Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟରେ ସଂକ୍ରମଣ ବୃଦ୍ଧିରେ ମନ୍ଥରତା , ତଥାପି ବିପଦ ଲାଗି ରହିଛି : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ମନ୍ଥର ହେଉଛି । ବର୍ତ୍ତମାନ ସଂକ୍ରମଣର ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସ୍ଥିତିରେ ସୁଧାର ଆସିଥିଲେ ବି ବିପଦ ଟଳିନାହିଁ ବୋଲି ବିଜୟ ମହାପାତ୍ର କହିଛନ୍ତି । ରାଜ୍ୟରେ ଡେଲଡା ଭାରିଆଣ୍ଟର ଉପସ୍ଥିତି…

ଖୋଲୁଛି କଟକ କନିକା ରାଜା ଘରର ଗୁମର

କଟକ: ଖୋଲୁଛି କଟକ କନିକା ରାଜଘରର ଗୁମର । ରାଜା ସ୍ୱର୍ଗତ ରାଜେନ୍ଦ୍ର ନାରାୟଣ ଭଞ୍ଜଦେଓଙ୍କ ରାଜକନିକାରେ ଥିବା ସମ୍ପତିରୁ ମିଳିଥିବା ଭାଗକୁ ବିକ୍ରି କରିଦେବା ଯୋଜନାରେ ଥିଲେ ନାତୁଣୀ ବୋହୂ ପରେଶକୁମାରୀ ଦେବୀ । ପାଖାପାଖି ୪ କୋଟି ଟଙ୍କାର ସମ୍ପତି ବିକ୍ରି କରିବାକୁ ନିଷ୍ପତି ନେଇଥିଲେ ।…

ଭୁବନେଶ୍ୱର, କଟକ, ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ଚୂଡ଼ାନ୍ତ, କିଏ କେଉଁଠି ଜାଣନ୍ତୁ

ଭୁବନେଶ୍ୱର: ପୌର ନିର୍ବାଚନ କ୍ଷେତ୍ରରେ ଆଉ ପାଦେ ଆଗେଇଛନ୍ତି ରାଜ୍ୟ ସରକାର । ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମ ମେୟର ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜାରି ହୋଇଛି । ଏନେଇ ନଗର ଓ ଉନ୍ନୟନ ବିଭାଗ ପକ୍ଷରୁ ବାହାରିଛି ବିଧିବଦ୍ଧ ବିଜ୍ଞପ୍ତି । ଚୂଡ଼ାନ୍ତ ସଂରକ୍ଷଣ ତାଲିକା…

ଜାଲ ଦସ୍ତଖତ ଠକେଇ, ଜଣେ ଗିରଫ

ଭୁବନେଶ୍ୱର, ଜାଲ ଦସ୍ତଖତ କରି ଠକେଇ କରିବା ଅଭିଯୋଗରେ ଆଜି ଜଣେ ଗିରଫ ହୋଇଥିବା ଜଣାପଡ଼ିଛି । ଅଭିଯୁକ୍ତ ଜଣକ ଦିଲ୍ଲୀର ଏକ କମ୍ପାନୀକୁ ଠକି ଥିଲେ । ଭୁବନେଶ୍ୱର-ମାଷ୍ଟକ୍ୟାଣ୍ଟିନ ଛକରୁ ଅଭିଯୁକ୍ତ ମନୋଜ ସେଠଙ୍କୁ ଦିଲ୍ଲୀ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଗିରଫ କରିଛି । ଦିଲ୍ଲୀର ଏକ କମ୍ପାନୀକୁ…

କରୋନା କଟକଣାରେ ନିର୍ବାଚନ, ଏଥର ଗୀତରେଗୀତରେ ନିର୍ବାଚନ ପ୍ରଚାର

ଭୁବନେଶ୍ୱର: ଚଳିତ ଥର ନିର୍ବାଚନୀ ପ୍ରଚାର ଟିକେ ଅଲଗା ପ୍ରକାର । ଗୀତରେ ଗୀତରେ ଚାଲିଛି ନିର୍ବାଚନ ପ୍ରଚାର । ପଞ୍ଚାୟତ ନିର୍ବାଚନକୁ ନେଇ ଜୋର ଧରିଛି ଗୀତ ରେକଡିଂ । ବିଭିନ୍ନ ପ୍ରକାରର ହିଟ୍ ଗୀତ ମାଧ୍ୟମରେ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଷ୍ଟୁଡିଓରେ ଚାଲିଛି ଗୀତ ରେକଡିଂ । ଚଳିତ ଥର କୋଭିଡ…

ତ୍ରିକୋଣୀୟ ପ୍ରେମରୁ ଛୁରାମାମଡ଼ !

ଭୁବନେଶ୍ୱର: ଅଶାନ୍ତ ହେବାରେ ଲାଗିଛି ରାଜଧାନୀ । ସିରିଜ ଲୁଟ୍ ପରେ ପୁଣି ରାଜଧାନୀରେ ଛୁରା ମାଡ଼ । ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ଆଜି ଜଣେ ଯୁବକଙ୍କୁ ଛୁରାମାଡ଼ କରାଯାଇଛି । ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ଛୁରା ମାଡ଼ ହୋଇଥିବା ସୂଚନା ମିଳିଛି । ଛୁରାମାଡ଼ ହୋଇଥିବା ଯୁବକଙ୍କୁ…

[ଭିଡିଓ] ଶାସକ ଦଳର ବିଫଳତା ଓ ଦୁର୍ନୀତି ପ୍ରସଙ୍ଗକୁ ନେଇ ବର୍ଷିଲା ବିଜେପି

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ବେଳେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ଡି ପୁରନ୍ଦେଶ୍ୱରୀ । ପଞ୍ଚାୟତ ନିର୍ବାଚନରେ ଠିକ ଲୋକକୁ ନିର୍ବାଚିତ କରିବା ପାଇଁ ସେ ନିବେଦନ କରିଛନ୍ତି । ଲମ୍ବା ସମୟର ବିଜେଡି ଶାସନ ରାଜ୍ୟବାସୀ ଦେଖିଲେଣି ।…

ବିଜେପି ବିଧାୟକ ଓ କର୍ମୀ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା…

ଭୁବନେଶ୍ୱର:ବିଜେପି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ନେଇ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି ।ବାରମ୍ବାର ଅଭିଯୋଗ ପରେ ମଧ୍ୟ ବିଜେପି ଶୁଣୁନଥିବା ଅଭିଯୋଗ କରି ନିର୍ବାଚନ କମିଶନରଙ୍କ ଆଗରେ ଫେରାଦ ହେଲା ବିଜେଡି । ଧାମନଗରରେ ବିଜେପି ବିଧାୟକ ବିଷ୍ଣୁ ଚରଣ ସେଠୀ ଏବଂ ବିଜେପି…

ମାଘ ସପ୍ତମୀରେ କରୋନା କଟକଣା : ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ ପକାଇବା ଲାଗି ବାରଣ

କୋଣାର୍କ :ଚଳିତ ବର୍ଷ ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇବା ମନା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମାଘ ମେଳାରେ ବୁଡ ପକାଇବା ନେଇ ଶ୍ରଦ୍ଧାଳୁଙ୍କୁ ବାରଣ କରାଯାଇଛି । ଆସନ୍ତା ଫେବୃଆରୀ ୭ ତାରିଖରେ ମାଘ ମେଳା ପଡୁଥିବାରୁ ଏଥର ବୁଡ ପକାଇବାରୁ ବଞ୍ଚିତ ହେବେ ଲକ୍ଷ ଲକ୍ଷ…

ଏକାଠି ଟିିଭି ପରଦାରେ ନଜର ଆସିବେ ସୁପରଷ୍ଟାର ଅନୁଭବଙ୍କ ସହ ରଚନା ବାନାର୍ଜୀ

ଭୁବନେଶ୍ୱର : ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଟିଭି ପରଦାରେ ଏକାଠି ନଜର ଆସିବେ ଅଭିନେତା ଅନୁଭବ ଓ ଅଭିନେତ୍ରୀ ରଚନା ବାନାର୍ଜୀ । କୌଣସି ବଡ ପରଦା ବା ନୂଆ  ଫିଲ୍ମ ପ୍ରୋଜେକ୍ଟରେ ନୁହେଁ ।ଏବେ ଆରମ୍ଭ ହୋଇଥିବା ପପୁଲାର ରିଆଲିଟି ସୋ ‘ଦାଦାଗିର ’ ରେ ଏକ ଏପିସୋଡରେ ରଚନା ବାନାର୍ଜୀଙ୍କୁ…