Latest Odisha News

BREAKING NEWS

Browsing Category

ସହର

City

[ଭିଡ଼ିଓ] ଚିତ୍ତରଞ୍ଜନ ପଲେଇ ମୃତ୍ୟୁ ମାମଲାରେ ୨ ଗିରଫ

ପୁରୀ : ବହୁଚର୍ଚ୍ଚିତ ଚିତ୍ତରଞ୍ଜନ ପଲେଇ ହତ୍ୟା ଘଟଣା । ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ଘଟଣାର ପ୍ରମାଣ ଲାଗିଛି କ୍ରାଇମବ୍ରାଞ୍ଚ ଟିମ୍ ହାତରେ । ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା…

ଶହେ ବର୍ଷରେ ପ୍ରଦାର୍ପଣ କଲା ରେଭେନ୍ସା ଇଷ୍ଟ ହଷ୍ଟେଲ

କଟକ : ଶହେ ବର୍ଷରେ ପ୍ରଦାର୍ପଣ କଲା ରେଭେନ୍ସା ଇଷ୍ଟ ହଷ୍ଟେଲ  । ଏହି ଅବସରରେ ଏକ ସ୍ମରଣିକା ଉନ୍ମୋଚନ କରାଯିବା ସହ ବିଦ୍ୟାଳୟର କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଦିତ କରାଯାଇଥିଲା । ରେଭେନ୍ସା ସେଭେନ ପିଲର ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର…

ଓମିକ୍ରନକୁ ନେଇ ସତର୍କ କଲା ସ୍ୱାସ୍ଥ୍ୟ ବିଭାଗ, ୩ ଲେୟାର ମାସ୍କ ପିନ୍ଧିବାକୁ ପରାମର୍ଶ

ଭୁବନେଶ୍ୱର: ଓଡ଼ିଶାରେ ଚାରିଜଣ କରୋନା ସଂକ୍ରମିତଙ୍କଠାରୁ ଓମିକ୍ରନ ଚିହ୍ନଟ ପରେ ସଜାଗ ହୋଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ଗୋଟିଏ ଲେୟାର ମାସ୍କ ନପିନ୍ଧି ତିନି ଲେୟାର ମାସ୍କ କିମ୍ବା ଏନ୍-୯୫ ପିନ୍ଧିବା ପାଇଁ ଡ଼ିଏମଇଟି ପରାମର୍ଶ ଦେଇଛନ୍ତି । ଓମିକ୍ରନ ୫ଗୁଣ ଅଧିକ ଜୋରଦାର ବ୍ୟାପୁଥିବାରୁ…

[ଭିଡ଼ିଓ] ନିଆରା ଯୁବ ଫିଲ୍ମ ନିର୍ଦ୍ଦେଶକ ଆଶୁତୋଷ

ଭୁବନେଶ୍ୱର: ଓଡ଼ିଆ ସିନେ ଜଗତର ଏକ ଜଣାଶୁଣା ନାଁ । ଜଣେ ଭିନ୍ନ ଢଙ୍ଗର ଚଳଚ୍ଚିତ୍ରି ନିର୍ଦ୍ଦେଶକ ସେ । ତେବେ ସେହି ନିର୍ଦ୍ଦେଶକ ଜଣକ ଆଉ କେହି ନୁହନ୍ତି। ସେ ହେଉଛନ୍ତି ଯୁବ ଫିଲ୍ମ ନିର୍ଦ୍ଦେଶକ ଆଶୁତୋଷ ପଟ୍ଟନାୟକ । ଆଶୁତୋଷ କେତେବେଳେ ଶିଶୁ ନିର୍ଯାତନାକୁ ନେଇ ତ ଆଉ କେତେବେଳେ ମହିଳା…

ରାତି ପାହିଲେ ବଡଦିନ : କିଣାକିଣି ପାଇଁ ବଜାରରେ ଲୋକଙ୍କ ଭିଡ

ଭୁବନେଶ୍ୱର : ରାତି ପାହିଲେ ବଡ ଦିନ ।ଏଥିପାଇଁ ଚଳଚଞ୍ଚଳ ରାଜଧାନୀ ବଜାର । ରାଜଧାନୀର ଏକ ନମ୍ବର ମାର୍କେଟ ପରିସରରେ ଖ୍ରୀଷ୍ଟମାସ ଅବସରରେ ବିଭିନ୍ନ ଦୋକାନର ପସରା ମେଲିଛି ।ଏହାକୁ କିଣିବା ପାଇଁ ବହୁ ସଂଖ୍ୟାରେ ଲୋକଙ୍କ ଭିଡ ମଧ୍ୟ ଜମୁଛି । ଖ୍ରୀଷ୍ଟମାସ ଟ୍ରି ,…

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ସିଏମସିର ନୋଟିସ୍

କଟକ: ଗତକାଲି ରେଭେନ୍ସା ବିଶ୍ୱବିଦ୍ୟାଳୟରୁ କରୋନା କଟକଣା ଉଲ୍ଲଂଘନ କରି ନାଚ,ଗୀତ କରିଥିବା ଭିଡ଼ିଓ ଭାଇରାଲ ହୋଇଥିଲା । ଏନେଇ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି କଟକ ମହାନଗର ନିଗମ କର୍ତ୍ତୃପକ୍ଷ । ଏହା ମହାମାରୀ ଆଇନ୍ ଅନୁଯାୟୀ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ…

ବଡ଼ଦିନ ଓ ନୂଆବର୍ଷ ଲାଗି ଆସିଲା ରାଜ୍ୟ ସରକାରଙ୍କ ଗାଇଡ଼ଲାଇନ୍

ଭୁବନେଶ୍ୱର: ଫିକାପଡ଼ିବ ବଡ଼ଦିନ ଓ ନୂଆବର୍ଷ ସେଲିବ୍ରେସନ । ବଡ଼ଦିନ ଓ ନୂଆବର୍ଷ ପାଇଁ ରାଜ୍ୟ ସରକାର ଜାରି କଲେ କଟକଣା । କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ ସଂକ୍ରମଣକୁ ରୋକିବା ପାଇଁ ଏହି କଟକଣା କରାଯାଇଛି । ଡ଼ିସେମ୍ବର ୨୫ରୁ ଜାନୁଆରୀ ୨ତାରିଖ ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି ।…

ମାଣିକେଶ୍ୱରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଥୁଆମୂଳ ରାମପୁର ମାଣିକେଶ୍ୱରୀ ପୀଠର ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି ।…

ଉଠା ଦୋକାନୀଙ୍କୁ ୩୦୦୦ ଟଙ୍କା ଲେଖାଏ କୋଭିଡ ସହାୟତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଉଠା ଦୋକାନୀ ମାନଙ୍କୁ କୋଭିଡ ସହାୟତ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ୟ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି ।…

ପ୍ରଧାନ ଶିକ୍ଷକଙ୍କୁ ବିଭିନ୍ନ ଦୁର୍ନୀତି ଅଭିଯୋଗରେ ଘେରିଲେ ଗ୍ରାମବାସୀ

କାମାକ୍ଷାନଗର: ପ୍ରଧାନ ଶିକ୍ଷକଙ୍କ ନାମରେ ଅଭିଯୋଗ ଆଣିଲେ ଗ୍ରାମବାସୀ । ଏହିଭଳି ଘଟଣା ଦେଖିବାକୁ ମିଳିଛି ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଜିରିଡ଼ାମାଳି ଗାଁ ରଘୁନାଥ ଜୀଉ ଉଚ୍ଚ ବିଦ୍ୟାଳୟରେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତପନ କୁମାର ସାହୁ ବିଭିନ୍ନ ଦୁର୍ନୀତିରେ ଲିପ୍ତ ହୋଇଥିବା…