Latest Odisha News

BREAKING NEWS

Browsing Category

ସହର

City

ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍

ବଲାଙ୍ଗୀର: ପୁଣି ଭିଜିଲାନ୍ସ ରେଡ୍। ଏଥର ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଆଗଲପୁର ବ୍ଲକ୍ ସେକ୍ସନ ଅଫିସର । ସେକ୍ସନ ଅଫିସର ପ୍ରଫୁଲ ସାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପ୍ରଫୁଲଙ୍କ ଘରେ ରେଡ୍ ଜାରି ରଖିଛି । ପ୍ରଫୁଲଙ୍କ…

ଆସନ୍ତାକାଲି ଯାଏ ଭିଜିବ ଓଡ଼ିଶା, ବର୍ଷା ପରେ ଫେରିବ ଶୀତ

ଭୁବନେଶ୍ୱର: ଆସନ୍ତାକାଲି ଯାଏ ଭିଜିବ ଓଡ଼ିଶା । ବର୍ଷା ପରେ ପୁଣି ଥରିବ ଉପାନ୍ତରୁ ଉପକୂଳ । ବଦଳିବ ପାଣିପାଗ, ଫେରିବ ଶୀତ । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ,…

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ୧୦ ବର୍ଷିୟ ବାଳକ ଅଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି।…

ରାଜ୍ୟରେ ୫,୮୯୧ କରୋନା ପଜିଟିଭ ଚିହ୍ନଟ: ୮୫୨ ଜଣ ୧୮ ବର୍ଷରୁ କମ୍ ବର୍ଗର ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୮୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୫୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର…

ନିଆରା ନେତା: ଚାଷୀ ପରିବାରରୁ ରାଜନୀତିରେ ପିଏଚଡି ପ୍ରାର୍ଥୀ

ଭଦ୍ରକ :ସବୁଠି ଏବେ ନିର୍ବାଚନୀ ଉଷ୍ମତା । ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରାୟ ଶିକ୍ଷିତ ପ୍ରାର୍ଥୀ ମାନଙ୍କୁ ଦେଖିବାକୁ ମିଳିଛି। ଯାହାକି ଏବେ ରାଜନୀତି ମାହୋଲକୁ ଆହୁରି ସରଗରମ କରୁଛି। ଗାଁ ରାଜନୀତିରେ ପାଠୁଆଙ୍କ ଲାଗିଛି ଭିଡ , ସେମତି ଭଦ୍ରକରେ ଜଣେ ପିଏଚଡି ପ୍ରାର୍ଥୀ ଲଢୁଛନ୍ତି…

[ଭିଡିଓ] ଶିକ୍ଷାରେ ଓବିସିଙ୍କୁ ସଂରକ୍ଷଣ ନମିଳିଲେ ଆନ୍ଦୋଳନ ତୀବ୍ର ହେବ : ସୁରଥ ବିଶ୍ୱାଳ

ଭୁବନେଶ୍ୱର: ସବୁ ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଓବିସିଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିଥିବାବେଳେ ଓଡିଶାରେ ତାହା ଦିଆଯାଉନାହିଁ ।ଡାକ୍ତରୀ ଶିକ୍ଷାରେ ପଛୁଆବର୍ଗଙ୍କ ପାଇଁ ୨୭ ପ୍ରତିଶତ ସଂରକ୍ଷଣକୁ କେନ୍ଦ୍ର ସରକାର ନିଷ୍ପତି ନେବା ପରେ ଉଚ୍ଚତମ ନ୍ୟାୟାଳୟ ମଧ୍ୟ ଏହି ନିଷ୍ପତିକୁ ମୋହର…

ଅପରେସନ ପରେ ବି କିଛି ଖାଉନି ହାତୀ ଛୁଆ

ଢେଙ୍କାନାଳ : ଅସହ୍ୟ ଯନ୍ତ୍ରଣାରେ ଛଟପଟ ହାତୀ ଛୁଆ ।ଢେଙ୍କାନାଳରେ ପାଟିରେ ବୋମା ଫୁଟିଥିବା ହାତୀ ଛୁଆ କିଛି ବି ଖାଇ ପାରୁନି । ଓୟୁଏଟିର ସ୍ୱତନ୍ତ୍ର ବିଶେଷଜ୍ଞ ଡାକ୍ତର ହାତୀ ଛୁଆର ଅପରେସନ କରିଥିଲେ । ହେଲେ ହାତୀ ଛୁଆ କିଛି ବି ଖାଉନଥିବାରୁ ଏବେ ମୃତ୍ୟୁ ସହ ସଂଗ୍ରାମ କରୁଛିା ସୂଚନା…

ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ , ଜଣେ ମୃତ

ଗଞ୍ଜାମ :ଗଞ୍ଜାମ ପୁରଷୋତ୍ତୋମପୁରରେ ଗୁଳିମାଡ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଲିମାଡ ହୋଇଥିବା ଅଭିଯୋଗ ହୋଇଛି । ଗଞ୍ଜାମ ପୋଲସରା ରାମ୍ପୁଡି ଗାଁ ଠାରେ ଗୁଳିମାଡ ହୋଇଥିବା ସୂଚନା ମିଳିଛି । ଗୁଳିମାଡରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି କାର୍ତ୍ତିକ ଶବର । ଗୁଳିମାଡ…

ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ହୋଇପାରେ : ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣର ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଆମ ରାଜ୍ୟରେ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇନାହିଁ । ହେଲେ ଅନ୍ୟ ରାଜ୍ୟ ଗୁଡିକ ଓ ମେଟ୍ରୋ ସିଟି ଗୁଡିକରେ ଗୋଷ୍ଠୀ ସଂକ୍ରମଣ ରହିଛି ବୋଲି…

ସରକାରୀ ବାବୁଙ୍କୁ ମାଡ ମାରି ଅଡୁଆରେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡ଼ୁ

ଭୁବନେଶ୍ୱର: ସରକାରୀ ବାବୁଙ୍କୁ ମାଡ ମାରି ଅଡୁଆରେ କେନ୍ଦ୍ର ମନ୍ତ୍ରୀ । ସରକାରୀ ଅଫିସରଙ୍କୁ ମାଡ ମାରିବା ଅଭିଯୋଗରେ ପ୍ରଥମେ ଥାନାରେ ମାମଲା ଆଉ ଏବେ ତାଙ୍କ ବହିଷ୍କାର ଦାବି ଜୋର ଧରିଛି । ଏ ନେଇ ଆଜି ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ କଳାବ୍ୟାଚ୍ ପିନ୍ଧି ପ୍ରତିବାଦ କରିଛନ୍ତି । ଗତ ୨୧…