Latest Odisha News

BREAKING NEWS

Browsing Category

ସହର

City

ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି । ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହୋଇ ବର୍ଷା କରାଇବ । ଯାହାର ପ୍ରଭାବରେ ଆଜିଠୁ ମୌସୁମୀ ଜନିତ ବର୍ଷାର ପରିମାଣ ବଢିବ । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରହିଥିବା…

ଏଣିକି ପାଣିପାଗ ବାବଦରେ ପୂର୍ବାନୁମାନ କରିବ AI

ଭୁବନେଶ୍ୱର: ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ । ଏବେ ଦକ୍ଷିଣ ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ଅଛି । ତେବେ ଏହା ଭିତରେ ବଡ଼ ଖବର ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ଯେ, ଏଣିକି ପାଣିପାଗ ସମ୍ପର୍କରେ ପୂର୍ବାନୁମାନ କରିବ…

ଭୁବନେଶ୍ବର ବିମାନବନ୍ଦରରେ ଟେକଅଫ୍‌ ଓ ଲ୍ୟାଣ୍ଡିଂରେ ପ୍ରତିବନ୍ଧକ ସାଜୁଛନ୍ତି ବଡ ବଡ ଗଛ

ଭୁବନେଶ୍ୱର: ଭୁବନେଶ୍ବର ବିମାନବନ୍ଦରରେ ଟେକ୍‌ ଅଫ୍‌ ଓ ଲ୍ୟାଣ୍ଡିଂରେ ରହିଛି ପ୍ରତିବନ୍ଧକ। ସୂଚନା ଦେଲେ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ସେ କହିଛନ୍ତି ଯେ, ବିମାନ ଟେକ୍‌ ଅଫ୍‌ ପଥରେ ବଡ଼ ବଡ଼ ଗଛ ରହିଛି ଯେଉଁ କାରଣରୁ ଅସୁବିଧା ହେଉଛି । ଏହା ସହ ରନ୍‌ୱେର ନିର୍ଦ୍ଦିଷ୍ଟ…

ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ….

ଭୁବନେଶ୍ୱର: ସୁନାପ୍ରେମୀଙ୍କ ପାଇଁ ଦୁଃଖ ଖବର । ଜୁନ୍‌ ୧୪ ଅର୍ଥାତ୍‌ ଶନିବାର ପହିଲି ରଜରେ ପୁଣି ବଢିଲା ସୁନା ଦର । ଗତସପ୍ତାହରେ ଲଗାତର ସୁନା ଦର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଛି । ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୨୮୦ ଟଙ୍କା ବୃଦ୍ଧି ପାଇ ୧,୦୧,୬୮୦ ଟଙ୍କାରେ…

ସାମାନ୍ୟ ଗାଡ଼ି ପାର୍କିଂକୁ ନେଇ ୨ ଜଣଙ୍କୁ ଭୁଜାଲି ମାଡ଼

ଭୁବନେଶ୍ୱର: ପୁଣି ରାଜଧାନୀରେ ଆତଙ୍କରାଜ । ଭୁବନେଶ୍ବର ଧଉଳି ଥାନା ଲିଙ୍ଗିପୁର ଛକରେ ସାମାନ୍ୟ ବଚସାକୁ ନେଇ ଭୁଜାଲି ମାଡ ହୋଇଛି । ଗାଡି ପାର୍କିଂ ନେଇ ବଚସା ବେଳେ ୨ ଜଣଙ୍କୁ ଭୁଜାଲି ମାଡ କରାଯାଇଥିବା ଅଭିଯୋଗ ହୋଇଛି । ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ…

ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ବର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଭୁବନେଶ୍ବର ଶାଖାର ଅତିରିକ୍ତ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କ ଜାମିନ ଆବେଦନ ଖାରଜ । ସ୍ୱତନ୍ତ୍ର ସିବିଆଇ କୋର୍ଟ ଚିନ୍ତନ ରଘୁବଂଶୀଙ୍କର ଜାମିନ ଆବେଦନକୁ ଖାରଜ କରିଛନ୍ତି I ଗତ ମେ’ ମାସ ୩୦ ତାରିଖ ଦିନ ଖଣି ବ୍ୟବସାୟଜନିତ ଏକ ମାମଲାର ରଫାଦଫା…

ଦିବ୍ୟାଙ୍ଗ ପ୍ରଫୁଲ୍ଲ ଦାସଙ୍କୁ ରାଜ୍ୟ ସରକାରଙ୍କ ସମସ୍ତ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଯାଜପୁର ଜିଲ୍ଲାର କୋରେଇ ବ୍ଲକ ଅନ୍ତର୍ଗତ ଅନ୍ଧାରୀ ଗ୍ରାମର ୪୧ ବର୍ଷୀୟ ଜଣେ ଶତ ପ୍ରତିଶତ ଦୃଷ୍ଟି ବାଧିତ ଦିବ୍ୟାଙ୍ଗ ପ୍ରଫୁଲ୍ଲ କୁମାର ଦାସଙ୍କୁ ମିଳିବ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସମସ୍ତ ସହାୟତା । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।…

ଆଗକୁ ସ୍କୁଲରେ ଆଡ଼ମିଶନ ପାଇଁ ଆଧାର କାର୍ଡ ନିହାତି ଆବଶ୍ୟକ: ମନ୍ତ୍ରୀ

ଭୁବନେଶ୍ବର: ଏଥର ସ୍କୁଲରେ ଆଡ଼ମିଶନ ପାଇଁ ଆଧାର କାର୍ଡ ନିହାତି ଆବଶ୍ୟକ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ ତାଙ୍କର କେମିତି ଆଧାର କାର୍ଡ ହୋଇପାରିବ ସେଥିପାଇଁ ସରକାର ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ…

ଭୁବନେଶ୍ୱର ଡିସିପିଙ୍କ ନୂଆ ବିଲ୍ଡିଂ ଉଦ୍‍ଘାଟିତ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଅର୍ବାନ ପୋଲିସ ଆରକ୍ଷୀ ଉପଆୟୁକ୍ତ (ଡିସିପି)ଙ୍କ ନବନିର୍ମିତ କାର୍ଯ୍ୟାଳୟର ଉଦ୍‍ଘାଟନ କରିଛନ୍ତି । ୨୨୭୨ ବର୍ଗମିଟର ଅଞ୍ଚଳରେ ଚାରିମହଲା ବିଶିଷ୍ଟ ଏହି ନୂତନ କାର୍ଯ୍ୟାଳୟ ସୌଧଟି ନିର୍ମାଣ ହୋଇଛି । ଏଥିପାଇଁ ୭ କୋଟି ୮୦…

ସୋନପୁର-ପୁରୁଣାକଟକ ରେଳ ସେକ୍ସନ ଯାଞ୍ଚ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

ଭୁବନେଶ୍ୱର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ଓଡିଶାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂଆ ଲାଇନର ନିର୍ମାଣାଧୀନ ସୋନପୁର-ପୁରୁଣାକଟକ ରେଳ ସେକ୍ସନ ନିରୀକ୍ଷଣ କରିଛନ୍ତି । ପୂର୍ବତଟ ରେଳପଥ ମୁଖ୍ୟାଳୟର ବରିଷ୍ଠ…