Latest Odisha News

BREAKING NEWS

Browsing Category

ସହର

City

କୁହୁଡ଼ି ପାଇଁ ୧୦ରୁ ଅଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଶୀତରୁ ସାମାନ୍ୟ ଆଶ୍ୱସ୍ତ ମିଳିଛି । ରାଜ୍ୟରେ ଏକ ସପ୍ତାହ ଧରି ଶୀତର ପ୍ରବାହ ଜାରି ରହିଥିଲା । ଶନିବାର ରାତିରେ ସର୍ବନିମ୍ନ ତାପମାତ୍ରା ୧୦ ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରିଥିବାବେଳେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ…

ଓମିକ୍ରନ ଭୟ, ନୂଆବର୍ଷରେ ୩ ଦିନ ବନ୍ଦ ରହିବ ମା’ ମଝିଘରିଆଣୀଙ୍କ ମନ୍ଦିର

ରାୟଗଡ଼ା: ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ଆସନ୍ତା ୩୧ରୁ ଜାନୁଆରୀ ୨ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ । ନୂଆବର୍ଷରେ କୋଭିଡ଼ କଟକଣାକୁ ଦୃଷ୍ଟିରେ ରଖି ମନ୍ଦିର ବନ୍ଦ ରହିବ । ଏନେଇ ଜିଲ୍ଲା ପ୍ରଶାସନ ଓ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।…

ମାଲକାନଗିରି ସୀମାନ୍ତ ତେଲେଙ୍ଗାନାରେ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ

ମାଲକାନଗିରି: ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ । ମାଲକାନଗିରି ସୀମାନ୍ତ ତେଲେଙ୍ଗାନାରୁ ଏହିପରି ଘଟଣା ସାମ୍ନାକୁ ଆସିଛି । ତେଲେଙ୍ଗାନାର ମୁଲୁଗ ଜିଲ୍ଲା ଅନ୍ତର୍ଗତ ଭେଙ୍କେଟପୁରମ ପୋଲିସ ଷ୍ଟେସନରେ ଥିବା ୩୯ତମ ସିଆରପିଏଫ୍ କ୍ୟାମ୍ପରେ ଏହି ଘଟଣା ଘଟିଛି । ଘଟଣାରେ ମେସ୍ ଇନଚାର୍ଜ…

ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ମୁହାଁମୁହିଁ ଧକ୍କା

ରାଉରକେଲା: ରାଉରକେଲା ରାଞ୍ଚି ଡ଼ିଭିଜନରେ ଦୁଇଟି ଟ୍ରେନ ମୁହାଁମୁହିଁ ଧକ୍କା ହୋଇ ଲାଇନଚ୍ୟୁତ ହୋଇଛନ୍ତି । ଦୁଇଟି ମାଲବାହୀ ଟ୍ରେନ ପରସ୍ପର ପରସ୍ପରକୁ ଧକ୍କା ଦେବା ଫଳରେ ଲାଇନଚ୍ୟୁତ ହୋଇଥିଲେ । ବ୍ରେକ ଫେଲ ହୋଇଯିବାରୁ ଅଘଟଣ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ରେଲୱେ ବିଭାଗ ତରଫରୁ…

ତପସ୍ୱିନୀଙ୍କ ନୂଆ ଭିଡିଓ: ଯାହାକୁ ବିଶ୍ୱାସ କରି ବାହା ହୋଇଥିଲି ସିଏ ବରବାଦ କରିବାକୁ ଚାହୁଁଛନ୍ତି

ବ୍ରହ୍ମପୁର: ଡାକ୍ତର ସୁମିତ ସାହୁ ଓ ପତ୍ନୀ ତପସ୍ୱିନୀଙ୍କ ପାରିବାରିକ ବିବାଦର କେବେ ହେବ ଅନ୍ତ ? ନ୍ୟାୟ ଲଢ଼େଇରେ କେବେ ସରିବ ତପସ୍ୱିନୀଙ୍କ ତପସ୍ୟା ? ଶାଶୁ ଘର ବାରଣ୍ଡାରେ ଧାରଣା ଜାରି ରହିଥିବା ବେଳେ ସାମନାକୁ ଆସିଛି ତପସ୍ୱିନୀଙ୍କ ନୂଆ ଭିଡିଓ । ଯେଉଁଥିରେ କାନ୍ଦି କାନ୍ଦି ଭଲ ପାଇବା ଓ…

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ, ଅଳ୍ପକେ ବର୍ତ୍ତିଲେ ଝିଅ

ସୁନ୍ଦରଗଡ଼: ମହିଳାଙ୍କୁ କଚାଡ଼ି ମାରିଲା ହାତୀ । ଏହିପରି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲାର ବଣାଇ ରେଞ୍ଜ ସାନଦଲକି ଗାଁରେ । ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏଥିରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ତାଙ୍କ ଝିଅ । ସୂଚନା ଅନୁସାରେ, ଗାଁରେ ଏକ ଦନ୍ତା ହାତୀ…

ରାସ୍ତାକଡ଼ରେ ଓଲଟିଲା ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ

ପାରାଦୀପ: ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଓଲଟିଲା ବସ୍ । ପାରାଦୀପ-କଟକ ରାସ୍ତାର ହସିଣା ନିକଟ ପେଟ୍ରୋଲ ପମ୍ପ ନିକଟରେ ଓଲଟିଲା ସ୍ନେହ ସାଗର ନାମକ ବସ୍ । ତେବେ ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇ ନାହିଁ । ଡ୍ରାଇଭର ଓ ଯାତ୍ରୀ ସମସ୍ତେ ସୁରକ୍ଷିତ ଅଛନ୍ତି । ବସରେ ୬ ଜଣ ଯାତ୍ରୀ ଥିଲେ ।…

କମୁଛି ଶୀତ ଲହରୀ, କାଲିଠୁ ବଦଳିବ ପାଗ

ଭୁବନେଶ୍ୱର: ଶୀତରୁ ସାମାନ୍ୟ ଆଶ୍ୱସ୍ତି । କମୁଛି ଶୀତ ଲହରୀ । ଉପରମୁହାଁ ରହିଛି ପାରଦ । ରାଜ୍ୟରେ ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ଘଟିଛି । ଯାହାଫଳରେ କିଛି ଶୀତ କମିଛି । ଗତ ୨୪ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ରାତିର…

ଆଜି ବିଜେଡ଼ିର ୨୫ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଆଜି ବିଜେଡ଼ିର ପ୍ରତିଷ୍ଠା ଦିବସ । ୨୪ବର୍ଷ ପୂରଣ କରି ୨୫ବର୍ଷରେ ପାଦ ଥାପିବାକୁ ଯାଉଛି । ବିଜେଡ଼ି କାର୍ଯ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆୟୋଜିତ ସଭାକୁ ସମ୍ବୋଧିତ କରିବେ । ଏହାସହ ବ୍ଲକ ଓ…

ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ଦିଆଯିବ : ବିଜେଡି

ଭୁବନେଶ୍ୱର : ତ୍ରୀସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପଛୁଆ ବର୍ଗଙ୍କୁ ୪୦ ପ୍ରତିଶତ ପ୍ରାର୍ଥୀ ଦିଆଯିବ ବୋଲି ବିଜେଡି କାର୍ଯ୍ୟକାରୀଣି ବୈଠକରେ ନିଷ୍ପତି ନିଆଯାଇଛି । ଆଗାମୀ ତ୍ରୀସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗଙ୍କୁ ପ୍ରାର୍ଥୀ ଦେବା ସଂକ୍ରାନ୍ତରେ ମୋହର ଲାଗିଛି ।…