Latest Odisha News

BREAKING NEWS

Browsing Category

ସହର

City

ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ଦିଆଯିବ : ବିଜେଡି

ଭୁବନେଶ୍ୱର : ତ୍ରୀସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପଛୁଆ ବର୍ଗଙ୍କୁ ୪୦ ପ୍ରତିଶତ ପ୍ରାର୍ଥୀ ଦିଆଯିବ ବୋଲି ବିଜେଡି କାର୍ଯ୍ୟକାରୀଣି ବୈଠକରେ ନିଷ୍ପତି ନିଆଯାଇଛି । ଆଗାମୀ ତ୍ରୀସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗଙ୍କୁ ପ୍ରାର୍ଥୀ ଦେବା ସଂକ୍ରାନ୍ତରେ ମୋହର ଲାଗିଛି ।…

ଚେରୀ -ଅଟା ସାନ୍ତାକ୍ଲଜରେ ବଡ଼ ଦିନର ଶୁଭେଚ୍ଛା

ଭୁବନେଶ୍ୱର : ବଡ଼ଦିନ ପାଇଁ ସବୁଠି ଉତ୍ସବ ମୁଖର ପରିବେଶ। କରୋନା କଟକଣା ଭିତରେ ପାଳନ ହୋଇଛି ବଡ଼ ଦିନ। ବିଭିନ୍ନ ସ୍ଥାନରେ ଚର୍ଚ୍ଚ ଗୁଡିକରେ ସୁନ୍ଦର ଭାବେ ସାଜସଜା ହୋଇଛି। ସମସ୍ତେ ପ୍ରତିଯୋଗୀତା ମୂଳକ ଭାବେ ସାନ୍ତାକ୍ଲଜ କରୁଥିବା ବେଳେ ଭିନ୍ନ ଏକ ପ୍ରୟାସ କରିଛନ୍ତି ଜଣେ ଚିତ୍ର ଶିଳ୍ପୀ।…

ଚିତ୍ତରଞ୍ଜନ ପଲେଇ ହତ୍ୟା ମାମଲା: କ୍ରାଇମବ୍ରାଞ୍ଚ ରିମାଣ୍ଡରେ ୨ ଅଭିଯୁକ୍ତ

ପୁରୀ: ବହୁ ଚର୍ଚ୍ଚିତ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ମାମଲା । ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ ଟିମ୍ । ଅଭିଯୁକ୍ତ ଜଗନ୍ନାଥ ଷଡ଼ଙ୍ଗୀ ଓ ଅଶୋକ ଉପାଧ୍ୟାୟ ରିମାଣ୍ଡରେ ଯାଇଛନ୍ତି  । ସେପଟେ ଅଭିଯୁକ୍ତ ଦ୍ୱୟଙ୍କୁ ୭ ଦିନିଆ ରିମାଣ୍ଡରେ…

ଭିମସାରରେ ୨ଡେଲ୍ଟା ପ୍ଳସ୍ ଭାରିଆଣ୍ଟ ସଂକ୍ରମିତ ଚିହ୍ନଟ

ସମ୍ବଲପୁର: ଭିମସାରେ ପୁଣି ୨ଜଣଙ୍କ ଠାରେ ଚିହ୍ନଟ ହେଲା ଡେଲଟା ପ୍ଲସ୍ ଭାରିଆଣ୍ଟ । ଛାତ୍ରଛାତ୍ରୀଙ୍କ ଦ୍ୱିତୀୟ ପର୍ଯ୍ୟାୟ ଜିନମ ସିକ୍ବେନ୍ସିଂ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଭିମସାର ଅଧ୍ୟକ୍ଷା ପ୍ରଫେସର ଜୟଶ୍ରୀ ଦୋରା । ମୋଟ ୩୭ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ…

ବିଲରେ ପଡ଼ିଛି ଶହ ଶହ ବିଦେଶୀ ପକ୍ଷୀଙ୍କ ମୃତ ଦେହ

ଖୋର୍ଦ୍ଧା: ବିଲରେ ପଡ଼ିଛି ବିଦେଶୀ ପକ୍ଷୀଙ୍କ ମୃତ ଦେହ । ଆଜି ସକାଳୁ ସକାଳୁ ରାସ୍ତାକଡ଼ରେ  ଶହ ଶହ ମୃତ ବିଦେଶୀ ପକ୍ଷୀ ମାନଙ୍କର ମୃତଦେହ ପଡ଼ିଥିବାର ଦେଖିବାକୁ ମିଳିଥିଲା । ୧୬ ନଂ ଜାତୀୟ ରାଜପଥର ରତାମାଟି ଛକ ନିକଟ ଚାଷ ଜମିରେ ପ୍ରାୟ ୨ ଶହ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା ।…

ମାଟ୍ରିକ ପରୀକ୍ଷା ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା ।  ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଜାନୁଆରୀ ୫ରେ ହେବାକୁ ଥିବା ମାଟ୍ରିକ୍‌ ସମେଟିଭ୍ ଆସେସ୍‌ମେଣ୍ଟ ପରୀକ୍ଷା ନିଶ୍ଚିତ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ଗାଁ ଦାଣ୍ଡରେ ଜ୍ୱାଇଁଙ୍କୁ ପିଟିପିଟି ହତ୍ୟା ଅଭିଯୋଗ

ବୌଦ୍ଧ: ଗାଁ ଦାଣ୍ଡରେ ଜ୍ୱାଇଁଙ୍କୁ ପିଟିପିଟି ହତ୍ୟା । କାକା ଶ୍ୱଶୁର ଓ ୨ ଶାଳକ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ।  ବୌଦ୍ଧ ବାଉଁଶୁଣି ଥାନା ଅନ୍ତର୍ଗତ ବଲାକିରା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗୋବର୍ଦ୍ଧନ ଖଟୁଆ। ଗୋବର୍ଦ୍ଧନଙ୍କୁ ତାଙ୍କର କାକା ଶ୍ୱଶୁର ଓ ୨ ଶାଳକ…

[ଭିଡ଼ିଓ] ଆସିଲାନି ସ୍ତ୍ରୀ, ମାଡ ଖାଇ ଯୁବକ ହସପିଟାଲରେ ଭର୍ତ୍ତି

ଭଦ୍ରକ: ପ୍ରଥମେ ପ୍ରେମ ଓ ପରେ ବାହାଘର । ଆଉ ପ୍ରେମିକାର ପ୍ରତାରଣାରେ ପ୍ରେମିକ ମାଡ଼ ଖାଇ ଗୁରୁତର । ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ । କୋରାପୁଟ ଜିଲ୍ଲା ଜୟପୁର ଅଂଚଳର ସମୀର ସାଆନ୍ତ ଗତ ଚାରିବର୍ଷ…

[ଭିଡିଓ] ବିରାଟ ଅଜଗର ଉଦ୍ଧାର

ସୁବର୍ଣ୍ଣପୁର : ଉଦ୍ଧାର ହେଲା ବିରାଟ ଅଜଗର । ସୁବର୍ଣ୍ଣପୁର ସହରର ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ ନିକଟରୁ ଏକ ବିରାଟ ଅଜଗର ସାପକୁ ଉଦ୍ଧାର କରାଯାଇଛି । ବିଦ୍ୟାଳୟ ପାଖରେ ଜେସିବି ମେସିନ ଦ୍ୱାରା ମାଟି ଖୋଳାକାମ ଚାଲିଥିଲା । ଠିକ୍ ଏହି ସମୟରେ ପୁରୁଣା ଆମ୍ବଗଛଟିକୁ ଓପାଡିବା ସମୟରେ ଅଜଗର…

ଖ୍ରୀଷ୍ଟମାସ ଓ ନୂଆବର୍ଷକୁ ନେଇ କପିଳାସ ପୀଠରେ ୧୪୪ ଧାରା ଜାରି କଲା ପ୍ରଶାସନ

ଢେଙ୍କାନାଳ : ରାଜ୍ୟରେ ଏବେ ଓମିକ୍ରନ ଭୟ ଦେଖାଦେଇଛି । ପିକନିକ୍ ଋତୁ ହୋଇଥିବାରୁ କପିଳାସକୁ ବହୁ ଲୋକଙ୍କ ସମାଗମ ହୋଇଥାଏ । ଏନେଇ ଜିଲ୍ଲା ପ୍ରଶାସନ କପିଳାସ ପୀଠରେ ୧୪୪ ଧାରା ଜାରି କରିଛନ୍ତି । ଖ୍ରୀଷ୍ଟମାସ ଓ ନୂଆବର୍ଷକୁ ଦୃଷ୍ଟିରେ ରଖି ଏପରି କଟକଣା ଜାରି କରିଛି ପ୍ରଶାସନ । ରାଜ୍ୟରେ…