Latest Odisha News

BREAKING NEWS

Browsing Category

ସହର

City

ପଞ୍ଚାୟତ ନିର୍ବାଚନ : ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ସରିଲା ପ୍ରଥମ ପଯ୍ୟାୟ ମତଦାନ ।  ରାଜ୍ୟରେ ୩୦ ଟି ଜିଲ୍ଲାରେ ୭୧ ଟି ବ୍ଲକରେ ଶାନ୍ତି ଶୃଙ୍ଖଳାର ସହ ଶେଷ ହେଲା ମତଦାନ । ସକାଳ ୭ ଟାରୁ ଦିନ ୧ ଟାଏ ଯାଏ ମତଦାନ ଚାଲିଥିଲା । ଭୋଟର ମାନେ ଆସି ନିଜେ ନିଜେ ମନସ୍ଥ କରିଥିବା ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି…

ଫରେଷ୍ଟ ଗାର୍ଡଙ୍କ ସାହସକୁ ସଲାମ, ଜୀବନକୁ ବାଜି ଲଗାଇ ଦନ୍ତା ସହ ମୁହାଁମୁହିଁ

ସମ୍ବଲପୁର : ଫରେଷ୍ଟ ଗାର୍ଡଙ୍କ ଦୁଃସାହସ। ଗାଁର ଲୋକଙ୍କୁ ରକ୍ଷା କରିବାକୁ ଯାଇ ଦନ୍ତା ସହିତ ମୁହାଁମୁହିଁ। ନିଜ ଜୀବନକୁ ବାଜି ଲଗାଇ ହାତରେ ମଶାଲ ଧରି ଜଙ୍ଗଲୀ ଦନ୍ତା ସହିତ ମୁକାବିଲା କରୁଛନ୍ତି ଫରେଷ୍ଟ ଗାର୍ଡ ଜଣକ। ଆଉ ଏହି ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।ଫରେଷ୍ଟ…

ସାଲେପୁରରେ ସମିତିସଭ୍ୟ ପ୍ରାର୍ଥୀଙ୍କ ଘରକୁ ବୋମାମାଡ, ଦିଲ୍ଲୀପଙ୍କ ପତ୍ନୀ ଗୁରୁତର

ସାଲେପୁର : ସାଲେପୁରରେ ସମିତି ସଭ୍ୟ ପ୍ରାର୍ଥୀଙ୍କ ଘରକୁ ବୋମାମାଡ । ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ତଥା ପ୍ରାର୍ଥୀ ଦିଲ୍ଲୀପ କୁମାର ଦାସଙ୍କ ଘରକୁ ବୋମାମାଡ ହୋଇଛି ।ତାଙ୍କ ଶିଶୁଆ ସ୍ଥିତ ବାସ ଭବନକୁ ବୋମାମାଡ ହୋଇଛି ।ବୋମାମାଡରେ ଦିଲ୍ଲୀପଙ୍କ ପତ୍ନୀ ନିରୁପମା ଆହତ ହୋଇଛନ୍ତି ।ଗତକାଲି…

ବୋରିଗୁମ୍ମାରେ ନିର୍ବାଚନୀ ହିଂସା , ମନ୍ତ୍ରୀଙ୍କ ପ୍ରତିନିଧିଙ୍କୁ ବିଜେପି କର୍ମୀଙ୍କ ମରଣାତ୍ମକ ଆକ୍ରମଣ ଅଭିଯୋଗ

କୋରାପୁଟ  : ବୋରିଗୁମ୍ମାରେ ନିର୍ବାଚନୀ ହିଂସାକାଣ୍ଡ ।ବୋରିଗୁମ୍ମା ବ୍ଲକ କସାଗୁଡା ଗାଁରେ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ପ୍ରତିନିଧି ନରେନ୍ଦ୍ର ବିଶୋଇଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ମନ୍ତ୍ରୀଙ୍କ ପ୍ରତିନିଧିଙ୍କୁ ଗୁରୁତର ଅବସ୍ଥାରେ ବୋରିଗୁମ୍ମା ହସ୍ପିଟାଲରେ ଭର୍ତି…

କଂଗ୍ରେସକୁ ଝଟକା, ଡେଲାଙ୍ଗ ୧୫ ନମ୍ବର ଜୋନ୍ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥୀ ବିଜେଡିରେ ମିଶିଲେ

ପିପିଲି : ପଞ୍ଚାୟତ ନିର୍ବାଚନ ଚାଲିଥିବା ସମୟରେ କଂଗ୍ରେସକୁ ବଡ ଝଟକା । ପିପିଲି ନିର୍ବାଚନ ମଣ୍ଡଳୀ ଅଧିନ ଡେଲାଙ୍ଗ ବ୍ଲକ ୧୫ ନମ୍ବର ଜୋନ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥୀ ସୁକାନ୍ତି ସାହୁ ବିଜେଡିରେ ସାମିଲ ହୋଇଛନ୍ତି । କଂଗ୍ରେସ ତାଙ୍କୁ ଅସମ୍ମାନ କରିଥିବାରୁ ସେ ବିଜେଡିରେ ଯୋଗଦାନ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ପ୍ରକ୍ରିୟା ଜାରି

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ୩୦ ଜିଲ୍ଲାର ୧ ହଜାର ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ । ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର । ପ୍ରଥମ ପର୍ଯ୍ୟାୟରେ ଆଜି ୨୦୦ ଜିଲ୍ଲା…

ନିଖୋଜ ଛାତ୍ର ସାଇବର ଲୁଟେରା , ୩ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର : ଜାମତରା ଗ୍ୟାଙ୍ଗର ୩ ଜଣଙ୍କୁ ଗିରଫ କଲା ପୋଲିସ । ଗିରଫ ଅଭିଯୁକ୍ତ ମାନେ ହେଲେ ଝାଡଖଣ୍ଡର ରହମତ ଅନସାରୀ, ବିଶାଲ ପାଣ୍ଡେ, ବିହାରର ଶେଖର ଗୌତମ । ସମ୍ବଲପୁର ଅଇଁଠାପାଲି ପୋଲିସ ଅଭିଯୁକ୍ତ ମାନଙ୍କୁ ଧରିବାରେ ସଫଳ ହୋଇଛି । ଅଭିଯୁକ୍ତଙ୍କ ନିକଟରୁ ଲକ୍ଷେ ୧୩ ହଜାର ଟଙ୍କା ,…

ଅକାଳରେ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ , କେଲେଣ୍ଡାପାଲି ପଞ୍ଚାୟତରେ ନିର୍ବାଚନ ସ୍ଥଗିତ

ବରଗଡ଼ : ଅକାଳରେ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ । ବରଗଡ ଜିଲ୍ଲା ଭଟଲୀ ବ୍ଲକ କେଲେଣ୍ଡାପାଲି ପଞ୍ଚାୟତରେ ନିର୍ବାଚନ ପୂର୍ବରୁ ସରପଞ୍ଚ ପ୍ରାର୍ଥୀ ସରୋଜ ସେଠ୍ ଙ୍କ ମୃତ୍ୟୁ ହୋଇଯାଇଛି ।ଫଳରେ ନିର୍ବାଚନକୁ ସ୍ଥଗିତ ରଖାଯାଇଛିାଏନେଇ ବରଗଡ ଜିଲ୍ଲାପାଳଶୁଭେନ୍ଦ୍ର ସାମଲ ସୁଚନା ଦେଇଛନ୍ତି…

ମହଙ୍ଗା ପଡିଲା ତହସିଲଦାରଙ୍କୁ ହତ୍ୟା ଧମକ , ବିଧାୟକ ଜୟନାରାୟଣ ମିଶ୍ରଙ୍କ ନାରେ ମାମଲା ରୁଜୁ

ସମ୍ବଲପୁର : ତହସିଲଦାରଙ୍କୁ ଦୁର୍ବ୍ୟବହାର କରିବା ପଡିଲା ମହଙ୍ଗା । ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଙ୍କ ନାଁରେ ଥାନାରେ ଏତଲା ଦାୟର । ସମ୍ବଲପୁର କ୍ଷେତ୍ରରାଜପୁର ଦୁର୍ଗାପାଲ୍ଲୀ ବସ୍ତି ଉଚ୍ଚେଦ ସମୟରେ ତହସିଲଦାର ଏବଂ ବିଧାୟକଙ୍କ ସେଠାରେ ପାଟିତୁଣ୍ଡ ହୋଇଥିଲା । ସର୍ବ ସମ୍ମୁଖରେ…

ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର : ବିଜେପି ନିର୍ବାଚନୀ ହିଂସାକାଣ୍ଡ କରୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ବାରମ୍ବାର ବିଜେପି ଆଚରଣ ବିଧି ଉଲ୍ଲଙ୍ଘନ କରି ହିଂସାକାଣ୍ଡ ଭିଆଉଛି । ପଞ୍ଚାୟତ ନିର୍ବାଚନରେ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀମାନେ ସୁରକ୍ଷିତ ନୁହନ୍ତି…