Latest Odisha News

BREAKING NEWS

Browsing Category

ସହର

City

ଗାଁ ରେ ଉତ୍ପାତ କରୁଛନ୍ତି ୨୬ ଟିକିଆ ହାତୀପଲ,ଭାଙ୍ଗିଲେ ଘରଦ୍ୱାରା

କେନ୍ଦୁଝର : କେନ୍ଦୁଝରରେ ଦିନକୁ ଦିନ ହାତୀ ଆତଙ୍କ ବଢିବାରେ ଲାଗିଛି ।ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜରେ ୨୬ ଟିକିଆ ହାତୀପଲ ଗାଁ ରେ ଉତ୍ପାତ କରୁଛନ୍ତି । ବିଳମ୍ବିତ ରାତିରେ ହାତୀପଲ ଗାଁ ଭିତରେ ପଶି ଧନ ଫସଲ ନଷ୍ଟ କରିବା ସହ ମୁଗ ବିରି ସବୁ ଖାଇଯାଉଛନ୍ତି । ଫଳରେ…

[ଭିଡ଼ିଓ] ମାର୍ଗଶୀରରେ ଦେବଗୁଣିଆ ପରମ୍ପରା

ନୂଆପଡା: ଓଡ଼ିଶା କଳା ଓ ସଂସ୍କୃତିର ରାଜ୍ୟ। ଏହାର ସଂସ୍କୃତିକୁ ସମୃଦ୍ଧ କରିଛି ଏହାର ପ୍ରାଚୀନ ପରମ୍ପରା । ସେପରି ଏକ ପରମ୍ପରା ହେଉଛି ଦେବଗୁଣିଆ ପରମ୍ପରା । ଦେବଗୁଣିଆମାନେ ଏକ କଳାପ୍ରିୟ ଜାତି । ପଶ୍ଚିମ ଓଡ଼ିଶାର କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡା ଜିଲ୍ଲାରେ ଦେବଗୁଣିଆ ଜାତି ରହନ୍ତି।…

[ଭିଡ଼ିଓ] ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାରାଙ୍କ ଟାର୍ଗେଟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ନିର୍ବାଚନ ସମୟ ଆସିଲେ ନବୀନ ଜିତିବା ନେଇ ଏହି ଭଳି ରାଜନୀତି ଆରମ୍ଭ କରିଛନ୍ତି । ସବୁଆଡେ ଇନ୍ଦିରାଆବାସ ଯୋଜନା ମିଳୁଛି ହେଲେ ଏପର୍ଯ୍ୟନ୍ତ କେବିକେ ଅଞ୍ଚଳରେ ଗୋଟିଏ ବି…

ନିଜ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ

ଗଞ୍ଜାମ: ନିଜ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ । ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତକୁ ହିଞ୍ଜିଳି ଆରଏମସି ଛକରେ ବିରୋଧ । କଂଗ୍ରେସ କର୍ମୀ ମାନେ ରାସ୍ତା ଉପରକୁ ଆସି କଳା ପତାକା ପ୍ରଦର୍ଶନ କରିଥିବାର ଦେଖିବାକୁ ମିଳିଛି । ମମିତା ମେହେର ପ୍ରସଙ୍ଗକୁ ନେଇ ଦଳ…

[ଭିଡ଼ିଓ] ପୋଲିସ କମିଶନରଙ୍କୁ ତାରାଙ୍କ ଚ୍ୟାଲେଞ୍ଜ

ଭୁବନେଶ୍ୱର: ପୋଲିସ କମିଶନରଙ୍କୁ ତାରାଙ୍କ ଚ୍ୟାଲେଞ୍ଜ  ।  କଂଗ୍ରେସ କର୍ମୀ ପଥର ମାରିବା ପ୍ରମାଣ କଲେ ରାଜନୀତି ଛାଡ଼ିଦେବି । ସିପିଙ୍କୁ କଂଗ୍ରେସର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଚ୍ୟାଲେଞ୍ଜ ।  ହେଲେ ତାହା ପ୍ରମାଣିତ କରିନପାରିଲେ ପୋଲିସ କମିଶନର ତାଙ୍କ ଚାକିରି ଛାଡିବେ କି…

ଲାଲଗଡ଼ରେ ପୋଲିସ ଡିଜି: ମାଓ ମୁକାବିଲା ରଣନୀତିର ସମୀକ୍ଷା

ମାଲକାନଗିରି: ଲାଲଗଡ଼ରେ ପୋଲିସ ଡିଜି ଅଭୟ । ଦିନିକିଆ କୋରାପୁଟ ଓ ମାଲକାନଗିରି ଗସ୍ତରେ ଯାଇ ମାଓ ମୁକାବିଲା ରଣନୀତିର ସମୀକ୍ଷା କରିଛନ୍ତି ଡିଜିପି ଅଭୟ । ପ୍ରଥମେ ସେ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା  ସ୍ୱାଭିମାନ ଅଞ୍ଚଳ ଘନବେଡ଼ାରେ ହୋଇଥିବା ନୂତନ ବିଏଏଫ୍ କ୍ୟାମ୍ପରେ ପହଞ୍ଚିଥିଲେ…

ଅବହେଳିତ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି

ରାୟଗଡ଼ା: ଅବହେଳିତ ଅବସ୍ଥାରେ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି। ଭାରତର ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ମୂର୍ତ୍ତି ଅବହେଳିତ ଅବସ୍ଥାରେ ରହିଛି। ଏହି ପ୍ରତିମୂର୍ତ୍ତିକୁ ମରାମତି କରିବାକୁ କାହାର ଆନ୍ତରିକତା ନାହିଁ । ରାୟଗଡ଼ା। ବିଷମକଟକ ବ୍ଲକ ଚାଟିକଣା ଗ୍ରାମର…

ପୁରୀରେ ଫସଲ କ୍ଷୟକ୍ଷତିର ଆକଳନ କଲେ କେନ୍ଦ୍ରୀୟ ଟିମ୍

ପୁରୀ: ପୁରୀରେ କେନ୍ଦ୍ରୀୟ ଟିମ୍  । ଫସଲ କ୍ଷୟକ୍ଷତିର ଆକଳନ କଲେ କେନ୍ଦ୍ରୀୟ ଟିମ୍ । ବାତ୍ୟା ଜୱାଦ ଜନିତ ଫସଲ କ୍ଷୟକ୍ଷତି ଆକଳନ ପାଇଁ ପୁରୀ ଜିଲ୍ଲାର ବିଭିନ୍ନ ଅଂଚଳ କ୍ଷେତ୍ର ପରିଦର୍ଶନ କରିଛନ୍ତି  । କେନ୍ଦ୍ରୀୟ ଟମ୍ ସହିତ ରାଜ୍ୟର ବରିଷ୍ଠ ଅଧିକାରୀ ଏବଂ ପୁରୀ ଜିଲ୍ଲାର ପ୍ରଶାସନିକ…

୪ରୁ ୫ ଦିନରେ ବର୍ଷା ସମ୍ଭାବନା , ପଡିବ ପ୍ରବଳ ଥଣ୍ଡା

ଭୁବନେଶ୍ୱର: ଆଗାମୀ ୪-୫ ଦିନରେ ପ୍ରବଳ ବର୍ଷା, ଆଉ ବର୍ଷା ପରେ ପଡିବ ପ୍ରବଳ ଥଣ୍ଡା । ଶୀତ ଦିନରେ ଲଘୁଚାପ ବର୍ଷା ଏବଂ ବାତ୍ୟା ଚାଷୀର ମେରୁଦଣ୍ଡ ଭାଙ୍ଗି ଦେଇଛି। ପ୍ରାୟ ଚାଷୀଙ୍କର ବର୍ଷର ଅମଳ ଉଜୁଡିଯାଇଛି। ଏହା ମଧ୍ୟରେ ଆଗକୁ ପୁଣି ବର୍ଷା ହେବାର ଆକଳନ କରି ପାଣିପାଗ ବିଭାଗ ସୂଚନା ଦେଇଛି…

ଗଞ୍ଜାମ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ: ବିଜୁ ସ୍ବାସ୍ଥ୍ୟକାର୍ଡ ବଣ୍ଟନ ସହ ପ୍ରକଳ୍ପ ଉଦଘାଟନ

ବ୍ରହ୍ମପୁର: ଗଞ୍ଜାମରେ ଲେଖା ହେଲା ସେବା ଆଉ ବିକାଶର ନୂଆ କାହାଣୀ । ସ୍ମାର୍ଟ ସ୍ୱାସ୍ଥ୍ୟସେବା ସହ ଯୋଡ଼ି ହେଲା ଗଞ୍ଜାମ । ଦିନିକିଆ ଗସ୍ତରେ ଯାଇ ଜିଲ୍ଲାବାସୀଙ୍କୁ ବିକାଶର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୨୭ ଲକ୍ଷ ପରିବାର ସ୍ମାର୍ଟକାର୍ଡ ଦ୍ୱାରା ଉପକୃତ ହେବେ…