Latest Odisha News

BREAKING NEWS

Browsing Category

ସହର

City

ବରମୁଣ୍ଡା ବିଏସ୍‌ଏବିଟିରେ ଭିସା ଆବେଦନ କେନ୍ଦ୍ର ପାଇଁ ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶାରେ ଭିସା ସେବାକୁ ଉନ୍ନତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ଏନେଇ ଆଜି ବିଡିଏ ମୁଖ୍ୟାଳୟରେ ଗୃହ ବିଭାଗ, ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷ (ବିଡିଏ) ଏବଂ ଭିଏଫଏସ୍ ଗ୍ଲୋବାଲ୍ ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଏହି…

‘ଭାରତୀୟ ଜନଗଣନା ଇତିହାସରେ ଏଥର ହେବ ପ୍ରଥମ ଡିଜିଟାଲ ଗଣନା’

ଭୁବନେଶ୍ୱର: ୧୬ ଏପ୍ରିଲରୁ ୧୫ ମେ, ୨୦୨୬ ପର୍ଯ୍ୟନ୍ତ ସାରା ରାଜ୍ୟରେ ଜନଗଣନା କରାଯିବ । ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି । ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି । ଗାଁରେ ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ…

ସରକାରୀ ହସ୍ପିଟାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନିୟମିତ ଯାଞ୍ଚ ହେବ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଏସ୍‌ସିବି ମେଡିକାଲ କଲେଜରେ ନିଆଁ ଲାଗିବା ଘଟଣା ସରକାରଙ୍କୁ ଅଡୁଆରେ ପକାଇଛି । ଲୋକସେବା ଭବନ ଠାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ବିଭାଗର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲର…

ମୁଖ କ୍ୟାନସରରେ ୧୦ ବର୍ଷରେ ୩ ହଜାର ମୃତ

ରାଜ୍ୟରେ ମୁଖ କ୍ୟାନସର ଏବେ ମୁଣ୍ଡବିନ୍ଧାର କାରଣ ପାଲଟିଛି । ରାଜ୍ୟରେ ମୁଖ କ୍ୟାନସର ନେଲାଣି ୩ ହଜାରରୁ ଅଧିକ ଜୀବନ । ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିଛନ୍ତି । ୧୦ ବର୍ଷରେ ମୁଖ କ୍ୟାନସରରେ ୩ ହଜାର ୧୫୭ ଜଣଙ୍କ ଜୀବନ ଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।…

ମାର୍ଚ୍ଚ ୨୦୨୬ ସୁଦ୍ଧା ଓଡିଶା ହେବ ମାଓ ମୁକ୍ତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ୧୫ ମାଓବାଦୀ ଥିବା ଗୃହରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି । କନ୍ଧମାଳ- କଳାହାଣ୍ଡି- ରାୟଗଡା ସୀମାନ୍ତ ଅଞ୍ଚଳରେ ଅଛନ୍ତି ୧୫ ମାଓବାଦୀ । ରାଜ୍ୟରେ ଅନ୍ୟ କୌଣସି ସ୍ଥାନରେ ମାଓବାଦୀ ନାହାନ୍ତି କହିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୬ ମାର୍ଚ୍ଚ ୧୫ ସୁଦ୍ଧା ୯୬ ମାଓବାଦୀ /…

‘ନିଲମ୍ବିତ ୬ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବ ବିଜେଡି’

ଭୁବନେଶ୍ବର: ଗତ ୧୬ ତାରିଖରେ ରାଜ୍ୟର ୪ଟି ରାଜ୍ୟସଭା ଆସନ ପାଇଁ ଭୋଟ୍ ଗ୍ରହଣ ସମୟରେ ବିଜେଡିର ୬ ଜଣ ବିଧାୟକ କ୍ରସ୍ ଭୋଟିଂ କରିଥିଲେ । ଯାହାକୁ ନେଇ ସେମାନଙ୍କ ବିରୁଦ୍ଧରେ କଡା ଆକ୍ସନ ନେଇଛି ଦଳ । ସମସ୍ତ ୬ ଜଣଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି…

ଆଗାମୀ ଦିନରେ ରାଜ୍ୟରେ ନିଲାମ କରାଯିବ ୩୪ଟି ଖଣି…

ଭୁବନେଶ୍ବର: ଓଡ଼ିଶାର ୩୪ଟି ଖଣି ନିଲାମ ହେବ । ରାଜ୍ୟ ସରକାର ରାଜ୍ୟରେ ଥିବା ୨୫ଟି ଓ କେନ୍ଦ୍ର ସରକାର ୯ଟି ଖଣି ନିଲାମ କରିବେ । ଖଣି ଓ ଖଣିଜ (ବିକାଶ ଓ ନିୟାମକ) ନିୟମ ୨୦୧୫ ଅନୁସାରେ ୫୦ ବର୍ଷିଆ ଲିଜ ଅବଧି ସହ ଏହି ଖଣିଗୁଡ଼ିକୁ ନିଲାମ କରାଯିବ । ଏହି ଖଣିଗୁଡ଼ିକ ମାଲାକାନଗିରି,…

ଭୁବନେଶ୍ୱରରେ ଦୂର ହେବ ଟ୍ରାଫିକ ସମସ୍ୟା, ତିଆରି ହେବ ୩୭ଟି ନୂଆ ରାସ୍ତା…

ଭୁବନେଶ୍ୱର: ଭୁବନେଶ୍ୱର ସହରର ବଢୁଥିବା ଭିଡ଼ ଏବଂ ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାର ଏକ ବଡ଼ ଯୋଜନା ପ୍ରସ୍ତୁତ କରିଛନ୍ତି । ଆସନ୍ତା ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୩୭ଟି ନୂଆ ରାସ୍ତା ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏଥିମଧ୍ୟରେ ନୂଆ ରିଙ୍ଗ୍ ରୋଡ୍ ଏବଂ…

ବିଶ୍ବ ଜଳ ଦିବସ: ଖସୁଛି ରାଜଧାନୀର ଭୂତଳ ଜଳସ୍ତର

ଭୁବନେଶ୍ୱର: ଖରାଦିନ ଆସିଲେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଣିର ଉକ୍ରଟ ସମସ୍ୟା ଦେଖିବାକୁ ମିଳେ । ହେଲେ ଆଜି ବିଶ୍ୱ ଜଳ ଦିବସରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାହାକୁ ଶୁଣିଲେ ଆପଣମାନେ ମୁଣ୍ଡରେ ହାତ ଦେବେ । ଆମେ ଯେଉଁ ଘଟଣା କଥା କହୁଛୁ ତାହା ଆଶ୍ଚର୍ଯ୍ୟ ଲାଗିଲେବି ଘଟଣାଟି ସତ ।…

ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ: ବୁନ୍ଦାଏ ବି ପାଣି ନଷ୍ଟ କରନ୍ତୁ ନାହିଁ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଆଜି ସ୍ଥାନୀୟ ଲୋକ ସେବା ଭବନ କନଭେନଶନ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଜଳ ସମ୍ପଦ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି।…