Latest Odisha News

BREAKING NEWS

Browsing Category

ସହର

City

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୫୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ୬୨ଜଣ ସ୍ଥାନୀୟ ସଂକ୍ରମଣରୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ…

ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ରେଡ଼, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ଗଜପତି: ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ରେଡ଼୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୂଆଗଡ଼ ଫରେଷ୍ଟର ଗଣେଶ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି ।  ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛନ୍ତି ଭିଜିଲାନ୍ସ ଟିମ୍ । ନୂଆଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ଓ ବାସଭବନ, ପାରଳାଖେମୁଣ୍ଡି…

ଯାଜପୁର ସରକାରୀ ଆବାସିକ ବାଳିକା ବିଦ୍ୟାଳୟରୁ ୯ଛାତ୍ରୀ କରୋନା ପଜିଟିଭ

ଯାଜପୁର: ସ୍କୁଲ, କଲେଜ ଖୋଲିବା ପରେ କାୟା ମେଲାଉଛି କରୋନା । ବୁର୍ଲା ଭିମସାର ମେଡ଼ିକାଲ କଲେଜ, ଢ଼େଙ୍କାନାଳର ଏକ ଆବାସିକ କଲେଜର ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ହୋଇଥିଲେ । ଏବେ ଯାଜପୁରରେ ମଧ୍ୟ କରୋନା ନିଜ କାୟା ମେଲାଇଛି । ଯାଜପୁର ଜିଲ୍ଲା ଦଶରଥପୁରର ଏକ ସରକାରୀ ଆବାସିକ ବାଳିକା…

ଭିମସାରରେ କୋଭିଡ଼ ଆକ୍ରାନ୍ତ ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨ଜଣ ଡ଼େଲଟା ଭାରିଆଣ୍ଟ ଚିହ୍ନଟ

ସମ୍ବଲପୁର: ବୁର୍ଲା ଭୀମସାରର କୋଭିଡ଼ ଆକ୍ରାନ୍ତ ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କ ଆସିଲା ଜେନୋମ ସିକ୍ୟୁଏନ୍ସିଂ ରିପୋର୍ଟ । ଜେନମ ସିକ୍ୟୁଏନ୍ସିଂରୁ ୨ଜଣ ଡ଼େଲଟା ଭାରିଆଣ୍ଟରେ ଆକ୍ରାନ୍ତ ଥିବା ଜଣାପଡ଼ିଛି । ପରୀକ୍ଷା ହୋଇଥିବା ୧୧ଟି ନମୂନାରୁ ଅନ୍ୟ ୯ଟି ଡ଼େଲଟାର ଅନ୍ୟ ଭାରଆଣ୍ଟରେ ଆକ୍ରାନ୍ତ ରହିଥିବା…

ଭିଜିଲାନ୍ସ ପଞ୍ଝାରେ ପୋଲିସ ଏସଆଇ , ଲାଞ୍ଚ ନେବାବେଳେ ଧରାପଡ଼ିଲେ

ଯାଜପୁର : ପୁଣି ଲାଞ୍ଚ ନେବା ବେଳେ ଧରାପଡ଼ିଲେ ପୋଲିସ ଏସଆଇ । ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଯାଜପୁର ବିଂଝାରପୁର ଥାନା ଏସଆଇ ଫକୀର ମୋହନ ସିଂ। କଲ୍ୟାଣପୁର ପଂଚାୟତ ବରିବାଗଗାଁ ର ବସନ୍ତ କୁମାର ଜେନା ଙ୍କୁ ଏକ କେଶ ରେ ସହାୟତା କରିବା ପାଇଁ ୬ହଜାର ଟଙ୍କା…

ଅନୁଗୁଳରେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ଅନୁଗୁଳ : ଗାଁରେ ମାତିଛନ୍ତି ହାତୀ । ଅନୁଗୁଳ ଜିଲ୍ଲା ନଳଚନ୍ଦ୍ରପୁର ଗାଁରେ ହାତୀ ଆକ୍ରମଣରେ ଏକ ଗାଇ ସହ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଯାଇଛି। ଦିନକୁ ଦିନ ଗାଁରେ ହାତୀ ଆତଙ୍କ ବଢ଼ିବାରେ ଲାଗିଛି । ଜଙ୍ଗଲ ଛାଡି ଏବେ ଗାଁ ମୁହାଁ ହେଉଛନ୍ତି ହାତୀ। ନଳଚନ୍ଦ୍ରପୁର ଗାଁର ବୃଦ୍ଧ ଧନେଶ୍ୱର ଭୁକ୍ତା…

ସ୍କୁଟିକୁ ପଛୁପଟୁ ଧକ୍କା ଦେଲା ଟ୍ରକ, ଚାଳକଙ୍କ ମୃତ୍ୟୁ

ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର-ବଅଁରପାଳ ୧୪୯ନମ୍ବର ରାଜପଥର ନୂଆପଡ଼ା ଗାଁ ନିକଟରେ ଦୁର୍ଘଟଣା । ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ । ଫଳରେ ଘଟଣା ସ୍ଥଳରେ ହିଁ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିଲା । ମୃତକ ଜଣକ ହେଲେ ଏକଘରିଆ ଗ୍ରାମର ସୋମ୍ୟଦତ୍ତ ଶତପଥୀ । ସୋମ୍ୟଦତ୍ତ ଭୂଷଣ…

ସମୁଦ୍ରରୁ ମାଡ଼ିଆସିଲା ଜୁଆର, ଭାସିଗଲା ଲକ୍ଷ ଲକ୍ଷ ଟଙ୍କାର ଶୁଖୁଆ

ଧାମରା: ହଠାତ୍ ସମୁଦ୍ରରୁ ମାଡ଼ିଆସିଲା ଜୁଆର । ଚାହୁଁ ଚାହୁଁ ସମୁଦ୍ର ଭିତରକୁ ଭାସିଗଲା ଲକ୍ଷ ଲକ୍ଷ ଟଙ୍କାର ଶୁଖୁଆ । ଯାହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଶୁଖୁଆ ବ୍ୟବସାୟୀ । ଧାମରାରେ ବିଳମ୍ବିତ ରାତିରେ ସମୁଦ୍ରରୁ ମାଡ଼ି ଆସିଲା ୨୦ଫୁଟ ଉଚ୍ଚର ଜୁଆର । ଶନିବାର ଅମାବାସ୍ୟା ଥିବାରୁ ସମୁଦ୍ର…

ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ

ଭୁବନେଶ୍ୱର : ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ। ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସ ଦଳରୁ ପୂର୍ବତନ ବିଧାୟକ ଡକ୍ଟର ପ୍ରଫୁଲ୍ଲ ମାଝୀଙ୍କୁ ବହିଷ୍କାର କରାଯାଇଛି। ଏନେଇ କଂଗ୍ରେସ ଦଳ ପକ୍ଷରୁ ସଂଯୋଜକ ଦୀପକ କୁମାର ମହାପାତ୍ର ଗଣମାଧ୍ୟମକୁ ସୂଚନା…

ଓଡ଼ିଶା ଫେରିଥିବା ଯାତ୍ରୀଙ୍କ ମଧ୍ୟରୁ ୪୦ ପ୍ରତିଶତ ବିଦେଶ ଫେରନ୍ତାଙ୍କ ମିଳୁନି ପତ୍ତା

ଭୁବନେଶ୍ୱର: ଓମିକ୍ରନ ନେଇ ବଢ଼ୁଛି ଚିନ୍ତା । ରାଜ୍ୟକୁ ଆସିଥିବା ବିଦେଶ ଫେରନ୍ତାଙ୍କ ସଠିକ୍ ତଥ୍ୟ ମିଳୁନି । ଓମିକ୍ରନ ଆକ୍ରାନ୍ତ ଦେଶରୁ ୮ଶହରୁ ଅଧିକ ଯାତ୍ରୀ ଓଡ଼ିଶା ଆସିଛନ୍ତି । ସେମାନଙ୍କ ମଧ୍ୟରୁ ୪୦ପ୍ରତିଶତ ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ…