Latest Odisha News

BREAKING NEWS

Browsing Category

ସହର

City

ହେବ ଉତ୍ସବ, ନାହିଁ ଉତ୍ସାହ

ଭୁବନେଶ୍ୱର: ଦିନକ ପରେ ସରସ୍ୱତୀ ପୂଜା । ମୂର୍ତ୍ତି ନିର୍ମାଣରେ ନିମଗକନ କାରିଗର । ଦେବୀ ସରସ୍ୱତୀଙ୍କ ପୂଜା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ମୂର୍ତ୍ତି କିପରି ସୁନ୍ଦର ଓ ମନଲୋଭା ହେବ ସେଥିପାଇଁ ଚେଷ୍ଟା କରୁଛନ୍ତି କାରିଗର । ଏହାରି ଭିତରେ ମା ସରସ୍ୱତୀଙ୍କ ମୂର୍ତ୍ତି କାର୍ଯ୍ୟ ଶେଷ…

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୭୪୮୭ ଜଣ

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥଙ୍କ ସଂଖ୍ୟା ବଢ଼ିଛି। ରାଜ୍ୟରେ ଆଜି ୭ହଜାର ୪୮୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୬୬ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨୨ହଜାର ୮୬୭ରେ…

[ଭିଡ଼ିଓ] ହାସ୍ୟ ରସାତ୍ମକ ଲେଖାରେ ସାମାଜିକ ବିପ୍ଲବ

ପୁରୀ : ସେ ଜଣେ ବିପ୍ଲବୀ କବି । ମନରେ ଅନେକ ବୈପ୍ଲବିକ ଚିନ୍ତା ନେଇ ଲେଖନୀ ନିଃସୃତ ଅନେକ ଲେଖା ସାହିତ୍ୟ ପୃଷ୍ଠା ମଣ୍ଡନ କରୁଥିଲା । ଲେଖାର ଧାରା ବଜାୟ ରହିଲା ହେଲେ ବଦଳିଗଲା ଲେଖିବାର ମୋଡ । ହାସ୍ୟରସାତ୍ମକ ବ୍ୟଙ୍ଗ କବିତା ଯୋଗୁ ତାଙ୍କ ମିଳିଲା ନୂଆ ଏକ ପରିଚୟ । କବି ରତ୍ନାକର ବେହେରାରୁ…

ଭଦ୍ରକରେ ବିଜେପି କର୍ମୀଙ୍କୁ ହତ୍ୟା ଘଟଣା : ୨ ଅଭିଯୁକ୍ତ ଗିରଫ

ଭଦ୍ରକ  :ଭଦ୍ରକ ନିର୍ବାଚନ ମଣ୍ଡଳୀରେ ବିଜେପି କର୍ମୀଙ୍କୁ ହତ୍ୟା ଘଟଣାରେ ଗିରଫ ହେଲେ ଅଭିଯୁକ୍ତ ।ଭଦ୍ରକ ନିର୍ବାଚନ ମଣ୍ଡଳୀର ବ୍ରହ୍ମପୁର ଗାଁର ବିଜେପି କର୍ମୀ ସୁବାଶିଷ ଗିରିଙ୍କ ହତ୍ୟାକାଣ୍ଡ ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି ।ଅଭିଯୁକ୍ତମାନେ ହେଲେ ବ୍ରହ୍ମପୁର ଗାଁର…

ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ପିଟି ପିଟି ହତ୍ୟା

ନୟାଗଡ଼: ପରକୀୟା ସନ୍ଦେହରେ ସ୍ତ୍ରୀକୁ ପିଟି ପିଟି ହତ୍ୟା । ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ ବେରୁଆଁବାରୀ ଗ୍ରାମରେ ଏଭଳି ଘଟଣା ଘଟିଛି । ହତ୍ୟାକାରୀ ସ୍ୱାମୀ ଲଳିତ କୁମାର ସାହୁ ୫ବର୍ଷ ତଳେ ଗଞ୍ଜାମ ଜିଲ୍ଲା କୋଦଳା ଗାଁର ମାମିନା ସାହୁଙ୍କୁ ବିବାହ କରିଥିଲା । ମାମିନା ଫୋନ୍‌ରେ…

ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ୭ରୁ ଖୋଲିବ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୭ ତାରିଖରୁ ଖୋଲିବ ସ୍କୁଲ ଓ କଲେଜ । ଅଷ୍ଟମରୁ ଉପରକୁ ସମସ୍ତ ଶ୍ରଣୀର କ୍ଲାସ ଖୋଲିବ ।ଏବଂ ଫେବୃଆରୀ ୧୪ରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ବୋଲି ମୁଖ୍ୟ ଶାସନ ସଚିବ ସାମ୍ବାଦିକ ସମ୍ମିଳନୀରେ  ସୂଚନା ଦେଇଛନ୍ତି । ଗତ ଦୁଇ ବର୍ଷ ଧରି କୋଭିଡ ପାଇଁ…

ଶାସକ ଦଳ ନିର୍ବାଚନୀ ହିଂସା କରୁଥିବା ଅଭିଯୋଗ ନେଇ ପୋଲିସ ଡିଜିଙ୍କୁ ଭେଟିଲା ବିଜେପି

ଭୁବନେଶ୍ଵର : ରାଜ୍ୟରେ ନିର୍ବାଚନୀ ହିଂସାକୁ ନେଇ ପୋଲିସ ଡିଜିଙ୍କୁ ଭେଟିଛି ବିଜେପି ଟିମ୍ । ବିଜେପି ଅଭିଯୋଗ ଆଣିଛି ବିଭିନ୍ନ ସ୍ଥାନରେ ବିଜେଡି ଆଇନ ଶୃଙ୍ଖଳା ଭଙ୍ଗ କରୁଛି । ନିର୍ବାଚନ ଆସିଲେ ବିଜେଡି ରକ୍ତମୁଖା ହୋଇଯାଏ ବୋଲି ଅଭିଯୋଗ ଆଣିଛି ବିଜେପି । ଏନେଇ ବିଜେପି ସାଧାରଣ ସମ୍ପାଦିକା…

ଗିରଫ ହେଲେ କୋଟିପତି ସହକାରୀ ଅଧିକାରୀ ରତ୍ନାକର

କଟକ: ଗିରଫ ହେଲେ ନୂଆପଡା ଜିଲ୍ଲା କୋଟିପତି ସହକାରୀ ଯୋଗାଣ ଅଧିକାରୀ ରତ୍ନାକର ସେଠି । ଆୟ ଠାରୁ ୫୭୦ ଗୁଣା ସମ୍ପତି ଠୁଳ କରିଥିଲେ । ମୋଟ ୬ କୋଟି ୪୩ ଲକ୍ଷ ଟଙ୍କା ର ସମ୍ପତି ଠାବ କରିଛି ଭିଜିଲାନ୍ସ। ରତ୍ନାକରଙ୍କ ସ୍ତ୍ରୀ’ଙ୍କ ନାଁ ରେ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି । ଆବଶ୍ୟକ…

ନବଜାତ ଶିଶୁକୁ ହସ୍ପିଟାଲ ଶୌଚାଳୟରେ ଛାଡି କୁଆଡେ ଚାଲିଗଲା ମା’

ପୁରୀ : ଶିଶୁ କନ୍ୟାକୁ ଜନ୍ମ ଦେଇ ମା' କୁଆଡେ ଚାଲିଗଲା । ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଏପରି ଅଭିବନୀୟ ଘଟଣା ଘଟିଛି ।ପ୍ରସୂତି ପାଇଁ ହସ୍ପିଟାଲରେ ଭର୍ତି ହୋଇଥିବା ଜଣେ ମହିଳା ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ଆଉଟ ଡୋର ଶୌଚାଳୟ ଭିତରେ ଶିଶୁ କନ୍ୟାକୁ ଜନ୍ମ ଦେଇ କୁଆଡେ ଛୁ ମାରିଛନ୍ତି ।…

ପଞ୍ଚାୟତ ନିର୍ବାଚନକୁ ବିରୋଧ କରି ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକରେ ମାଓ ପୋଷ୍ଟର

ମାଲକାନଗିରି : ପଞ୍ଚାୟତ ନିର୍ବାଚନକୁ ବିରୋଧ କରି ସ୍ୱଭିମାନ ଅଞ୍ଚଳରେ ମାଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି ।ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ସ୍ୱଭିମାନ ଅଞ୍ଚଳରେ ନିର୍ବାଚନକୁ ବିରୋଧ କରି ମାଓ ପୋଷ୍ଟର ଲାଗିଛି । ସି.ପି.ଆଇ ଓ ବିଶାଖା ମାଓ ଡିଭିଜନ ପକ୍ଷରୁ ଏହି ପୋଷ୍ଟର…