Latest Odisha News

BREAKING NEWS

Browsing Category

ସହର

City

କ୍ୟାମେରାରେ କଏଦ ହେଲା କଳାବାଘ

ଦଶପଲ୍ଲା : କ୍ୟାମେରାରେ କଏଦ ହେଲା କଳାବାଘ । ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ତ ବାଣିଗୋଛାର ବାଈଶୀପଲ୍ଲୀ ଅଭୟାରଣ୍ୟ ଅଂଚଳରେ ଏକ ବିରଳ କଳା ଚିତାବାଘ ଚିହ୍ନଟ କରାଯାଇଛି । ଅଭୟାରଣ୍ୟ ମଧ୍ୟରେ ଲାଗିଥିବା ଟ୍ରାପ୍ କ୍ୟାମେରାରେ ଏହି ବାଘ ଚିହ୍ନଟ ହୋଇଛି। ଏହାର ବୟସ ପ୍ରାୟ ୩ରୁ ୪ ବର୍ଷ…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରେ ସଙ୍ଗରୋଧରେ ୧୧୫ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୮୦ ଜଣ କୋଭିଡ଼ ସଂକ୍ରମିତ ରହିଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୪ଜଣ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ସରିଲା ୭ ଦିନିଆ ମହଲତ, ଆଜି ଏସଡିଜେଏମ୍ କୋର୍ଟରେ ହୋଇପାରେ ଶୁଣାଣି

ବ୍ରହ୍ମପୁର: ସରିଲା ୭ ଦିନିଆ ମହଲତ, ଆଜି ଏସଡିଜେଏମ୍ କୋର୍ଟରେ ହୋଇପାରେ ଶୁଣାଣି  । ବ୍ରହ୍ମପୁରର ଦମ୍ପତି ଡାକ୍ତର ସୁମିତ ସାହୁ ଓ ତପସ୍ୱିନୀଙ୍କ ମାମଲାର ଆଜି ଏସଡିଜେଏମ୍ କୋର୍ଟରେ ଶୁଣାଣି ହୋଇପାରେ । କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଉଭୟ ଆସ୍କାରେ ଏକ ଘରେ ୭ ଦିନ ପାଇଁ ରହିଥିଲେ । ଆଜି…

କୂଅରେ ପଡ଼ି ଯୁବକଙ୍କ ମୃତ୍ୟୁ

କାମାକ୍ଷାନଗର: କୂଅରେ ପଡ଼ି ଯୁବକଙ୍କ ମୃତ୍ୟୁ । ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବସୋଇ ଗାଁରେ ଘଟିଛି ଏହିଭଳି ଅଘଟଣା । ମୃତ ଯୁବକ ଜଣକ ହେଲେ ବସୋଇ ଗାଁ ଗୋଠବୁରୀ ସାହିର ବିରଞ୍ଚି ସାହୁ । ସୂଚନା ଅନୁସାରେ, ଗତ କାଲି ରାତିରେ ବିରଞ୍ଚି ନିଜ ପଡ଼ୋଶୀଙ୍କ ଘରକୁ ଯାଉଥିବାବେଳେ ଅସାବଧାନତା…

ଆଜି ଶ୍ରୀମନ୍ଦିରରେ ଓଢ଼ଣଷଷ୍ଠୀ ପାଳିତ, ମହାପ୍ରଭୁଙ୍କୁ ଲାଗି ହେଲା ଶୀତବସ୍ତ୍ର

ପୁରୀ: ଗୁରୁବାର ଶ୍ରୀମନ୍ଦିରରେ ଓଡ଼ଣଷଷ୍ଠୀ ପାଳିତ ହୋଇଛି । ଏହି ଅବସରରେ ଶ୍ରୀଜୀଉମାନଙ୍କୁ ଘୋଡ଼ଲାଗି କରାଯାଇଛି । ଗତକାଲି ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ରାତ୍ର ଚନ୍ଦନ ଲାଗି ବଢ଼ିବା ପରେ ପତନୀ, ଘୋଡ଼, ଖଣ୍ଡୁଆ ଘୋଡ଼, ପାଗ, ମଦନ ମୋହନଙ୍କୁ କବର, ବିମଳା, ଶ୍ରୀଦେବୀ ଓ ଭୂଦେବୀଙ୍କ ଘୋଡ଼…

ଓଡ଼ିଶାରେ ଅଧାରୁ ସ୍କୁଲ ଛାଡିଥିବା ପିଲାଙ୍କ ତାଲିକା ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଓଡ଼ିଶାରେ ଅଧାରୁ ପାଠ ପଢ଼ା ଛାଡି ଥିବା ପିଲାଙ୍କ ତାଲିକ ଦାଖଲ କଲେ ରାଜ୍ୟ ସରକାର। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି କି ୨୦୨୦-୨୧ରେ ପିଲା ଅଧାରୁ ପାଠ ପଢ଼ା ଛାଡି ଦେଇଛନ୍ତି। କରୋନା କାଳରେ ପିଲାମାନେ ପାଠପଢ଼ା ଛାଡୁଛନ୍ତି। ଏହି ରିପୋର୍ଟ ଅନୁସାରେ…

ରାସ୍ତା ନିର୍ମାଣରେ ଅନିୟମିତତା ନେଇ ଗ୍ରାମବାସୀଙ୍କ ଧାରଣା

କାମାକ୍ଷାନଗର:  ଗାଁ କୁ ଭଲ କଂକ୍ରିଟ ରାସ୍ତା ଖଣ୍ଡିଆ ନାହିଁ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ବସୋଇ ପଞ୍ଚାୟତ ଯୌତୁକପଶି ଗାଁରେ ରାସ୍ତା ନିର୍ମାଣକୁ ନେଇ ଗ୍ରାମବାସୀଙ୍କ ବିରୋଧ ଦେଖିବାକୁ ମିଳିଛି । ଗାଁରେ କଂକ୍ରିଟ ରାସ୍ତା ଉପରେ ମାଟି ବିଛାଇ ଅନ୍ୟ ଏକ କଂକ୍ରିଟ ରାସ୍ତା ନିର୍ମାଣ…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

କେନ୍ଦୁଝର: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମାଇ ହାତୀର ମୃତ୍ୟୁ । କେନ୍ଦୁଝର ବନଖଣ୍ଡ ସଦର ବନାଞ୍ଚଳ ନରଣପୁର ସେକ୍ସନର ନେକଡ଼ାଘର ଜଙ୍ଗଲରେ ଘଟିଛି ଏହି ଅଘଟଣ । ଆଜି ଭୋରରୁ ୧୮ ଟିକିଆ ହାତୀ ପଲ ନେକଡ଼ାଘର ଜଙ୍ଗଲରେ ବୁଲିଥିଲେ । ସେହି ସମୟରେ ଏକ ମାଈ ହାତୀ ୩୩ କେଭି ତାର ସଂସ୍ପର୍ଶରେ…

ଆଖୁ ଲୋଭରେ କୂଅରେ ପଡିଲା ଭାଲୁ

ଅନୁଗୁଳ: ଆଖୁ ଖାଇବା ଲୋଭରେ କୂଅରେ ଖସିପଡ଼ିଲା ଭାଲୁ । ଛେଣ୍ଡିପଦା ବ୍ଲକ ଝିଣ୍ଟିପାଳ ଗାଁ ମୁଣ୍ଡରେ ଥିବା ଆଖୁ କିଆରୀକୁ ଏକ ଭାଲୁ ଆଖୁ ଖାଇବାକୁ ପଳାଇ ଆସିଥିଲା । ତେବେ ଆଖୁ ଖାଉଥିବା ବେଳେ ଆଖୁ କିଆରୀ ନିକଟରେ ଥିବା ଏକ ଖୋଲା କୂଅରେ ପଡି ଯାଇଥିଲା ଭାଲୁ । ଭାଲୁଟିର ଚିତ୍କାର ଶୁଣି ସ୍ଥାନୀୟ…

[ଭିଡ଼ିଓ] କରୋନା ପ୍ରଭାବିତଙ୍କୁ ସାହା ‘ଅମୃତ’

ମାଲକାନଗିରି: କରୋନା ମହାମାରୀରେ ବହୁତ ଲୋକ ସର୍ବହରା ହୋଇପଡ଼ିଛନ୍ତି । କିଛି ପରିବାର ହରାଇଥିବା ବେଳେ କିଛି ବେରୋଜଗାରିଆ ପାଲଟି ଯାଇଛନ୍ତି । ଏବେ ବି ଲୋକଙ୍କ ଆର୍ଥିକ ସ୍ଥିତି ସୁଦୃଢ ହୋଇନି । ମାଲକାନଗିରି ଜିଲ୍ଲାର ସେହିଭଳି କିଛି ଗରିବ ଲୋକଙ୍କୁ ସାହାଯ୍ୟର ହାତ ବଢାଇଛନ୍ତି ଆନନ୍ଦମାର୍ଗ…