Latest Odisha News

BREAKING NEWS

Browsing Category

ସହର

City

ଓମିକ୍ରନ ଚିନ୍ତା, ଆଜି ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ରାଜ୍ୟରେ ଓମିକ୍ରନକୁ ନେଇ ବଢ଼ିଛି ଚିନ୍ତା । ସାରା ବିଶ୍ୱରେ ଓମିକ୍ରନ ବ୍ୟାପିବାରେ ଲାଗିଛି । ଗତକାଲି ରାଜ୍ୟରୁ ୨ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟକୁ ଚିନ୍ତା ଘାରିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା…

ସମ୍ବଲପୁରରୁ ଗିରଫ ଟ୍ୟୁସନ ମାଷ୍ଟର, ଅପହୃତା ୨ ନାବାଳିକା ଉଦ୍ଧାର

ଭୁବନେଶ୍ବର : ଶେଷରେ ବନ୍ଧା ହେଲେ ରସିକିଆ ଟ୍ୟୁସନ୍ ମାଷ୍ଟର। ପାଠ ପଢାଉଥିବା ଛାତ୍ରୀଙ୍କୁୂ ଅପହରଣ କରି ନେଇଥିବା ଏହି ଟ୍ୟୁସନ୍ ସାର୍ଙ୍କୁ ସମ୍ବୁଲପୁରରୁ ଗିରଫ କରିଛି ପୁଲିସ୍। ଭୁବନେଶ୍ବରରେ ଦୁଇ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ ସାର ଅପହରଣ କରିନେବା ଅଭିଯୋଗ ହୋଇଥିଲା। ଟ୍ୟୁସନ ସାର୍…

ଚମ୍ପୁଆ ରେଞ୍ଜରେ୨୬ ଟିକିଆ ହାତୀପଲ ଆତଙ୍କ

କେନ୍ଦୁଝର: ଚମ୍ପୁଆ ରେଞ୍ଜରେ୨୬ ଟିକିଆ ହାତୀପଲ । ଆତଙ୍କ କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜକୁ ଧସେଇ ପଶିଲେ ହାତୀପଲ । ବିଳମ୍ବିତ ରାତିରେ ହାତୀପଲ ସଦର ରେଞ୍ଜର ଜଡିପଡ଼ା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଔଷଧ ମହଜୁଦ ରହୁଥିବା ଘରର କାନ୍ଥ ଓ କଣା ପଶି ଗ୍ରାମରେ ଗୋଟିଏ ଘର ଭାଙ୍ଗି ଦେଇଛନ୍ତି…

ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୧୮୩ଜଣ କୋଭିଡ଼ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୮୩ଜଣ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ସଙ୍ଗରୋଧରୁ ୧୦୮ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୭୫ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୩୦ଜଣ ସଂକ୍ରମିତ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ବିଦ୍ୟୁତ ସର୍ଟସର୍କିଟରୁ ଜଳିଗଲା ଦୁଇ ବଖରା ଘର

କାମାକ୍ଷାନଗର: ବିଦ୍ୟୁତ ସର୍ଟ ସର୍କିଟରୁ ଜଳିଗଲା ଦୁଇ ବଖରା ଘର । ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଖଇରପଶି ଗାଁରେ ବିଦ୍ୟୁତ ସର୍ଟସର୍କିଟ ଯୋଗୁଁ ଦୁଇ ବଖରା ଘର ଭସ୍ମୀଭୂତ ହୋଇଯାଇଛି । ଏଥିରେ ବାପ, ପୁଅ ଗୁରୁତର ହୋଇଥିଲେ । ଗୁରୁତରମାନେ ହେଲେ ଖଇରପଶି ହରିଜନ ସାହିର ଚତୁର୍ଭୁଜ ନାୟକ ଓ…

ରାଜ୍ୟରେ ଶୀତର ଲହରୀ, ପ୍ରବଳ ଥଣ୍ଡା ସହ କୋହଲା ପବନରେ ଥରୁଛି ସାରା ଓଡ଼ିଶା

ଭୁବନେଶ୍ୱର: ରାତି ବଢ଼ିଲେ ପାରଦ ଖସୁଛି । ଶୀତରେ ଥରୁଛି ସାରା ଓଡ଼ିଶା । ହାଡ଼ଭଙ୍ଗା ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲାଣି । ସକାଳୁ ସକାଳୁ ବୋହୁଛି କାଲୁଆ ପବନ । ଶୀତ ବସ୍ତ୍ର ପିନ୍ଧିଲେ ମଧ୍ୟ କାମ ଦେଉନାହିଁ । ପ୍ରବଳ ଥଣ୍ଡାରେ ହାତ, ଗୋଡ଼ ଥରୁଛି । ଲଗାତାର କମିବାରେ ଲାଗିଛି ତାପମାତ୍ରା…

କେରଳ ବିଜେପି ନେତାଙ୍କୁ ହତ୍ୟା ଘଟଣା: ରାଜଧାନୀରେ ବିଜେପି ଓବିସି ମୋର୍ଚ୍ଚାର ପ୍ରତିବାଦ

ଭୁବନେଶ୍ୱର : କେରଳରେ ବିଜେପି ଓବିସି ମୋର୍ଚ୍ଚା ସମ୍ପାଦକଙ୍କ ରଂଜିତ ଶ୍ରୀନିବାସନ୍ ଙ୍କୁ ହତ୍ୟା ଘଟଣାରେ ରାଜଧାନୀରେ ପ୍ରତିବାଦ କଲା ରାଜ୍ୟ ବିଜେପି ଓବିସି ମୋର୍ଚ୍ଚା । ବିଜେପି ପାର୍ଟି ଅଫିସରୁ ବାହାରି ଏକ ପଟୁଆରରେ ରାମ ମନ୍ଦିର ସମ୍ମୁଖରେ କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନଙ୍କ…

[ଭିଡ଼ିଓ] ପୁର୍ବତନ ମନ୍ତ୍ରୀ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲଙ୍କ ଜନ୍ମ ଜୟନ୍ତୀ

କେନ୍ଦ୍ରାପଡା: ବରିଷ୍ଠ ବିଜେଡି ନେତା ତଥା ପୁର୍ବତନ ମନ୍ତ୍ରୀ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ସହରରେ ପାଳିତ ହୋଇଯାଇଛି । ଏ ଅବସରରେ ବେଦ ପ୍ରକାଶ ଅଗ୍ରୱାଲ ସ୍ମୃତି ପରିଷଦ ଆନୁକୂଲ୍ୟରେ ବିଭିନ୍ନ ବର୍ଗର ୨୫୦ରୁ ଉର୍ଦ୍ଧ୍ବ ପ୍ରତିଯୋଗୀଙ୍କୁ…

‘BSKY’ କାର୍ଡ଼କୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା ବିଜେପି

ଭୁବନେଶ୍ୱର : ରାଷ୍ଟ୍ରୀୟ ଜୀବିକା ମିଶନ ଅର୍ଥକୁ ହଡପ କରି ଚଞ୍ଚକତା କରି ବର୍ତମାନ ଭୋଟ ଆପଣାଆଇବା ପାଇଁ ଦଳ ଭିତରେ ଟଙ୍କା ବାଣ୍ଟୁଛନ୍ତି ରାଜ୍ୟ ସରକାର । ରାଜସ୍ୱ ଅର୍ଥରେ ବ୍ୟୟବହୁଳ ଜିଲ୍ଲାକୁ ଗସ୍ତ କରି ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କଲେ । ଉଭୟ ବିଏସକେୱାଇ ଯୋଜନା…

ଆହୁରି ବଢ଼ିବ ଶୀତ, ୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା । ଆଗାମୀ ଦୁଇ ତିନ ଦିନ ଯାଏଁ ରାଜ୍ୟରେ ଶୀତର ଲହରି ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ କ୍ରମାଗତଭାବେ ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ପ୍ରବଳ ଶୀତ ଅନୁଭୂତ ହେବା ସହ ଆଗାମୀ…