Latest Odisha News
Browsing Category

ସହର

City

ରାଜ୍ୟରେ ରେଳ ବିକାଶ ପାଇଁ ଓଡ଼ିଶାକୁ ୧୨.୫ ଗୁଣ ଅଧିକ ବଜେଟ୍ ବ୍ୟୟବରାଦ

ଭୁବନେଶ୍ୱର: ବର୍ତ୍ତମାନ ଭୁବନେଶ୍ୱର ରେଳ ଷ୍ଟେସନରେ ଚାଲିଥିବା ପୁନଃବିକାଶ କାର୍ଯ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଦେଶର ରେଳ ଷ୍ଟେସନଗୁଡ଼ିକୁ ବିଶ୍ୱସ୍ତରୀୟ ସୁବିଧାରେ ପରିଣତ କରିବାର ଦୃଷ୍ଟିକୋଣକୁ ସ୍ପଷ୍ଟତା ପ୍ରଦାନ କରିବା ଦିଗରେ ଅଗ୍ରଗତି କରୁଛି । ଏହି ଅବସରରେ ଆଜି…

୨୦୩୬ ସୁଦ୍ଧା ଦୁଗ୍ଧ ଉତ୍ପାଦନ ଦ୍ୱିଗୁଣିତ କରିବାକୁ ସଙ୍କଳ୍ପ, ଏନଡିଡିବି ଏବଂ ଓମଫେଡ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର: ଓମଫେଡ୍ ଡେରୀ ପ୍ଲାଣ୍ଟର କର୍ମଚାରୀ ମାନଙ୍କ ପାଇଁ ୬୨ଟି କ୍ୱାର୍ଟର, ମିଲ୍କ ପାଉଡର ପ୍ୟାକିଙ୍ଗ ମେସିନ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆଜି କଟକ ଠାରେ ନ୍ୟାସନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ (ଏନ୍‌.ଡି.ଡି.ବି) ଏବଂ ଓମ୍‌ଫେଡ ମଧ୍ୟରେ ଅନୁଷ୍ଠିତ…

ପୁରୀରେ ନାବାଳିକାଙ୍କୁ ଜାଳିଦେବା ଘଟଣା ସରକାରୀ ନିଷ୍କ୍ରିୟତାର ପ୍ରମାଣ ଦେଉଛି: ନବୀନ

ଭୁବନେଶ୍ବର: ପୁରୀ ଜିଲ୍ଲାର ନିମାପଡ଼ା ଅଞ୍ଚଳର ଏକ ଗାଁରେ ଜଣେ ନାବାଳିକାକୁ ପୋଡିଦେବା ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗଭୀର ନିଦ୍ରାରୁ ରାଜ୍ୟ ସରକାରଙ୍କୁ ଉଠିବାକୁ କହି ଏକ୍ସ ରେ ପୋଷ୍ଟ କରିଛନ୍ତି ନବୀନ…

୭୭ ଲକ୍ଷ ମୂଲ୍ୟର ୬ ହଜାର ଲିଟର ନକଲି ବିଦେଶୀ ମଦ ଜବତ, ୪ ଗିରଫ

ଭୁବନେଶ୍ୱର: ଅବକାରୀ ବିଭାଗକୁ ସଫଳତା । ରାଜଧାନୀ ଭୁବନେଶ୍ବରରୁ ଚୋରା ଚାଲାଣ ବେଳେ ୬ ହଜାର ୨୦୩ରୁ ଅଧିକ ଲିଟର ନକଲି ବିଦେଶୀ ମଦ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗିରଫ କରିଛି ବିଭାଗ । ଏହାର ମୂଲ୍ୟ ପ୍ରାୟ ୭୭ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରିଛି ଅବକାରୀ ବିଭାଗ । ଗିରଫ…

ଗୃହରକ୍ଷୀ ନିଯୁକ୍ତି ଶାରୀରିକ ପରୀକ୍ଷା ସ୍ଥଗିତ, ଜାଣନ୍ତୁ କେବେ ହେବ…

ଭୁବନେଶ୍ଵର: ଭୁବନେଶ୍ଵର ସହରାଞ୍ଚଳ ଗୃହରକ୍ଷୀ ନିଯୁକ୍ତି ଶାରୀରିକ ପରୀକ୍ଷାକୁ ସ୍ଥଗିତ ରଖାଗଲା । ଗୃହରକ୍ଷୀ ନିଯୁକ୍ତିର ତୃତୀୟ ପର୍ଯ୍ୟାୟ ତଥା ଲିଖିତ ପରୀକ୍ଷା ୨ ଦିନ ଘୁଞ୍ଚିଲା । ଆଜି ବୁଧବାର ହେବାକୁ ଥିବା ପରୀକ୍ଷା ୧୮ ତାରିଖରେ ଭୁବନେଶ୍ବରରେ ଅନୁଷ୍ଠିତ ହେବ ବୋଲି ଏନେଇ କମିଶନରେଟ୍…

ଓଡିଶାରୁ ମାଓବାଦୀଙ୍କୁ ମୂଳପୋଛ ନେଇ ରାଜ୍ୟ ସରକାରଙ୍କ ନୂଆ ପଦକ୍ଷେପ…

ଭୁବନେଶ୍ବର: ସମଗ୍ର ଦେଶରେ ମାଓବାଦୀ ମାନଙ୍କର ଉପସ୍ଥିତି କମିବାରେ ଲାଗିଛି । କେନ୍ଦ୍ର ଗୃହମନ୍ତ୍ରୀ ଦେଶବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି କି, ୨୦୨୬ ସୁଦ୍ଧା ଭାରତ ମାଓବାଦ ମୁକ୍ତ ହେବ । ଏହି କ୍ରମରେ ସାରା ଦେଶରେ ମାଓ ପ୍ରଭାବିତ ଅଞ୍ଚଳଗୁଡିକରେ ମାଓ ଅପରେସନ ଜୋରଦାର କରାଯାଉଛି । ଏହି…

ରାଶନ କାର୍ଡକୁ ନେଇ ବଡ ଅପଡେଟ ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ରାଶନ କାର୍ଡକୁ ନେଇ ବଡ ଘୋଷଣା କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ୩ ମାସ ମଧ୍ୟରେ । ଇ-କେୱାଇସି କରିବାକୁ । ଯଦି ନକରନ୍ତି ତେବେ ରାଶନ କାର୍ଡ କଟାଯିବ । ରାଜ୍ୟରେ ରାସନ କାର୍ଡ ପାଇବା ପାଇଁ ୨୦ଲକ୍ଷ ୫୮ହଜାର ଲୋକ ଇ-କେୱାଇସି…

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା; ‘କଠୋର ପଦକ୍ଷେପ ନିଆଯିବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ’

ଭୁବନେଶ୍ବର: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଖବରକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ । ଏନେଇ ଏକ୍ସ ରେ ପୋଷ୍ଟ କରି ସେ ଲେଖିଛନ୍ତି ଯେ, ଛାତ୍ରୀଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଗଭୀର ମର୍ମାହତ । ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ... ସୁରକ୍ଷିତ ରଖିବାକୁ ଜରୁରୀ…

ଜୁଲାଇ ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା । ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସାମ୍ବାଦିକ ସମ୍ମିଳନୀରେ…

ଅବପାତରେ ପରିଣତ ହେଲା ଲଘୁଚାପ; ଦୁଇ ଦିନ ଧରି ପ୍ରବଳ ବର୍ଷିବ!

ଭୁବନେଶ୍ବର: ଅବପାତର ରୂପ ନେଲା ଦକ୍ଷିଣ ପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଆସନ୍ତା ୨୪ ଘଣ୍ଟା ଭିତରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେବ । ଏହାର ପ୍ରଭାବରେ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ,…