Latest Odisha News

BREAKING NEWS

Browsing Category

ସହର

City

ବିଧାୟକ ନିଖୋଜ, କାନ୍ଥବାଡ଼ରେ ଲାଗିଲା ପୋଷ୍ଟର

ରାଉରକେଲା: ବିଧାୟକ ନିଖୋଜ ନେଇ ଲାଗିଲା ପୋଷ୍ଟର । ରଘୁନାଥପାଲ୍ଲୀର ବିଜେଡି ବିଧାୟକ ସୁବ୍ରତ ତରାଇ ନିଖୋଜ ନେଇ ପୋଷ୍ଟର ଲାଗିଛି । ରାଉରକେଲା ସେକ୍ଟର-୬ ହିଲଟପ୍ ଅଞ୍ଚଳରେ ଏଭଳି ପୋଷ୍ଟର ଦେଖିବାକୁ ମିଳିଛି । ଯେଉଁଥିରେ ଲେଖାଅଛି, ବିଜେଡି ବିଧାୟକ ସୁବ୍ରତ ତରାଇ ନିଖୋଜ । ନିର୍ବାଚନ ପରଠୁ…

ଛୁରୀ ଦେଖାଇ ଲୁଟିନେଲେ ୩ ଲକ୍ଷ ୭୦ ହଜାର ଟଙ୍କା , ପୋଲିସର ତଦନ୍ତ ଜାରି

ଗଞ୍ଜାମ : ଗଞ୍ଜାମରେ ଦିନକୁ ଦିନ ଲୁଟେରାଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି । ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ପ୍ରାୟଗୀ ରାସ୍ତାରେ ଜଣେ ବ୍ୟକ୍ତିଙ୍କ ଠାରୁ ୩ ଲକ୍ଷ ୭୦ ହଜାର ଟଙ୍କା ଲୁଟ କରିଛନ୍ତି ଦୁବୃର୍ତ୍ତ । କୃଷ୍ଣପ୍ରସାଦ ବ୍ଲକର ରବିନ୍ଦ୍ର ସାହୁ ନାମକ ଜଣେ ବ୍ୟକ୍ତି ଏହି ଲୁଟର ଶିକାର…

ମା’ ସୁରେଶ୍ୱରୀଙ୍କ ମନ୍ଦିରରୁ ଚୋରି ଘଟଣା, ୨ଅଭିଯୁକ୍ତ ଗିରଫ

ସୁୁବର୍ଣ୍ଣପୁର : ସୁୁବର୍ଣ୍ଣପୁର ସହରର ଇଷ୍ଟଦେବୀ ମା ସୁରେଶ୍ୱରୀଙ୍କ ମନ୍ଦିରରୁ ଚୋରି ଘଟଣା । ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ସୋନପୁର ପୋଲିସ । ଅଭିଯୁକ୍ତ ଦୁଇ ଜଣ ହେଉଛନ୍ତି ସୋନପୁର ସହରର ମହାଦେବ ଥପା ଓ ଶୁଶାନ୍ତ ବେହେରା । ଏମାନଙ୍କ ଠାରୁ ୧୨୦ ଗ୍ରାମର ବିସ୍କୁଟ ଜବତ କରିଛି ପୋଲିସ ।…

ସହାୟତା ଅପେକ୍ଷାରେ ଶରତ

କାମାକ୍ଷାନଗର : ଭଗବାନଙ୍କ ସୃଷ୍ଟି ବଡ ବିଚିତ୍ର । ଦୁନିଆ କଣ ଜାଣିବା ଆଗରୁ ଦୃଷ୍ଟିହୀନ । ଅଳି ଅଝଟ ବୁଝିବା ପାଇଁ ପାଖରେ ମା' ନାହିିଁ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ଆମ୍ବପଳାଶ ଗାଁରେ ବାଲିଜୁରୀ ସାହିର ଲାଲମୋହନ କୁଲଡି ଓ ଶୁଶିଳା କୁଲଡିଙ୍କ ୭ ବର୍ଷର ସାନ ପୁଅ ଶରତ କୁଲଡି ।…

ରାଜ୍ୟରେ ଓମିକ୍ରନ ସଂକ୍ରମିତ ଏଯାଏଁ ଚିହ୍ନଟ ହୋଇନାହାନ୍ତି

ଭୁବନେଶ୍ୱର: ରାଜ୍ୟରେ ଓମିକ୍ରନ ସଂକ୍ରମିତ ଏଯାଏଁ ଚିହ୍ନଟ ହୋଇନାହାନ୍ତି । ଏନେଇ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି । ନଭେମ୍ବର ୨୯ପରଠାରୁ ଜିନୋମ ସିକ୍ୱେନ୍ସିଂ ପାଇଁ ଆଇଏଲଏସକୁ ଯାଇଥିବା ୨୪୬ ନମୂନାରେ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ନଭେମ୍ବର ମାସରେ ପୂର୍ବରୁ ୧୪୧ ନମୂନା…

[ଭିଡିଓ] ଏସଓପି କଡାକଡି ପାଳନ ହେଉଛି, ଥଣ୍ଡା ଜ୍ଵର ହେଲେ ସ୍କୁଲ ଆସିବା ମନା : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ସ୍କୁଲ ଗୁଡିକରେ ସଂକ୍ରମଣ ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଲେ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ । ଥଣ୍ଡା ଜ୍ଵର ହେଲେ କୌଣସି ପିଲା ସ୍କୁଲ ନଆସନ୍ତୁ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି । ସ୍କୁଲରେ ସଂକ୍ରମଣ ଏତେଟା ନାହିଁ ।ଅଭିଭାବକ ମାନେ ଚାହିଁଲେ ପିଲାମାନଙ୍କୁ…

ପୁରୀ ଶ୍ରୀମନ୍ଦିରରେ ଯୌନ ନିର୍ଯାତନା ଅଭିଯୋଗ, ଗିରଫ ହେଲେ ବରିଷ୍ଠ ସେବାୟତ

ପୁରୀ : ଶ୍ରୀମନ୍ଦିରରେ ଯୌନ ନିର୍ଯାତନା ଅଭିଯୋଗ। ପୁରୀ ଶ୍ରୀମନ୍ଦିରର ବରିଷ୍ଠ ସେବାୟତଙ୍କ ନାଁରେ ଏପରି ସାଙ୍ଘାତିକ ଅଭିଯୋଗ ଆସିଛି। ଜଣେ ଦୃଷ୍ଟିହୀନ ସେବାୟତଙ୍କ ନାବାଳକ ପୁଅକୁ ବରିଷ୍ଠ ସେବାୟତ କିଛି ଦିନ ହେଲା ଯୌନ ନିର୍ଯାତନା ଦେଇଆସୁଥିଲେ । ଏନେଇ ଆଜି ସେବାୟତ ଜଣକ ସିଂହଦ୍ୱାର ଥାନାରେ…

ରାଜ୍ୟରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ବଢ଼ିବ ଶୀତ, ୩ ରୁ ୪ ଡିଗ୍ରୀ ଖସିପାରେ ପାରଦ

ଭୁବନେଶ୍ୱର : ରାଜ୍ୟରେ କୋହଲା ପାଗ ପରେ ପୁଣି ବଢ଼ିବ ଶୀତ । ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ବଢ଼ିବ ଶୀତ। ୩ ରୁ ୪ ଡିଗ୍ରୀ କମିପାରେ ପାରଦ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ରହିବା…

ନିଖୋଜ କାଦୁଆ ପଞ୍ଚାୟତ ସରପଞ୍ଚଙ୍କ ମୃତଦେହ ଉଦ୍ଧାର

କାମାକ୍ଷାନଗର: ନିଖୋଜ କାଦୁଆ ପଞ୍ଚାୟତ ସରପଞ୍ଚଙ୍କ ମୃତଦେହ ଉଦ୍ଧାର । ଢ଼େଙ୍କାନାଳ ଜିଲ୍ଲା ମହୁଲପାଳ ଗାଁ ନାମଯୋଡ଼ି ଜଙ୍ଗଲରୁ ସରପଞ୍ଚ ବିବେକାନନ୍ଦ ମହାକୁଡ଼ଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ, ଗତ ୭ତାରିଖ ଦିନ ଅପରାହ୍ନଠାରୁ ନିଖୋଜ ଥିଲେ ବିବେକାନନ୍ଦ…

ବିଧାନସଭାକୁ ଧସେଇ ପଶିବାକୁ ଉଦ୍ୟମ କଲା ବେଳେ ପୋଲିସ ଓ ଛାତ୍ର କଂଗ୍ରେସ କର୍ମୀ ମୁହାଁମୁହିଁ

ଭୁବନେଶ୍ୱର : କଂଗ୍ରେସ ପକ୍ଷରୁ ଆଜି ବିଧାନସଭା ଘେରିବାକୁ ଆନ୍ଦୋଳନ କରାଯାଇଥିଲା। ଛାତ୍ର କଂଗ୍ରେସ ଆଜି  ମମିତା ପ୍ରସଙ୍ଗକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛି। କଂଗ୍ରେସ କର୍ମୀମାନେ ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ପୋଲିସ ଓ ଛାତ୍ର କଂଗ୍ରେସ କର୍ମୀ ଧସ୍ତା…