Latest Odisha News

BREAKING NEWS

Browsing Category

ସହର

City

ମର୍ମନ୍ତୁଦ ଦୁର୍ଘଟଣା: ଡ୍ରାଇଭର ମୃତ, ବର ଓ କନ୍ୟା ସହ ୮ଗୁରୁତର

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ବିଜୁ ଏକ୍ସପ୍ରେସ ୱେର ଆମପାଣି ନିକଟରେ ଦୁର୍ଘଟଣା ହୋଇଛି । ବୋଲେରୋ ସହ ଟ୍ରକ ମୁହାମୁହିଁ ଧକ୍କା ହୋଇଥିଲା । ଏଥିରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା । ବର, କନ୍ୟାଙ୍କ ସମେତ ୮ଜଣ ଗୁରୁତର ହୋଇଥିଲେ । ସୂଚନା ଅନୁଯାୟୀ, ଛତିଶଗଡ଼ର ଡ଼ୁମେରପଦର ଗାଁରୁ ଗତକାଲି ବର…

ଶ୍ରୀମନ୍ଦିରକୁ ୫ଲକ୍ଷ ଟଙ୍କା ସହ ୭ କେଜି ୬୬୨ ଗ୍ରାମ ୩ଟି ରୂପା ଗରା,ଥାଳି ଦାନ କଲେ ଭକ୍ତ

ପୁରୀ : ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ । ଭୁବନେଶ୍ୱର ବରମୁଣ୍ଡା ଅଞ୍ଚଳର ସୁବ୍ରତ ରଥ ନାମକ ଜଣେ ବ୍ୟକ୍ତି ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏବଂ ଉନ୍ନୟନ ପ୍ରଶାସକ ଶ୍ରୀ ଅଜୟ କୁମାର ଜେନାଙ୍କୁ ଭେଟି ଶ୍ରୀ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ୫ ଲକ୍ଷ ଟଙ୍କା ଦାନ ଦେବା ସହ ମହାପ୍ରଭୁଙ୍କ ନିତ୍ୟ…

[ଭିଡ଼ିଓ] ବନ୍ଦ ହୋଇପଡ଼ିଛି ଉପଡ଼ାକସେବା କେନ୍ଦ୍ର, ବଢୁଛି ବିରୋଧ

କଟକ: ବନ୍ଦ ହୋଇପଡ଼ିଛି ଉପ ଡ଼ାକସେବା କେନ୍ଦ୍ର । ବିଭିନ୍ନ କାମ ପାଇଁ ପ୍ରତିଦିନ ଲୋକେ ଏହି ଡାକ କାର୍ଯ୍ୟାଳୟକୁ ଆସୁଥିଲେ। ହେଲେ ଅବ୍ୟବସ୍ଥା ଘେରରେ ରହିଥିବା ଏହି ଡାକ ସେବା ଏବେ ଲୋକଙ୍କୁ ମିଳିପାରୁନି । କଟକରେ ୩୪ ନମ୍ବର ୱାର୍ଡ ମାଛୁଆ ବଜାରରେ ବର୍ଷ ବର୍ଷ ଧରି ଲୋକଙ୍କୁ ଡାକସେବା ଯୋଗାଇ…

ରାଜ୍ୟରେ ୧୪ଟି ସାଇବର ଥାନାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ୧୪ ଟି ସାଇବର ଥାନାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ୟୁଆଲ ମୋଡରେ ୧୪ ଟି ସାଇବର ଥାନାର ଉଦଘାଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦିନକୁ ଦିନ ରାଜ୍ୟରେ ସାଇବର ଅପରାଧ ବଢିବାରେ ଲାଗିଛି । ଆଖି ପିଛୁଳାକେ…

ଗର୍ଭବତୀଙ୍କ ସ୍ୱାମୀଙ୍କୁ ଡାକ୍ତର ଦୁର୍ବ୍ୟବହାର କରିଥିବା ଅଭିଯୋଗ

ରାୟଗଡା : ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗର୍ଭବତୀ ମହିଳାଙ୍କ ସ୍ୱାମୀଙ୍କୁ ଡାକ୍ତର ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛିା ମହିଳାଙ୍କ ସ୍ୱାମୀ ଲିଙ୍ଗରାଜ ବାଗ ଏପରି ଅଭିଯୋଗ ଆଣିଛନ୍ତି । ମିଳିଥିବା ସୂଚନା ଅନୁସାରେ ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକ କୁଟ୍ରାଗଡ ଗ୍ରାମରେ…

ଆସୁଛି ବାବୁସାନ୍‌ଙ୍କ ‘ଦମନ’, ପୋଷ୍ଟରର ପ୍ରଥମ ଲୁକ୍ ରିଲିଜ

ଭୁବନେଶ୍ୱର: ୨୦୨୧ ସରିଆସୁଥିବା ବେଳେ ଖ୍ରୀଷ୍ଟମାସରେ ନିଜ ଫ୍ୟାନ୍ସଙ୍କୁ ସରପ୍ରାଇଜ ଦେଇଛନ୍ତି ସୁପରଷ୍ଟାର ବାବୁସାନ୍ । ଖୁବଶୀଘ୍ର ସିନେ ପରଦାକୁ ଆସୁଥିବା ତାଙ୍କର ଏକ ଚଳଚିତ୍ର ପୋଷ୍ଟରର ପ୍ରଥମ ଲୁକ୍ ରିଲିଜ । ଫିଲ୍ମର ନାଁ ହେଉଛି ଦମନ । ଭିନ୍ନ ଓ ନୂତନ ଧରଣର କାହାଣୀ ଥିବା ଓଡିଆ…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଓ କୁଆପଥର ମାଡ଼

ଭୁୁବନେଶ୍ୱର: ଆସନ୍ତା ୧୬ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ଭାରତୀୟ ପାଣିପାଗ ବିଭାଗ ଏନେଇ ବୁଧବାର ସୂଚନା ଦେଇଛି ଯେ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଏବଂ ମୟୁରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ…

ଦିନିକିଆ ନୂଆପଡା ଗସ୍ତରେ ମନ୍ତ୍ରୀ ଟୁକୁନି ସାହୁ

ନୂଆପଡା : ଦିନିକିଆ ନୂଆପଡା ଗସ୍ତରେ ମନ୍ତ୍ରୀ ଟୁକୁନି ସାହୁ । ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଦିନିକିଆ ନୂଆପଡା ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ସହ ଶୁଭ ଉଦଘାଟନ କରିଛନ୍ତି ।ଆଜି ପ୍ରଥମେ ଶ୍ରୀମତି ସାହୁ ନୂଆପଡା ଜିଲ୍ଲା ଖଡିଆଳ…

ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ଚାଲିଗଲା ୩ଜଣଙ୍କ ଜୀବନ

ଯାଜପୁର: ବିଦ୍ୟୁତ ଆଘାତରେ ଚାଲିଗଲା ୩ଜୀବନ । ଏହିପରି ଦୁଃଖଦ ଖବର ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲାରେ । ସିକନ୍ଦରାବାଦରେ ଏକ କମ୍ପାନୀରେ ଚାକିରି କରୁଥିବା ଜଣେ ବ୍ୟକ୍ତିଙ୍କ ସମେତ ତାଙ୍କ ପତ୍ନୀ ଓ ସାନ ଝିଅ ବିଦ୍ୟୁତ ଆଘାତରେ ଆଖି ବୁଜିଥିବା ଜଣାପଡ଼ିଛି । ମୃତକମାନେ ହେଲେ ବିଞ୍ଝାରପୁର…

ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା ମିଳୁନଥିବା ଅଭିଯୋଗ , ଶୁଣୁ ନାହାନ୍ତି ଅଧିକାରୀ

ନୂଆପଡା : ସରକାର ଗରିବ ମାନଙ୍କର ସହାୟତା ପାଇଁ ଯୋଜନା ପରେ ଯୋଜନା କରୁଛନ୍ତି । ହେଲେ ହିତାଧିକାରୀଙ୍କ ପାଖରେ ପହଁଞ୍ଚିବା ବେଳକୁ ତାହା ବାଟବଣା ହେଉଛି । ଆମେ କହୁଛୁ ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ ବରଙ୍ଗା ପଞ୍ଚାୟତ କଥା । ଏଠାରେ ହିତାଧିକାରୀ ପାଉଥିବା ବାର୍ଦ୍ଦକ୍ୟ ଭତ୍ତା ଓ ଭିନ୍ନକ୍ଷମ…