Latest Odisha News

BREAKING NEWS

Browsing Category

ସହର

City

[ଭିଡିଓ]ଅଦିନିଆ ବର୍ଷା ଓ କୁଆପଥର ମାଡ: ନଷ୍ଟ ହୋଇଛି ଫସଲ, ଚିନ୍ତାରେ ଚାଷୀ

ସୋନପୁର: ଅଦିନିଆ ବର୍ଷାରେ ଉଜୁଡ଼ିଯାଇଛି ଚାଷୀର ଫସଲ । ମୁଣ୍ଡରେ ହାତ ଦେଇ ବସିଛି ଚାଷୀ । ସୁବର୍ଣ୍ଣପୁର ଜିଲ୍ଲାରେ ଗତ ଦୁଇ ଦିନ ତଳେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଥିଲା । ଫଳରେ ଜିଲ୍ଲାର ଛଅଗୋଟି ବ୍ଲକରେ ଚାଷୀର ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି । ବୀରମହାରାଜପୁର, ଉଲୁଣ୍ଡା ଓ…

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପଶୁ ବ୍ୟବସାୟୀ ସଂଘର ବିକ୍ଷୋଭ

ଭଦ୍ରକ: ପଶୁ ବ୍ୟବସାୟୀ ସଂଘଙ୍କ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି । ପଶୁ ଚାଷ କରି ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କୁ ପୂର୍ବ ଆଇନ ଅନୁଯାୟୀ ରାସ୍ତାରେ ପରିବହନ ସମୟରେ ସହଯୋଗ କରିବା ପାଇଁ ବିଭିନ୍ନ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଉ । ଏନେଇ…

[ଭିଡିଓ] ମାଲକାନଗିରିରେ ମାଟି ତଳୁ ବିପୁଳ ପରିମାଣର ଔଷଧ, ବିସ୍ପୋରକ ଓ ମାଓ ସାମଗ୍ରୀ ଜବତ

ମାଲକାନଗିରି : ପୁଣି ମାଲକାନଗିରି ପୋଲିସକୁ ସଫଳତା । ମାଟି ତଳୁ ମିଳିଲା ବିପୁଳ ପରିମାଣର ମାଓ ସାମଗ୍ରୀ । ଯବାନମାନେ ବିପୁଳ ପରିମାଣର ଔଷଧ ସହ ବିସ୍ପୋରକ ସାମଗ୍ରୀ ଉଦ୍ଧାର କରିଛନ୍ତି । ଯାହା ମଧ୍ୟରେ ୬ ଟି ଟିଫିନ୍ ବୋମା , ୨ ଟି ପ୍ରେସର ଆଇଡି , ୨ ଟି ଏମ ଏମ ବଲ ଆମୁନେଓ , ଗୋଟିଏ ଇନଶାସ…

କୌଣସି ଦ୍ୱନ୍ଦ ନାହିଁ, ଆସନ୍ତା ୩ ତାରିଖରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ

ଭୁବନେଶ୍ୱର: ଓମିକ୍ରନ ସଂକ୍ରମଣ ଆଶଙ୍କା ଭିତରେ ଖୋଲୁଛି ସ୍କୁଲ । କୌଣସି ଦ୍ୱନ୍ଦ ରଖିବାର କିଛି କାରଣ ନାହିଁ । ଆସନ୍ତା ୩ତାରିଖରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବାର ନିଷ୍ପତ୍ତି ହୋଇସାରିଛି । ସେହି ଅନୁସାରେ ଏସଓପି ଜାରି ସରିଛି । ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ରାଜ୍ୟରେ ପୁଣି ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହାର ଦିନକୁ ଦିନ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଆଜି ଦୁଇ ଜଣ ସଂକ୍ରମିତଙ୍କ ମୃତ୍ୟ ହୋଇଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୦କୁ ବୃଦ୍ଧି ପାଇଛି । ମୃତକ ଦୁଇଜଣ…

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ,୨ ଗିରଫ

କନ୍ଧମାଳ :ଉଦ୍ଧାର ହେଲା ଜୀବନ୍ତ ବଜ୍ରକାପ୍ତା । ଦୁଇ ଜଣ ଅଭିଯୁକ୍ତ ଗିରଫ । କନ୍ଧମାଳ ଜିଲ୍ଲା କୋଟଗଡ ବନାଞ୍ଚଳରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ହୋଇଛି । ବନ ବିଭାଗ ଟିମ୍ ଚୋରା ଚାଲଣକାରୀଙ୍କ ନିକଟରୁ ବଜ୍ରକାପ୍ତା ଉଦ୍ଧାର କରିଛନ୍ତି । ଫରେଷ୍ଟର ଓ ଫରେଷ୍ଟ ଗାର୍ଡଙ୍କ ମିଳିତ ଉଦ୍ୟମରେ…

ଗତ ୨୪ଘଣ୍ଟାରେ ରାଜ୍ୟରେ ୨୨୮ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି । ଗତ ୨୪ଘଣ୍ଟା ଭିତରେ ରାଜ୍ୟରେ ୨୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୧ଜଣ ସଙ୍ଗରୋଧରୁ ଓ ସ୍ଥାନୀୟ ସଂକ୍ରମଣରୁ ୯୭ଜଣ ଆକ୍ଟିଭ୍ କେସ୍ ରହିଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୩୨ଜଣ କରୋନା ପଜିଟିଭ୍…

ଆଜିଠାରୁ ୩ଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ: ରାତି ପାହିଲେ ନୂଆବର୍ଷ । ନୂଆବର୍ଷରେ ମନ୍ଦିର ଓ ପର୍ଯ୍ୟଟନସ୍ଥଳୀମାନଙ୍କରେ ଜମିଥାଏ ଲୋକଙ୍କ ଭିଡ଼ । ହେଲେ ଏହା ମଧ୍ୟରେ ରହିଛି କରୋନା ସଂକ୍ରମଣର ଭୟ । ରାଜ୍ୟରେ ଓମିକ୍ରନ ଧୀରେ ଧୀରେ ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି…

ଆଜିଠୁ ବଦଳିବ ପାଗ, ପୁଣି ଫେରିବ ଶୀତ

ଭୁବନେଶ୍ୱର: ପୁଣି ଫେରିବ ଶୀତ । ଆଜିଠୁ ରାଜ୍ୟରେ ବଦଳିବ ପାଗ । ଥଣ୍ଡା କମିଥିବାରୁ କିଛିଦିନ ଲୋକେ ଆଶ୍ୱସ୍ତି ଥିଲେ । ନୂଆବର୍ଷରୁ ପୁଣି ଲେଉଟିବ ହାଡ଼ଭଙ୍ଗା ଶୀତ । ରାଜ୍ୟକୁ ଶୀତ ଫେରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଘନ କୁହୁଡ଼ି ଦେଖାହେବ । ଓଡ଼ିଶାକୁ ଆସୁଥିବା…

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଦିନ ୧୨ଟା ୩୦ରେ ଭର୍ଚୁଆଲ ମାଧ୍ୟମରେ ବୈଠକ କରାଯିବ ବୋଲି ଜଣାପଡ଼ିଛି । ଆଗକୁ ପଞ୍ଚାୟତ ନିର୍ବାଚନ ରହିଛି । ଏହି ସମୟରେ ବୈଠକ ବସୁଥିବାରୁ ନୂଆ ବର୍ଷ ଓ ପଞ୍ଚାୟତ…