Latest Odisha News

BREAKING NEWS

Browsing Category

ସହର

City

ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଜୋରେ ପବନ ବୋହିବ..

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ବ‌ର୍ଷା ଜାରି ରହିଥିବା ବେଳେ ଏହା ଆଉ ୫ ଦିନ ଅର୍ଥାତ୍ ଆସନ୍ତା ୨୬ ତାରିଖ ଯାଏଁ ବର୍ଷିବ । ଆଜି ମଧ୍ୟ ବର୍ଷା ହେବା ନେଇ ସୂଚନା ରହିଛି । ଏହା ସହ ବଜ୍ରପାତ ୧୮ ଜିଲ୍ଲାକୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏନେଇ କେତେକ…

“ଓଡ଼ିଶା ଧ୍ରୁପଦ୍ ରତ୍ନ ଜ୍ୟୋତି ଆୱାର୍ଡ଼-୨୦୨୫”ରେ ସମ୍ମାନୀତ ହେଲେ ଉସ୍ତାଦ ଫୟାଜ୍ ୱାସିଫୁଦ୍ଦିନ୍ ଡାଗର

ଭୁବନେଶ୍ବର: ଧ୍ରୁପଦ୍ ମ୍ୟୁଜିକ ଫାଉଣ୍ଡେସନ୍ (ଡିଏମଏଫ୍) ପକ୍ଷରୁ ବିଶ୍ୱ ସଙ୍ଗୀତ ଓ ଯୋଗ ଦିବସ -୨୦୨୫ (ସିଜସି-୮)ର ଅୟୋଜନ ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଫେସର ଡ. ଵିଧୁ କଲ୍ୟାଣ ମହାନ୍ତି ଏବଂ ବରେଣ୍ୟ ଅତିଥି ଭାବେ…

ସମ୍ବିଧାନ ହତ୍ୟା ଦିବସ ପାଳିବେ ରାଜ୍ୟ ସରକାର

ଭୁବନେଶ୍ବର: ଆସନ୍ତା ୨୫ରେ ସମ୍ବିଧାନ ହତ୍ୟା ଦିବସ ପାଳିବେ ରାଜ୍ୟ ସରକାର । ଜରୁରୀକାଳୀନ ସ୍ଥିତିର ୫୦ ବର୍ଷ ପୂର୍ତ୍ତି ଅବସରରେ ପାଳିବେ ସରକାର । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ । ଭୁବନେଶ୍ବର ରେଳ ଅଡିଟୋରିଅମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଯାଜପୁର ଓ କେନ୍ଦୁଝରରେ ସଂକ୍ରମଣ ହ୍ରାସ; କ୍ଷେତ୍ର ସ୍ତରୀୟ ଅଭିଯାନ ଜାରି ରଖିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ହ୍ରାସ ପାଇଛି ହଇଜା ସଂକ୍ରମଣ । ବିଭିନ୍ନ ବିଭାଗ ମାନଙ୍କର କ୍ଷେତ୍ର ସ୍ତରରେ ସମନ୍ୱିତ ଏବଂ ଏକାଭିମୁଖୀ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟରେ ଡାଇରିଆ ସ୍ଥିତିରେ ସୁଧାର ଆସିଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ଙ୍କ…

ଏମିତି ହେବ ସ୍ବପ୍ନର ଓଡିଶା !

ଭୁବନେଶ୍ବର: ରାଜ୍ୟରେ ବିଜେପି ସରକାରକୁ ବର୍ଷେ ପୁରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି ସରକାରର ବର୍ଷେ ପୂର୍ତ୍ତି ଅବସରରେ ଭିଜନ ଡକ୍ୟୁମେଣ୍ଟ ଓଡିଶା ଭିଜନ 2036 ଓ 2047 ଉନ୍ମୋଚନ କରିଛନ୍ତି । ବିକଶିତ ଭାରତ ଲକ୍ଷ୍ୟ ପୂରଣ ସହ ବିକଶିତ ଓଡିଶା ସ୍ବପ୍ନ ସାକାର କରିବାକୁ ଏଥିରେ…

ଓଡ଼ିଶା ଭାରତର ସଂସ୍କୃତିକୁ ପରିପୂର୍ଣ୍ଣ କରିଛି: ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ବରର ଜନତା ମୈଦାନରେ ଆୟୋଜିତ ରାଜ୍ୟସ୍ଥରୀୟ ସମାରୋହରେ ଯୋଗଦେଇଛନ୍ତି । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ମୋଦି । ଏହି ବର୍ଷଟି ସୁଶାସନ ସ୍ଥାପନର ବର୍ଷ ପାଲଟିଛି । ଏନେଇ ଓଡ଼ିଶାବାସୀଙ୍କୁ ମୁଁ…

ଜନତା ମଇଦାନରୁ କଂଗ୍ରେସକୁ ଟାର୍ଗେଟ କଲେ ମୋଦି; କହିଲେ, ବିକାଶମୂଳକ ଯୋଜନାକୁ ଅଟକେଇବା….

ଭୁବନେଶ୍ବର: ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଓ କେନ୍ଦ୍ର ସରକାରଙ୍କ ୧୧ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଗସ୍ତରେ ଆସି ରାଜ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ ଭେଟି ଦେଇଛନ୍ତି । ୧୯ ହଜାର କୋଟିର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୋଦି । ଏହି…

ପ୍ରଥମ ପର୍ଯ୍ୟାୟ UG ଆଡମିଶନର ଶେଷ ତାରିଖ ଅବଧି ବଢିଲା

ଭୁବନେଶ୍ୱର: ବଢିଲା ପ୍ରଥମ ରାଉଣ୍ଡ UG ୨୦୨୫-୨୬ ନାମଲେଖା ଅବଧି । ଜୁନ୍‌ ୨୧ ତାରିଖ ଅର୍ଥାତ୍‌ ଆସନ୍ତାକାଲି ଅପରାହ୍ନ ୩ଟା ପର୍ଯ୍ୟନ୍ତ ବଢ଼ିଛି ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି । ଯେଉଁ ଛାତ୍ର ଛାତ୍ରୀ ମାନେ ଟଙ୍କା ଜମା କରି ନ ଥିଲେ ବର୍ଦ୍ଧିତ ସମୟ ଭିତରେ ସେମାନେ ଟଙ୍କା ଜମା କରି ନାମ…

ଆସନ୍ତାକାଲି ୨୭୫୦ କୋଟିରୁ ଉର୍ଦ୍ଧ୍ବ ମୂଲ୍ୟର ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ୨୦ ଜୁନ୍ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ୨୭୫୦ କୋଟିରୁ ଅଧିକ ମୂଲ୍ୟର ଯୋଜନାଗୁଡ଼ିକର ଶିଳାନ୍ୟାସ ସହ ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମ 'ବିକଶିତ ଭାରତ - ବିକଶିତ ଓଡ଼ିଶା' ସଂକଳ୍ପକୁ ସାକାର…

ସିକ୍କିମ ବସ୍ ଦୁର୍ଘଟଣା: ଭୁବନେଶ୍ୱର ଫେରିଲେ ଆଉ ୨ ଓଡିଆ, ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି

ଭୁବନେଶ୍ୱର: ସିକ୍କିମ୍ ବସ୍ ଦୁର୍ଘଟଣାରେ ଉଦ୍ଧାର ହୋଇ ଚିକିତ୍ସିତ ହେଉଥିବା ଦୁଇ ଜଣ ଓଡ଼ିଆ ସ୍ଵୟଂ ସୁପ୍ରୀତ ନାୟକ (୧୬) ଓ ସାଇରାଜ ଜେନା (୧୭) ଭୁବନେଶ୍ୱରରେ ପହଞ୍ଚିଛନ୍ତି । ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି । ଭୁବନେଶ୍ୱର ରେଳ ଷ୍ଟେସନରେ…