେ ଫେରାଦ ହେଲା ବିଜେଡି । ବିଜେପି କର୍ମୀ ଓ ନେତା ମାନେ ବିଜେଡି ନେତା ଓ କର୍ମୀ ମାନଙ୍କୁ ନିର୍ବାଚନ ମଇଦାନରେ ମରଣାତ୍ମକ ଆକ୍ରମଣ କରୁଛନ୍ତି । ଅନେକ ସ୍ଥାନରେ ବିଜେଡି ନେତା ମାନଙ୍କୁ ଧମକ ମଧ୍ୟ ଦିଆଯାଉଛିା…

ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ , ସ୍ଥଗିତ ହେଲା ନିର୍ବାଚନ

ନବରଙ୍ଗପୁର : ନିର୍ବାଚନ ସଂଗ୍ରାମ ପୂର୍ବରୁ ଜୀବନ ସଂଗ୍ରାମରେ ହାରିଗଲେ ସରପଞ୍ଚ ପ୍ରାର୍ଥୀ । ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ବି . ମାଳିଗୁଡା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଭାଗିରଥୀ ଅମନାତ୍ୟଙ୍କ ମୃତ୍ୟୁ ହୋଇଯାଇଛି । ଗତ କିଛି ଦିନ ଧରି ସେ ଅସୁସ୍ଥ ହୋଇପଡିଥିଲେ । ରାତିରେ ଦେହ…