Latest Odisha News

BREAKING NEWS

Browsing Category

ସହର

City

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର:  ଓଡ଼ିଶାରେ ବାଜିଲା ପଞ୍ଚାୟତ ନିର୍ବାଚନ ବିଗୁଲ । ଆଜି ରାଜ୍ୟ ନିର୍ବାଚନ କମିଶନ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଫେବୃଆରୀ ୧୬ରୁ ନିର୍ବାଚନ ତାରିଖ ଘୋଷଣା । ଫେବ୍ରୁଆରି ୧୬, ୧୮ ଫେବ୍ରୁଆରି ୨୦, ୨୨ ଓ  ୨୪ ତାରିଖରେ ନିର୍ବାଚନ ହେବ ।…

ରାଜ୍ୟରେ ସଂକ୍ରମଣ ଉପରମୁହାଁ , ସତର୍କ ରୁହନ୍ତୁ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

 ଭୁବନେଶ୍ୱର : ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ରାଜ୍ୟରେ ସଂକ୍ରମଣ ସବୁବେଳେ ଉପରମୁହାଁ ରହୁଛି । । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସର୍ଭେଲାନ୍ସ , ଟେଷ୍ଟିଂ, ଟ୍ରିଟମେଣ୍ଟ, ଟିକାକରଣ ଚାଲିଛି । ସଂକ୍ରମଣ କେବେ କମିବ ତାହା ଏବେ…

ମାଲକାନଗିରି ଗସ୍ତରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡ଼ୁ

ମାଲକାନଗିରି: ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡ଼ୁ । ଆଜି ଏୟାରଫୋର୍ସର ଏକ ସ୍ୱତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ବାଲିମେଳା ମିନି ଷ୍ଟାଡ଼ିୟମରେ ପହଞ୍ଚିଥିଲେ । ଏକଲବ୍ୟ ଆଦର୍ଶ ଘରୋଇ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନା କରିବା ସହ କେନ୍ଦ୍ର…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହେଉଛି । ଯାହା ଏବେ ଚିନ୍ତାର କାରଣ ପାଲଟିଛି । ଗତ ୨୪ଘଣ୍ଟା ଭିତରେ ୭୦୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଜଣେ କରୋନା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ବଲାଙ୍ଗିର ଜିଲ୍ଲାର…

ପ୍ରତିଷ୍ଠିତ ସାହିତ୍ୟିକ ମଙ୍ଗଳୁ ଚରଣ ବିଶ୍ୱାଳଙ୍କ ପରଲୋକ

ସମ୍ବଲପୁର : ପ୍ରତିଷ୍ଠିତ ଲେଖକ, ସାହିତ୍ୟିକ ମଙ୍ଗଳୁ ଚରଣ ବିଶ୍ବାଳଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଯାଇଛି। ସେ କିଛିଦିନ ହେବ ଅସୁସ୍ଥ ଥିଲେ। ପରଲୋକ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସମ୍ବଲପୁର ଜିଲ୍ଲା ମୋ ନଶ୍ବର ବ୍ଲକ୍ ବାରଡୁଙ୍ଗୁରୀସ୍ଥିତ ବାସଭବନରେ ତାଙ୍କର ପରଲୋକ…

୧୪ ଯାଏ ବର୍ଷା, ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଜିଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷା  ଓ କୁଆପଥର ବର୍ଷା ମଧ୍ୟ ହୋଇପା‌ରେ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା…

ଭୁବନେଶ୍ୱରରେ ବଢୁଛି କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ସଂକ୍ରମଣ ବଢୁଛି । ତାସହ ଭୁବନେଶ୍ୱରରେ ବଢଚି କଟକଣା । ଏକାଧିକ ସଂକ୍ରମିତ ଚିହ୍ନଟ ପରେ କରୋନା ଚେନରେ ବ୍ରେକ୍ ଲଗାଇବାକୁ ଗୋଟିଏ ପରେ ଗୋଟିଏ ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା କରୁଛି ବିଏମସି । ରାଜଧାନୀର ଆଉ ୧୨ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି…

ପୁରୀରେ ହେବ ପଞ୍ଚତାରକା ହୋଟେଲ: ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀରେ ପଞ୍ଚତାରକା ହୋଟେଲ ନିର୍ମାଣ କରାଯିବ । ହୋଟେଲ ସଂସ୍ଥା ସ୍ୱସ୍ତି ଗ୍ରୁପ ପକ୍ଷରୁ ପୁରୀରେ ପଞ୍ଚତାରକା ହୋଟେଲ ନିର୍ମାଣ କରାଯିବ । ଆଜି ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ଏହାର ଶିଳାନ୍ୟାସ କରିଛନ୍ତି । ସିପସରୁବାଲି ଅଞ୍ଚଳରେ ସ୍ୱସ୍ତି ପ୍ରିମୟମ ବିଚ ରିସୋର୍ଟ ନାମରେ ହେବାକୁ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନେଷ୍ଟବଳଙ୍କ ଘରେ ଭିଜିଲାନ୍ସ ଚଢାଉ

ରାଉରକେଲା : ପୁଣି ଭିଜିଲାନ୍ସ ରେଡ୍। କନେଷ୍ଟବଳ ନିହାର ରଞ୍ଜନ ଦଣ୍ଡପାଟଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ରେ ଏହି ଚଢାଉ ଜରାଯାଉଛି। ନିହାରଙ୍କ ଶ୍ୱଶୁର ଘର ରାଉରକେଲା ସ୍ଥିତ ଛେଣ୍ଡ କଲୋନୀରୁ ନେଇ ବାରିପଦା କ୍ୱାଟରରେ ଭିଜିଲାନ୍ସ ଚଢାଉ କରାଯାଇଛି ।…

ଆଜିଠୁ ମା’ ସମଲେଶ୍ୱରୀଙ୍କ ଦର୍ଶନ ବନ୍ଦ

ସମ୍ୱଲପୁର: କରୋନା ସଂକ୍ରମଣ ବଢୁଥିବାରୁ ବଢୁଛି କଟକଣା । ଆଜିଙ୍କୁ ଭକ୍ତଙ୍କ ପାଇଁ ବନ୍ଦ ରହିବ ସମ୍ୱଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର । କରୋନା ସଂକ୍ରମଣ ବଢୁଥିବାରୁ ସର୍ବସାଧାରଣ ଦର୍ଶନ ଉପରେ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ । ଆସନ୍ତା ୩୧ ତାରିଖ ଯାଏ ସମଲେଶ୍ୱରୀଙ୍କ…