Latest Odisha News

BREAKING NEWS

Browsing Category

ସହର

City

ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ! ୩ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର: ଆସନ୍ତାକାଲିଠୁ ପୁଣି ରାଜ୍ୟକୁ ବର୍ଷା ହେବ । ୨୧,୨୨ ଓ ୨୩ ତାରିଖରେ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆଜି ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଗତ କିଛି ଦିନ ହେଲା ରାଜ୍ୟରେ ପ୍ରବଳ ଶୀତ ସହ ଘନ କୁହୁଡ଼ି…

ରିଲାଏନ୍ସ ଜିଓ ପକ୍ଷରୁ ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ଡେଫର୍ଡ ସ୍ପେକ୍ଟ୍ରମ୍ ଦେୟ ବାବଦ ୩୦,୭୯୧ କୋଟି ଟଙ୍କା…

ମୁମ୍ବାଇ/ଭୁବନେଶ୍ୱର: ରିଲାଏନ୍ସ ଜିଓ ଇନ୍‌ଫୋକମ୍ ଲିମିଟେଡ୍ (ଆର୍‌ଜେଆଇଏଲ୍‌) ପକ୍ଷରୁ ଘୋଷଣା କରାଯାଇଛି ଯେ ଏହା ୨୦୧୪,୨୦୧୫, ୨୦୧୬ ବର୍ଷରେ ହୋଇଥିବା ନିଲାମରେ ହାସଲ କରିଥିବା ସ୍ପେକ୍ଟ୍ରମ୍ ଏବଂ ୨୦୨୧ ବର୍ଷରେ ଭାରତୀ ଏୟାରଟେଲ୍ ସହିତ ଟ୍ରେଡିଂ ଅଫ୍ ରାଇଟ୍ ଜରିଆରେ ହାସଲ କରିଥିବା…

ଦେଶର ସର୍ବବୃହତ ଫିକ୍ସଡ ଲାଇନ ବ୍ରଡବ୍ୟାଣ୍ଡ୍ ସେବା ଯୋଗାଣକାରୀ ହେଲା ରିଲାଏନ୍ସ ଜିଓ

ଭୁବନେଶ୍ୱର: ନିଜର ଫିକ୍ସଡ ଲାଇନ ବ୍ରଡବ୍ୟାଣ୍ଡ୍ ସେବାର ବ୍ୟବସାୟିକ ପ୍ରାରମ୍ଭ ହେବାର ପ୍ରାୟ ଦୁଇବର୍ଷ ମଧ୍ୟରେ ରିଲାଏନ୍ସ ଜିଓ ଦେଶର ସର୍ବବୃହତ ଫିକ୍ସଡ୍ ଲାଇନ୍ ବ୍ରଡ୍‌ବ୍ୟାଣ୍ଡ୍ ସେବା ଯୋଗାଣକାରୀ ହେବାର ଗୌରବ ହାସଲ କରିଛି । ଭାରତୀୟ ଦୂରସଂଚାର ନିୟାମକ କର୍ତୃପକ୍ଷ (ଟ୍ରାଇ) ପକ୍ଷରୁ…

ବିଜେଡି ଓ କଂଗ୍ରେସ ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହେଲେ ପିପିଲି ନିର୍ବାଚନମଣ୍ଡଳୀର ବହୁ ନେତୃବୃନ୍ଦ

ଭୁବନେଶ୍ୱର: ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ପୁରୀ ଜିଲ୍ଲା କଂଗ୍ରେସର ପୂର୍ବତନ ସାଧାରଣ ସଂପାଦକ ତଥା ଦାଣ୍ଡମୁକୁନ୍ଦପୁର ଗ୍ରାମ ପଂଚାୟତର ପୂର୍ବତନ ସରପଂଚ ସତ୍ୟବାଦୀ ମିଶ୍ର, ପମସରା ଗ୍ରାମ ପଂଚାୟତ ସମିତି ସଭ୍ୟ ତଥା ଯୁବ ବିଜେଡି ନେତା ସରୋଜ…

ଆଜି ରାଜ୍ୟରୁ କରୋନାରୁ ୬୭୮୫ ଜଣ ସୁସ୍ଥ, ଭୁବନେଶ୍ୱରରୁ ୧୪୧୪ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରୁ କରୋନା ସଂକ୍ରମଣରୁ ଆଜି ୬୭୮୫ ଜଣ ସୁସ୍ଥ ହୋଇଛନ୍ତି । ସର୍ବଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୧୩୪୮ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୦…

ଥାନା ସାମ୍ନାରେ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଫେରାର

ସମ୍ବଲପୁର: ଥାନା ସାମ୍ନାରେ ମହିଳାଙ୍କୁ ହତ୍ୟା  । ହତ୍ୟା ସେ ପୁଣି ଅନ୍ୟ କୌଣସି ସ୍ଥାନରେ ନୁହେଁ  ବରଂ ଥାନା ସାମ୍ନାରେ । ଅଭିଯୋଗ କରିବାକୁ ଆସୁଥିଲେ ମହିଳା, ତେବେ ସେହି ଥାନା ସାମ୍ନାରେ ହିଁ ଅଭିଯୁକ୍ତ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରି ଫେରାର । ଏମିତି ଚାଞ୍ଚଲ୍ୟକର ଘଟଣା…

[ଭିଡ଼ିଓ] ଧଳାଜହର ବେପାରୀଙ୍କ ପେଣ୍ଠସ୍ଥଳୀ ପୁରୀ, ୧୭୨ ଗ୍ରାମ ବ୍ରାଉନସୁଗର ଜବତ

ପୁରୀ: ଧଳାଜହର ବେପାରୀଙ୍କ ପେଣ୍ଠସ୍ଥଳୀ ପାଲଟିଛି ପୁରୀ । ଆଜି ପୁରୀ ପୋଲିସକୁ ପୁଣିଥରେ ମିଳିଛି ବଡ଼ ସଫଳତା । ଏସଟିଏଫ ଓ ସମୁଦ୍ର କୂଳ ଥାନା ପୋଲିସ ଦ୍ୱାରା ୧୭୨ ଗ୍ରାମ ବ୍ରାଉନସୁଗର ଜବତ କରାଯାଇଛି । ତାଳବଣିଆ ଆଇଟିଆଇ ଛକ ନିକଟରୁ ୩ ମୁଖ୍ୟ ବ୍ରାଉନସୁଗାର ବେପାରୀଙ୍କୁ ସମୁଦ୍ର କୂଳ ଥାନା…

କ୍ୟାପିଟାଲ ହସ୍ପିଟାଲରେ କରୋନା,୧୦୦ରୁ ଅଧିକ କର୍ମୀ ଆକ୍ରାନ୍ତ

ଭୁବନେଶ୍ୱର: ଦିନକୁ ଦିନ କାୟା ମେଲାଉଛି କରୋନା। ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଲୋକଙ୍କୁ ସଚେତନ କରାଯାଉଥିବା ବେଳେ ସତର୍କ ରହିବାକୁ ପରାମର୍ଶ ବି ଦିଆଯାଉଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି କ୍ୟାପିଟାଲ ହସ୍ପିଟାଲରେ କରୋନା ବିସ୍ଫୋରଣ ।…

[ଭିଡ଼ିଓ] ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର  । ବଢୁଥିବା କୋଭିଡ ମାମଲାକୁ ନେଇ ରାଜ୍ୟବାସୀଙ୍କୁ ବିଶେଷ ସତର୍କ ରହିବା ନେଇ  କହିଛନ୍ତି ମୁଖ୍ୟ ଶାସନ ସଚିବ  । ବର୍ତ୍ତମାନ ସ୍ଥିତିରେ ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣରେ ରହିଛି  । ଆଗାମୀ…

ରାଜ୍ୟରେ ଆଜି ୧୪୫ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା । ଓମିକ୍ରନର ଗ୍ରାଫ ଦିନକୁ ଦିନ ଉପର ମୁହାଁ ହେବାରେ ଲାଗିଛି । କରୋନା ପରେ ଏବେ ଓମିକ୍ରନ ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଆଜି ରାଜ୍ୟରେ ପୁଣି ୧୪୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ…