Latest Odisha News

BREAKING NEWS

Browsing Category

ସହର

City

ଏସଟିଏଫ୍ ପଞ୍ଝାରେ ବ୍ରାଉନ ସୁଗର ବେପାରୀ, ୩୩୦ ଗ୍ରାମ ଧଳା ଜହର ଜବତ

ଭୁବନେଶ୍ୱର: ରାଜଧାନୀରୁ ପୁଣି ଧଳା ଜହର ଜବତ ହୋଇଛି । ବିଶେଷ ସୂତ୍ରରୁ ଖବରପାଇ ଏସଟିଏଫ୍ ର ଏକ ଟିମ୍ ରସୁଲଗଡର ପାଣ୍ଡରା ରାସ୍ତାରୁ ବ୍ରାଉନ ସୁଗର ବେପାରୀ ପ୍ରକାଶ ସେଠୀକୁ ଗିରଫ କରିଛନ୍ତି । ପ୍ରକାଶ ନିକଟରୁ ୩୩୦ ଗ୍ରାମର ବ୍ରାଉନ ସୁଗର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୩୫ ଲକ୍ଷ…

ଆଜି ଅବପାତ ରୂପ ନେବ ଲଘୁଚାପ, ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସବୁ ଜିଲ୍ଲାକୁ ତାତି ପାଇଁ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଜି ମୌସୁମୀ ବାୟୁ ଦକ୍ଷିଣ ଆରବ ସାଗର, ମାଳଦ୍ବୀପ ଏବଂ ଦକ୍ଷିଣ ବଙ୍ଗୋପସାଗରର କେତେକ ଅଞ୍ଚଳ ସହ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର ଅନେକ ଅଞ୍ଚଳକୁ ସ୍ପର୍ଶ କରିଛି । ଆଗକୁ ଦକ୍ଷିଣ ଆରବ ସାଗର କିଛି ଅଞ୍ଚଳ, ମାଳଦ୍ବୀପର କିଛି ଅଂଶ, ଲାକ୍ଷାଦ୍ବୀପର ଅନେକ…

ଓଡିଶାକୁ ଫେରିଲା କୋରୋନା; ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ପୁଣି ଭାରତରେ ନିଜର କାୟା ବିସ୍ତାର କରିଛି କୋରୋନା । ଯାହାକୁ ନେଇ ଲୋକଙ୍କ ମନରେ ଏକ ପ୍ରକାର ଭୟର ବାତ୍ତାବରଣ ଦେଖିବାକୁ ମିଳିଥିବାବେଳେ, ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କୋରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି । ନିକଟରେ ସେ…

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ିଲା; ଜୁନରୁ ମିଳିବ ୩୫୦୦ ଟଙ୍କା

ଭୁବନେଶ୍ବର: ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢିଲା । ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ଏଣିକି ୩୫୦୦ ଟଙ୍କା ଭତ୍ତା ଦେବେ ସରକାର । ଏନେଇ ସମସ୍ତ ଡିଏସଏସଓଏସଙ୍କୁ ରାଜ୍ୟ ସରକାର…

ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ, ୪୩ ପଞ୍ଚାୟତ ପାଇଁ ପଡିବ ଭୋଟ୍

ଭୁବନେଶ୍ବର: ଚଳିତ ବର୍ଷ ଜୁନ୍ ୨୩ ତାରିଖରେ ପଞ୍ଚାୟତ ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଅନୁଯାୟୀ, ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ । ଏଥିପାଇଁ ଆସନ୍ତାକାଲି ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ…

ଆଜି ୧୩ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେବ ଜାରି ରହିଛି କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ବର୍ଷା ଓ ପବନ । ଏହି ସମୟରେ ତାପମାତ୍ରାରେ ହ୍ରାସ ଥିବାବେଳେ କିନ୍ତୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ…

ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ବର: ବଢିଲା ଯୁକ୍ତ ୩ ନାମଲେଖା ଆବେଦନ । ଆଜି ଆବେଦନର ଶେଷ ତାରିକ ଥିବାବେଳେ, ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି କରିଛନ୍ତି । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାରେ କୁହାଯାଇଛି ଯେ, ଯେଉଁମାନେ…

ପୁଣି ଫେରିଛି କୋରୋନା: ସତର୍କ କରାଇଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ପୁଣି ହଂଙ୍କ ଓ ସିଙ୍ଗାପୁରରେ କୋରୋନା ମାମଲା ବୃଦ୍ଧି ପାଉଥିବା ବେଳେ ଚାରିଆଡେ ଏବେ ଭୟର ବାତ୍ତାବରଣ ଦେଖିବାକୁ ମିଳିଛି । ମୁମ୍ବାଇରେ ୨ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେବା ଘଟଣା ସାମ୍ନାକୁ ଆସିଛି । ଏହି ଭେରିଆଣ୍ଟରେ ‌ଥଣ୍ଡା, ଛିଙ୍କ, କଫ ଓ ଗୋଡ଼ହାତ ବିନ୍ଧା ହେବ ।…

ମାସିକ ବେତନ ବୃଦ୍ଧି ସହ ୧୩ ଦଫା ଦାବିରେ ସଫେଇ କର୍ମଚାରୀଙ୍କ ବିଏମସି ହେଡ଼ ଅଫିସ ଘେରାଉ

ଭୁବନେଶ୍ୱର: ଆଜି ସିଆଇଟିୟୁ ପରିଚାଳିତ ଭୁବନେଶ୍ୱର ମହାନଗର ନିଗମ ୱାର୍କର୍ସ ୟୁନିୟନ ଆହ୍ୱାନରେ ସଫାଇ କର୍ମଚାରୀଙ୍କ ୧୩ ଦଫା ଦାବି ହାସଲ ନିମନ୍ତେ ବିଏମସି ର ମୁଖ୍ୟ ଅଫିସ୍ ଘେରାଉ କରାଯାଇଥିଲା l ଓଡିଶା କୃଷକ ସଭାର ରାଜ୍ୟ ସଭାପତି ସୁରେଶ ପାଣିଗ୍ରାହୀ ମୁଖ୍ୟ ବକ୍ତା ଭାବରେ ଯୋଗଦେଇ କେନ୍ଦ୍ର…

ଆଜି ସରିବ ଯୁକ୍ତ ତିନି ଆବେଦନ ଅବଧି, ଏପର୍ଯ୍ୟନ୍ତ ‌ମୋଟ ୧ଲକ୍ଷ ୧୦ ହଜାରରୁ ଊର୍ଦ୍ଧ୍ବ ଫର୍ମ ଭରିଛନ୍ତି

ଭୁବନେଶ୍ୱର: ଆଜି ଶେଷ ହେବ ଯୁକ୍ତ ତିନି ନାମଲେଖା ପାଇଁ ଆବେଦନ । ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷାବର୍ଷରେ ନାମ ଲେଖାପାଇଁ ଯୁକ୍ତ ତିନି ଛାତ୍ରଛାତ୍ରୀ ଷ୍ଟୁଡେଣ୍ଟ ଏକାଡେମିକ ମ୍ୟାନେଜମେଣ୍ଟ ସିଷ୍ଟମ (ସାମ୍ସ) ଜରିଆରେ ଆବେଦନ କରୁଛନ୍ତି…