Latest Odisha News

BREAKING NEWS

Browsing Category

ସହର

City

ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଜିଲ୍ଲାର ଶହ ଶହ ଶ୍ରମିକ ଓ ଶ୍ରମିକ ନେତାଙ୍କ ବିକ୍ଷୋଭ

ନୂଆପଡ଼ା: ନିର୍ମାଣ ଶ୍ରମିକ, ଦାଦନ ଶ୍ରମିକ ଓ ମନରେଗା ଶ୍ରମିକଙ୍କ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ । ନୂଆପଡ଼ା ଜିଲ୍ଲା ଶ୍ରମିକ ମହାସଂଘ ତରଫରୁ ଆବାହକ ଯଦୁମଣି ପାଣିଗ୍ରାହୀଙ୍କ ନେତୃତ୍ୱରେ ଏହି ଧାରଣା ଦିଆଯାଇଛି । ୧୧ଦଫା ଦାବି ପତ୍ର…

ରାଜ୍ୟରେ ଗତ ୨୪ଘଣ୍ଟାରେ ୨୫୫ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୨୫୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୨ଜଣ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ସଂକ୍ରମଣରୁ ୧୦୩ଜଣ କୋଭିଡ଼ ପଜିଟିଭ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ଘନ କୁହୁଡ଼ିର ଆସ୍ତରଣ: ଗାଡ଼ି ଚଳାଚଳ ପ୍ରଭାବିତ

କାମାକ୍ଷାନଗର: ବାତ୍ୟା ଜୱାଦ ପରେ ପ୍ରଥମ ଥର ପାଇଁ କାମାକ୍ଷାନଗର ଉପଖଣ୍ଡରେ ଘନ କୁହୁଡ଼ିର ଆସ୍ତରଣ । କୁହୁଡ଼ିର ପ୍ରଭାବରେ ରାସ୍ତାରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି । ପ୍ରାୟ ୩୦ମିଟର ପର୍ଯ୍ୟନ୍ତ ସ୍ପଷ୍ଟଭାବେ ରାସ୍ତା ଦୃଶ୍ୟମାନ ହେଉନଥିଲା । ପ୍ରବଳ କୁହୁଡ଼ି ର ପ୍ରଭାବରେ କାକର ବିନ୍ଦୁ…

ବାଇକ ଡିକି ଭାଙ୍ଗି ୫୦ ହଜାର ଟଙ୍କା ଲୁଟିନେଲେ ଦୁବୃର୍ତ୍ତ

ପିପିଲି : ବାଇକ ଡିକି ଭାଙ୍ଗି ୫୦ ହଜାର ଟଙ୍କା ଲୁଟ୍। ପିପିଲି ଅଞ୍ଚଳରେ ଲୁଟେରା ମାନେ ଦିନ ଦ୍ୱି ପ୍ରହରରେ ଲୁଟି ନେଇଛନ୍ତି ଟଙ୍କା। ସୂଚନା ଅନୁସାରେ ପିପିଲି-ଜଟଣୀ ରାସ୍ତାର ଅନନ୍ତପୁର ଗ୍ରାମ୍ୟଛକ ଠାରେ ଥିବା ଏକ ଚା ଦୋକାନ ସମ୍ମୁଖରେ ଜଣେ ବ୍ୟବସାୟୀଙ୍କ ବାଇକ ଡିକିରୁ ୫୦ ହଜାର ଟଙ୍କା…

ପଦ୍ମଶ୍ରୀ ନନ୍ଦ ସାରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଭୁବନେଶ୍ୱର: ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଶୋକ ବାର୍ତ୍ତାରେ ଲେଖିଛନ୍ତି, ଶ୍ରୀଯୁକ୍ତ ନନ୍ଦ ପୃଷ୍ଟିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ । ଓଡ଼ିଶାରେ ଶିକ୍ଷାର ପ୍ରସାର ପାଇଁ ସମ୍ମାନନୀୟ ନନ୍ଦ…

ଟ୍ରକ ଧକ୍କାରେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ, ଘଟଣାସ୍ଥଳରେ ଉତ୍ତେଜନା ଜାରି

ଭଦ୍ରକ:  ଭଦ୍ରକ ବାସୁଦେବପୁର କଲେଜ ଛକରେ ଅଘଟଣ । ଆଇଟିଆଇ ଛାତ୍ରଙ୍କ ଉପରେ ଚଢିଗଲ ଟ୍ରକ ଚଢିଯିବା କାରଣରୁ ଜଣଙ୍କର ମୃତ୍ୟୁ ହୋଇଯାଇଛି। ମୃତ ଛାତ୍ର ଜଣକ ହେଉଛନ୍ତି ବିନାୟକ ପୁର ଗାଁର ସୁକା ସାହୁଙ୍କ ପୁଅ ରିଙ୍କୁ କୁମାର ସାହୁ ବୋଲି ଜଣାପଡ଼ିଛି। ରିଙ୍କୁ ଆଜି ଏକ ବାଇକରେ ଆସୁଥିବା ସମୟରେ…

[ଭିଡିଓ] ହାତୀ ଉପଦ୍ରବ ରୋକିବ ”ଲାଇଟର୍ ଗନ୍”

ଅନୁଗୁଳ : ହାତୀ ଘଉଡାଉଛି ଲାଇଟର ଗନ୍ । ଅନୁଗୁଳରେ ଦିନକୁ ଦିନ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି । ଜଙ୍ଗଲଛାଡି ଜନବସିତି ମୁହାଁ ହେଉଛନ୍ତି ହାତୀ ପଲ୍ଲ।ହାତୀକୁ ଘଉଡାଇବା ପାଇଁ ନାକେଦମ ହେଉଛି ବନ ବିଭାଗ। ଏଭଳି ପରିସ୍ଥିତିରେ ବନ୍ତଳା କଲେଇପଡ଼ା ଗାଁର ରସାନନ୍ଦ ସାହୁ ନାମକ ଜଣେ ବ୍ୟକ୍ତି…

କୌଣସି ବିଦେଶ ଫେରନ୍ତା ଓମିକ୍ରନ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ଶୁକ୍ରବାର ଜଣାପଡ଼ିବ: ଡ଼ିଏମଇଟି

ଭୁବନେଶ୍ୱର: ରାଜ୍ୟରେ ୨୪୬ ନମୂନା ଜିନମ ସିକ୍ୱେନ୍ସିଂ ଲାଗି ଯାଇଛି । ଶୁକ୍ରବାର ଜଣାପଡ଼ିବ କୌଣସି ବିଦେଶ ଫେରନ୍ତା ଓମିକ୍ରନ ଆକ୍ରାନ୍ତ ହୋଇଛନ୍ତି କି ନାହିଁ । ଡ଼ିଏମଇଟି ଡ଼ାକ୍ତର ରମାରମଣ ମହାନ୍ତି ଏହିପରି କହିଛନ୍ତି । ସେ କହିଛନ୍ତି, ଏହି ସବୁ ବୁର୍ଲା, ମୟୁରଭଞ୍ଜ ସମେତ ବିଭିନ୍ନ…

[ଭିଡ଼ିଓ ] ଆଉ ନାହାନ୍ତି ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ ସାର୍

ଯାଜପୁର: ଆଉ ନାହାନ୍ତି ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ ସାର୍ । ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ୍ ନନ୍ଦ ସାରଙ୍କର ପରଲୋକ ହୋଇଛି । ୧୦୪ ବର୍ଷ ବୟସରେ ଭୁବନେଶ୍ୱର ସମ୍ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । କିଛିଦିନ ଧରି ସେ କରୋନାରେ ଆକ୍ରାନ୍ତ ହୋଇ କଳିଙ୍ଗନଗର ଡୁବୁରୀ…

ଯାଜପୁର ପରେ ଅନୁଗୁଳରେ ୧୦ଜଣ ଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ

ଅନୁଗୁଳ: ଦୀର୍ଘ ଦିନ ଧରି ବନ୍ଦ ରହିବା ପରେ ସ୍କୁଲ, କଲେଜ ଖୋଲିଥିବାରୁ କରୋନାର ଭୟାବହତା ବ୍ୟାପିବାରେ ଲାଗିଛି । ବିଭିନ୍ନ ଜିଲ୍ଲାରୁ ସ୍କୁଲ ମାନଙ୍କରୁ ଛାତ୍ରଛାତ୍ରୀମାନେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି । ଯାଜପୁର ଜିଲ୍ଲାର ୯ଜଣ ଛାତ୍ରୀଙ୍କ ପଜିଟିଭ୍ ରିପୋର୍ଟ ବାହାରିବା ପରେ ଏବେ…