Latest Odisha News

BREAKING NEWS

Browsing Category

ସହର

City

ସିବିଏସଇ ଦଶମ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୩.୬୬ ପ୍ରତିଶତ ରେକର୍ଡ

ଭୁବନେଶ୍ବର: ପ୍ରଥମେ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପରେ ଏବେ ଦଶମ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ମୋଟ ପାସ୍‍ହାର ୯୩.୬୬ ପ୍ରତିଶତ ରହିଛି । ଏଥର ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ୨.୩୭ ପ୍ରତିଶତ ଅଧିକ ରହିଛି । ବର୍ତ୍ତମାନ ସିବିଏସଇ ୱେବସାଇଟରେ ରେଜଲ୍ଟ…

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ; ପାସ୍‍ ହାର ୮୮.୩୯ ପ୍ରତିଶତ

ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ଫଳ ୨୦୨୫ ପ୍ରକାଶ କରାଯାଇଛି । ଚଳିତବର୍ଷ ଦ୍ବାଦଶରେ ପାସ୍ ହାର ୮୮.୩୯ ପ୍ରତିଶତ ରହିଛି । ଓଡ଼ିଶାରେ ପାସହାର ୭୮.୭୪ପ୍ରତିଶତ ରହିଛି । ସେହିପରି, ଭୁବନେଶ୍ୱର…

ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ; ଯୁବକଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ବର: ପୁଣି ଅସୁରକ୍ଷିତ ହୋଇପଡିଛି ରାଜଧାନୀ ଭୁବନେଶ୍ବର । ଗତକାଲି ବିଳମ୍ବିତ ରାତିରେ ଶିଶୁଭବନ ଟ୍ରାଫିକ ଛକରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି । ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି ୮ ଜଣ ଦୁର୍ବୃତ୍ତ । ଫଳରେ ଯୁବକ ଜଣକ ଗୁରୁତର ହୋଇଥିଲେ, ରକ୍ତ ଜୁଡୁବୁଡୁ…

ଆଜି ବି ଓଡ଼ିଶାରେ ଅସମ୍ଭାଳ ତାତି; ସେପଟେ, ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ବର: ଆଜି ମଧ୍ୟ ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି । ପଶ୍ଚିମ, ପୂର୍ବ, ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଛି । ପୂର୍ବ ଓଡ଼ିଶାରେ ମଧ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଛି । ତେବେ ଏହି ଭଳି ପରିସ୍ଥିତି ଆସନ୍ତା ୧୫ ତାରିଖ ଯାଏଁ ଲାଗି…

ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସଏସ୍‌ ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ବର: ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ । କଟକର ଗତିରାଉତପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସୁଛନ୍ତି ମୋହନ ଭାଗବତ । ଏନେଇ ଆଜି ସନ୍ଧ୍ୟା ୬ଟାରେ ଭୁବନେଶ୍ବର…

ଭାରତ-ପାକିସ୍ତାନ ବିବାଦ: ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ

ଭୁବନେଶ୍ୱର: ପହଲଗାମରେ ସମ୍ପ୍ରତି ଘଟିଯାଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ଘଟଣା ଏବଂ ତତ୍ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଘଟଣା କ୍ରମ ପରିପ୍ରେକ୍ଷୀରେ ଶନିବାର ଅପରାହ୍ନରେ ରାଜଭବନର ନ୍ୟୁ ଅଭିଷେକ ହଲ ଠାରେ ଏକ ସ୍ବତନ୍ତ୍ର ବୈଠକ ଆୟୋଜିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ…

ରାଜ୍ୟରେ ପ୍ରବଳ ଖରା ଅନୁଭୂତ; ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୪୨.୭ ଡିଗ୍ରି ରେକର୍ଡ

ଭୁବନେଶ୍ବର: କିଛି ଦିନର କାଳବୈଶାଖୀ ଆଶ୍ବସ୍ତି ପରେ ରାଜ୍ୟରେ ପୁଣି ଆରମ୍ଭ ହୋଇଯାଇଛି ଗ୍ରୀଷ୍ମ ପ୍ରବାହ । ଆସନ୍ତା ୫ ଦିନ ରାଜ୍ୟରେ ଭୀଷଣ ଗ୍ରୀଷ୍ମଲହରୀ ବହିବା ସହ ଗୁଳୁଗୁଳି ମଧ୍ୟ ପ୍ରବଳ ମାତ୍ରାରେ ଅନୁଭବ ହେବ । ଆସନ୍ତା୧୪ ତାରିଖ ଯାଏଁ ପ୍ରଚଣ୍ଡ ତାତିରୁ ନିସ୍ତାର ମିଳିବନି ବୋଲି ଆକଳନ…

ଡ୍ରୋନ୍ ଉପରେ କଡା ନଜର ସହ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକୁ ନୋ-ଫ୍ଲାଏ ଜୋନ୍ ଘୋଷଣା କଲେ ଓଡିଶା ସରକାର

ଭୁବନେଶ୍ବର: ଭାରତ-ପାକିସ୍ତାନ ବିବାଦ ବୃଦ୍ଧି ପାଉଥିବା ମଧ୍ୟରେ, ଓଡ଼ିଶା ସରକାର କିଛି ଉପକୂଳବର୍ତ୍ତୀ ଅଞ୍ଚଳକୁ ନୋ-ଫ୍ଲାଏ ଜୋନ୍ ଭାବରେ ଘୋଷଣା କରିଛନ୍ତି ଏବଂ ରାଜ୍ୟରେ ଡ୍ରୋନ୍ ବ୍ୟବହାର ଉପରେ କଡ଼ା ନଜର ରଖିଛନ୍ତି। ପାକିସ୍ତାନ ନିରନ୍ତର ଭାବରେ ଭାରତର ସୀମାବର୍ତ୍ତୀ ଅଞ୍ଚଳଗୁଡ଼ିକରେ…

ମିସା ଆଇନ୍‌ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ

ଭୁବନେଶ୍ୱର: ଓଡିଆ ଅସ୍ମିତାର ନିଦର୍ଶନ ସ୍ବରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା…

ଓଡ଼ିଶା ରାଜ୍ୟ ପାନୀୟ ନିଗମ ଓ ଅବକାରୀ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ରାଜ୍ୟ ପାନୀୟ ନିଗମର କାର୍ଯ୍ୟାଳୟରେ ସେଣ୍ଟ୍ରାଲ ସିସିଟିଭି ମନିଟରିଙ୍ଗ୍‌ ସିଷ୍ଟମ, ଅଟୋ ଇଣ୍ଡେଟିଂ ଅନୁମୋଦନ ସିଷ୍ଟମ, ଓଡ଼ିଶା ରାଜ୍ୟ ପାନୀୟ ନିଗମର ସରକାରୀ ଟ୍ରେଜେରୀ ସହିତ ସଂଯୋଗୀକରଣର ଉଦ୍‌ଘାଟନ କରିଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ…