Latest Odisha News

BREAKING NEWS

Browsing Category

ସହର

City

ଭୁଜାଲି ଆକ୍ରମଣରେ ଦୁର୍ଦ୍ଦାନ୍ତ ଅପରାଧୀ ଟିକନର ମୃତ୍ୟୁ

ଅନୁଗୁଳ: ଅନୁଗୁଳ ଜିଲ୍ଲା ବେନ୍ତପୁର ଗାଁରେ ଭୁଜାଲି ଆକ୍ରମଣରେ ଦୁର୍ଦ୍ଦାନ୍ତ ଅପରାଧି ଟିକନର ମୃତ୍ୟୁ ହୋଇଛି । ବିଳମ୍ବିତ ରାତିରେ ତାକୁ କେହି ଜଣେ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ…

କଟକରେ ଆପାର୍ଟମେଣ୍ଟରେ ଲାଗିଲା ନିଆଁ

କଟକ: ଆପାର୍ଟମେଣ୍ଟରେ ଲାଗିଲା ନିଆଁ । କଟକ ବାଦାମବାଡ଼ିରେ ଥିବା ଗୋଟିଏ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ହୋଇଛି । ବିକାଶ ଭବନ ସାମ୍ନାରେ ଥିବା ଆପାର୍ଟମେଣ୍ଟର ତୃତୀୟ ମହଲାରେ ନିଆଁ ଲାଗିଥିଲା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବାହିନୀ ଟିମ୍ । ତୁରନ୍ତ ନିଆଁ ଲିଭା କାମ ଆରମ୍ଭ…

ବାଲୁକା ଚିତ୍ରକଳାରେ ଅଭିନେତା ମିହିର ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଓଡ଼ିଆ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଛି । ଏହି ଖବର ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି । ମିହିର ଦାସଙ୍କ ବିୟୋଗରେ ବିଭିନ୍ନ ମହଲରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ପରିପ୍ରେକ୍ଷୀରେ ବାଲୁକା ଚିତ୍ରକଳାରେ ନିଜର ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ…

ପୁରୀରେ ଯୁବକଙ୍କୁ ମରାଣାତ୍ମକ ଆକ୍ରମଣ , ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ପୁରୀ : ପୁରୀରେ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ । ପୁରୀ କଣ୍ଠପୁରର ଗଦାଧର ବରାଳଙ୍କ ପୁଅ ରାକେଶ ବରାଳଙ୍କୁ କୌଣସି କୌଣସି ଦୁବୃର୍ତ୍ତ ଘରୁ ଫୋନ କରି ଡାକି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ରାକେଶ ଦୁବୃର୍ତ୍ତର ଫୋନ୍ କଲ ଶୁଣି ଘରୁ ବାହାରିଥିଲେ କିନ୍ତୁ କିଛି ସମୟ ପରେ ପୁରୀ ବ୍ରହ୍ମଗିରି…

ବଢ଼ୁଛି ହାତୀ ଉପଦ୍ରବ, ମହିଳାଙ୍କୁ ଘରୁ ଘୋଷାଡ଼ି ମାରିଲା ଦନ୍ତା

କାମାକ୍ଷାନଗର: ଦିନକୁ ଦିନ ବଢ଼ୁଛି ହାତୀ ଉପଦ୍ରବ । ଗତକାଲି ବିଳମ୍ବିତ ରାତିରେ ଘରୁ ଘୋଷାଡ଼ି ନେଇ ଜଣେ ମହିଳାଙ୍କୁ କଚାଡ଼ି ମାରିଲା ଦନ୍ତା । ଏହିଭଳି ଅଘଟଣ ଘଟିଛି ଢ଼େଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମୋହନପଶି ଗାଁରେ । ଘଟଣାସ୍ଥଳରେ ହିଁ ମହିଳାଙ୍କ…

ଆଜି ଶାମ୍ବ ଦଶମୀ, କୋଣାର୍କରେ ସୂର୍ଯ୍ୟଦେବଙ୍କ ରଥଯାତ୍ରା

ଭୁବନେଶ୍ୱର: ଆଜି ପବିତ୍ର ଶାମ୍ବ ଦଶମୀ । ସୂର୍ଯ୍ୟ ଦେବତାଙ୍କ ଆରଧନା କରୁଛନ୍ତି ଶ୍ରଦ୍ଧାଳୁ । ସନ୍ତାନଙ୍କ ମଙ୍ଗଳକାମନା କରି କରାଯାଏ ପୂଜାର୍ଚ୍ଚନା । ସୂର୍ଯ୍ୟ ଦେବତାଙ୍କ ପୂଜା ଲାଗି ଆଜି ଘରେ ଘରେ ପିଠା ପ୍ରସ୍ତୁତ କରାଯାଇଛି । ଏହାସହ ଘାଣ୍ଟ ତରକାରୀ କରି ସୂର୍ଯ୍ୟଦେବତାଙ୍କ ପୂଜାର୍ଚ୍ଚନା…

ଆହୁରି ବର୍ଷିବ, ଚିନ୍ତାରେ ଚାଷୀକୂଳ

ଭୁବନେଶ୍ୱର: ଆହୁରି ବର୍ଷିବ । ଗତ ୨୪ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଗାମୀ ୩ ଦିନ ଯାଏଁ ଆହୁରି ବର୍ଷା ସମ୍ଭାବନା ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । କିଛି…

ଆଜି ପଞ୍ଚଭୂତରେ ବିଲୀନ ହେବେ ମିହିର ଦାସ

କଟକ: ଆଜି ପଞ୍ଚଭୂତରେ ବିଲିନ ହେବେ ମିହିର ଦାସ । ସଂସାର ରଙ୍ଗମଞ୍ଚରୁ ଚିର ବିଦାୟ ନେଇଯାଇଛନ୍ତି ମିହିର ଦାସ । କଟକସ୍ଥିତ ସତୀଚଉରା ଶ୍ମଶାନରେ ହେବ ଶେଷକୃତ୍ୟ । ସକାଳ ସାଢ଼େ ୮ଟାରେ ବାସଭବନରୁ ମିହିରଙ୍କ ମରଶରୀରକୁ ଶ୍ମଶାନ ଅଭିମୁଖେ ନିଆଯାଉଛି । ସେଠାରେ ମିହିର ଦାସଙ୍କୁ ଗାର୍ଡ଼ ଅଫ ଅନର…

କୋଭିଡ୍ ସ୍ଥିତିରେ ଦ୍ରୁତ ବୃଦ୍ଧି, ରୋଗୀ ସେବା ପାଇଁ ଏମ୍ସ ଭୁବନେଶ୍ୱରରେ ନୂତନ ମାର୍ଗଦର୍ଶିକା ବୁଧବାରଠାରୁ ଲାଗୁ

ଭୁବନେଶ୍ୱର: କୋଭିଡ୍ ମହାମାରୀ ସ୍ଥିତିରେ ହଠାତ୍ ଦ୍ରୁତ ବୃଦ୍ଧି ହେତୁ ଏମ୍ସ ଭୁବନେଶ୍ୱର ପକ୍ଷରୁ ସୁଗମ ତଥା ନିରାପଦ ରୋଗୀ ସେବା ନିମନ୍ତେ କିଛି ଆବଶ୍ୟକୀୟ ପଦକ୍ଷେପ ନିଆଯାଇଛି। ଏହି ପରିପ୍ରେକ୍ଷୀରେ, ଏମ୍ସ ଭୁବନେଶ୍ୱରର ସମସ୍ତ ବିଭାଗଗୁଡ଼ିକୁ ସଂକ୍ରମଣକୁ ରକ୍ଷା କରିବା ପାଇଁ କୋଭିଡ୍…

ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ଦେଶରେ କୋଭିଡର ତୃତୀୟ ଲହର ଖୁବ୍ ଜୋରରେ ବ୍ୟାପି ଚାଲିଛି । ଓଡ଼ିଶାରେ ମଧ୍ୟ ସଂକ୍ରମିତ ଦ୍ରୁତ ଗତିରେ ବଢ଼ୁଛି, ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । କୋଭିଡ ସମୀକ୍ଷା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ମନ୍ତବ୍ୟ ଦେଇଛନ୍ତି । Reviewing #COVD19…