Latest Odisha News

BREAKING NEWS

Browsing Category

ସହର

City

୧୫ରୁ ୧୮ବର୍ଷର ପିଲାଙ୍କ ଟିକାକରଣ ମାସେ ଭିତରେ ଶେଷ ହେବ: ବିଜୟ ପାଣିଗ୍ରାହୀ

ଭୁବନେଶ୍ୱର: ୧୫ରୁ ୧୮ବର୍ଷର ପିଲାଙ୍କ ଟିକା ପାଇଁ ଅନଲାଇନ ପଞ୍ଜିକରଣ ୧ ତାରିଖରୁ ଆରମ୍ଭ ହେବ । ୩ତାରିଖରୁ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଆମେ ସବୁ ଜିଲ୍ଲାକୁ ନିର୍ଦ୍ଦେଶ ଦେଇଛୁ, ପରିସ୍ଥିତି…

[ଭିଡିଓ] ବିଦାୟ ବର୍ଷରେ ଓଡ଼ିଶାର କିଛି ସ୍ମରଣୀୟ ବ୍ୟକ୍ତିତ୍ୱ

ଭୁବନେଶ୍ୱର: ବିଦାୟ ନେଉଛି ବର୍ଷ ୨୦୨୧। ବର୍ଷର କେତେ ସ୍ମୃତି ଆଉ କେତେ ଅନୁଭୂତି ରହିଯାଇଛି ଇତିହାସର ଫର୍ଦ୍ଦରେ। ସବୁକୁ ସାଉଁଟି ପାଦ ଦେଉଛି ବର୍ଷ ୨୦୨୨। ଅନେକ ସଫଳତା ଆଉ ବିଫଳତା ସାଙ୍ଗକୁ ଗର୍ବ ଗୌରବ ସାଉଁଟିଛି ଓଡ଼ିଶା। ବନ୍ୟା ବାତ୍ୟାରୁ ଅନେକ ବିପର୍ଯ୍ୟୟ ସାମନା କରିଛନ୍ତି ଓଡ଼ିଶାବାସୀ।…

ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ : ୱାର୍ଡ ମେମ୍ବର,ସରପଞ୍ଚ ଏବଂ ସମିତି ସଭ୍ୟଙ୍କ ପାଇଁ ଚିହ୍ନ ଜାରି

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ । ନିର୍ବାଚନ କମିଶନଙ୍କ ତରଫରୁ ଚିହ୍ନ ଗୁଡିକ ସମ୍ପର୍କରେ ଅବଗତ କରାଯାଇଛି । ୱାର୍ଡ ମେମ୍ବର , ସରପଞ୍ଚଏବଂ ସମିତି ସଭ୍ୟଙ୍କ ପାଇଁ ଚିହ୍ନ ଜାରି କରାଯାଇଛି । ୱାର୍ଡ ମେମ୍ବର ପାଇଁ ୧୫ ସରପଞ୍ଚ ପାଇଁ ୩୨ଏବଂ ସମିତି ସଭ୍ୟଙ୍କ ପାଇଁ ୧୯…

[ଭିଡ଼ିଓ]ମାଲକାନଗିରିରେ ମିଶ୍ରଣ ପର୍ବ , ବିଜେଡିର ଶକ୍ତି ପ୍ରଦର୍ଶନ

ମାଲକାନଗିରି: ବିଜେପି ଗଡରେ ବିଜେଡିର ଶକ୍ତି ପ୍ରଦର୍ଶନ । ପଞ୍ଚାୟତ ନିର୍ବାଚନ ପୁର୍ବରୁ ମାଲକାନଗିରି ଜିଲ୍ଲାରେ ନିଜର ଶକ୍ତି ପ୍ରଦର୍ଶନ କଲା ବିଜେଡି । ପଞ୍ଚାୟତ ନିର୍ବାଚନ ଲାଗି  ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ପୋଟେରୁ ଠାରେ ମହା ମିଶ୍ରଣ ପର୍ବ ଅନୁଷ୍ଟିତ ହୋଇ ଯାଇଛି ।…

ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଗତ ୨୪ଘଣ୍ଟା ଭିତରେ ରାଜ୍ୟରେ ୨୨୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ଆଉ ଜଣେ କରୋନା ସଂକ୍ରମିତ ହୋଇ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ଭିଜିଲାନ୍ସ ପଞ୍ଝାରେ ବ୍ରହ୍ମପୁର ଆର୍ ଆଣ୍ଡ ବି ଡିଭିଜନର କନିଷ୍ଠ କିରାଣୀ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଆର୍ ଆଣ୍ଡ ବି ଡିଭିଜନ-୧ର କନିଷ୍ଠ କିରାଣୀ ଏଲ୍. କାମାରାଜୁ ଦାସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ରେଡ୍ ଚାଲିଛି । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ । ବ୍ରହ୍ମପୁର ଆଙ୍କୁଲିରେ ଦୁଇ ମହଲା କୋଠାରେ ରେଡ୍…

ରାଜଧାନୀରେ ହାତୀ: ରାତିରେ ଶୈଳଶ୍ରୀ ବିହାର ସରସ୍ୱତୀ ବସ୍ତିରେ ପଶି ଘର ଭଙ୍ଗିଲେ

ଭୁବନେଶ୍ୱର: ରାଜଧାନୀରେ ପଶିଲେ ହାତୀ । ଭୁବନେଶ୍ୱର ଶୈଳଶ୍ରୀ ବିହାର ସ୍ଥିତ ସରସ୍ୱତୀ ବସ୍ତିରେ ହାତୀ ଆତଙ୍କ । ଗତକାଲି ରାତିରେ ୩ଟି ହାତୀ ସରସ୍ୱତୀ ବସ୍ତିରେ ପଶିଥିଲେ । ଲୋକଙ୍କ ଘର ଭାଙ୍ଗିଛନ୍ତି । ହାତୀ ଆକ୍ରମଣରେ ଜଣେ ଆହତ ହୋଇଥିବା ସୂଚନା ମିଳିଛି । ଛୁଆ ହାତୀକୁ ନେବା ପାଇଁ ସରସ୍ୱତୀ…

ଆଜିଠୁ ପାଞ୍ଚ ଦିନ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର: ଆଜିଠୁ ବନ୍ଦ ରହିବ ନନ୍ଦନକାନନ । ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି । ଏପର୍ଯ୍ୟନ୍ତ ରାଜ୍ୟରେ ଓମିକ୍ରନର ୯ଟି ମାମଲା ଚିହ୍ନଟ ହୋଇସାରିଛି । ୩ତାରିଖ ଯାଏଁ ୫ଦିନ ବନ୍ଦ ରହିବ ନନ୍ଦନକାନନ । ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ନନ୍ଦନକାନନ…

ଆଜି ବିଜେପିର ୧୨ଘଣ୍ଟିଆ ଜୟପୁର ବନ୍ଦ ଡ଼ାକରା

ଜୟପୁର: ଦୁଷ୍କର୍ମ ପୀଡ଼ିତାଙ୍କୁ ନ୍ୟାୟ ଦେବା ଓ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଆଜି ଜୟପୁରରେ ୧୨ଘଣ୍ଟିଆ ବନ୍ଦ ଡ଼ାକରା ଦିଆଯାଇଛି । ବିଜେପି ନେତା ଗୌତମ ସାମନ୍ତରାୟଙ୍କ ନେତୃତ୍ୱରେ ଏହି ବନ୍ଦ କରାଯାଇଛି । ଦୋକାନ, ବଜାର ସମେତ ଚକ, ଅଖ ମଧ୍ୟ ବନ୍ଦ ରହିଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା…

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ଓ କୁଆପଥର ମାଡ଼ ସମ୍ଭାବନା

ଭୁବନେଶ୍ୱର: ଆଜିଠୁ ପ୍ରବଳ ବର୍ଷା ଓ କୁଆପଥର ମାଡ଼ ସମ୍ଭାବନା ରହିଛି । ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବିଶେଷ କରି ୮ଟି ଜିଲ୍ଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ଆକଳନ କରିଛି ଆଞ୍ଚଳିକ…