Latest Odisha News

BREAKING NEWS

Browsing Category

ସହର

City

[ଭିଡ଼ିଓ] କଳିଙ୍ଗ ଷ୍ଟାଡିୟମରେ ପାଣି

ଭୁବନେଶ୍ବର: ଜୱାଦ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ସେହିଭଳି କଳିଙ୍ଗ ଷ୍ଟାଡିୟମ୍ ରେ ମ୍ୟାଚ୍ ଚାଲଇଥିବା ବେଳେ ଏଠାରେ ମଧ୍ୟ ବର୍ଷା ପ୍ରଭାବ ଦେଖିବାକୁ ମିଳିଥିଲା । ହକି ଷ୍ଟାଡିୟମରେ ପାଣି ପଶିଯାଇଥିବା ବେଳେ ଖେଳ ବାଧା ପ୍ରାପ୍ତ ହୋଇଥିଲା । ଖେଳାଯିବାକୁ ଥିବା ପ୍ରଥମ…

[ ଭିଡ଼ିଓ] ପୁରୀ ପାଖ ଦେଇ ଚାଲିଯିବ ‘ଜୱାଦ’

ଭୁବନେଶ୍ବର: ପୁରୀ ପାଖ ଦେଇ ପଶ୍ଚିମବଙ୍ଗକୁ ଚାଲିଯିବ ‘ଜୱାଦ୍’ । ସମୁଦ୍ର ଭିତରେ ଧିରେ ଧିରେ ଦୁର୍ବଳ ହେଉଛି ଜୱାଦ । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ଓଡ଼ିଶା ଉପକୂଳ ଦେଇ ଉତର ଓ ଉତର ପୂର୍ବ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ପଳାଇବା ସମ୍ଭାବନା ରହିଛି । ଏବେ ପୁରୀ ଠାରୁ ୭୦ କିଲୋମିଟର…

[ଭିଡ଼ିଓ]ଜାତୀୟ ହାର ତୁଳନାରେ ରାଜ୍ୟରେ କୋଭିଡ଼ ସ୍ଥିତି କମ୍ ରହିଛି:ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ବଢ଼ୁଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଚିଠି ପ୍ରସଙ୍ଗ । ଏନେଇ ପ୍ରତିକ୍ରିୟା ରଖିଲେ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ଜାତୀୟ ହାର ତୁଳନାରେ ରାଜ୍ୟରେ କୋଭିଡ଼ ସ୍ଥିତି ଭଲ ରହିଛି । ସନ୍ଦୀଗ୍ଧ ସକ୍ରମିତଙ୍କ…

ପ୍ରବଳ ବର୍ଷା ଯୋଗୁ ଭିଜିଲା ପାଚିଲା ଧାନ, ଚାଷୀ ମୁଣ୍ଡରେ ଚଡ଼କ

ବାଲେଶ୍ୱର : ଦୁର୍ବଳ ହେଲା ବାତ୍ୟା ଜୱାଦ୍ । ସମୁଦ୍ର କୂଳବର୍ତ୍ତୀ ଜିଲ୍ଲାମାନଙ୍କ ପ୍ରତି ସେତେଟା ବିପଦ ନାହିଁ । ଆଜି ସକାଳୁ ବାତ୍ୟା ପ୍ରଭାବରେ ପବନ ଓ ବର୍ଷା ଲାଗି ରହିଛି । ତେବେ ଏହା ବେଶି କ୍ଷତି କରିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ପବନ ଓ ବର୍ଷା…

ଖଲ୍ଲିକୋଟରେ ସର୍ବାଧିକ ୧୫୮ମିମି ବର୍ଷା ରେକର୍ଡ଼

ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକଙ୍କ ସୂଚନା ଦେଇଛନ୍ତି । ଜୱାଦ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି । ରାଜ୍ୟରେ ଖଲ୍ଲିକୋଟରେ ସର୍ବାଧିକ ୧୫୮ମିମି ବର୍ଷା ରେକର୍ଡ଼ ହୋଇଛି । ଏହାଛଡ଼ା ନୟାଗଡ଼ରେ ୧୦୭.୫, ଛତ୍ରପୁରରେ ୮୬.୬ ଓ ଭୁବନେଶ୍ୱରରେ ୪୨.୩ ମିମି,…

ମାଛ ମାରିବାକୁ ଯାଇଥିବାବେଳେ ଡ଼ଙ୍ଗା ବୁଡ଼ି ଜଣଙ୍କ ମୃତ୍ୟୁ

ଅନୁଗୁଳ: ମାଛ ମାରିବାକୁ ଯାଇଥିବାବେଳେ ଡ଼ଙ୍ଗା ବୁଡ଼ି ଜଣଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ଚାଷଗୁରୁଜାଙ୍ଗ ପଞ୍ଚାୟତ ସୁସବ ଗ୍ରାମ ନିକଟରେ ଘଟିଛି ଏହିଭଳି ଅଘଟଣ । ରେଙ୍ଗାଳି ଡ଼୍ୟାମର ଜଳଭଣ୍ଡାରକୁ ସେ ମାଛ ମାରିବାକୁ ଯାଇଥିଲେ । ମୃତକ ଜଣକ ହେଲେ ଦେବଗଡ଼ ଜିଲ୍ଲା ଠିଆନାଳ…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୮୯ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟାରେ ୧୮୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୧୩ଜଣ ସଙ୍ଗରୋଧ କେନ୍ଦ୍ରରୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୭୬ଜଣ ସ୍ଥାନୀୟ ସଂକ୍ରମଣରୁ ସଂକ୍ରମିତ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୫ଜଣ କରୋନା ପଜିଟିଭ…

ସକାଳୁ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା, ଶୁନଶାନ ରାସ୍ତାଘାଟ

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକରେ ଆଜି ସକାଳୁ ପ୍ରବଳ ବର୍ଷା । ପୁରୀଠାରୁ ୨୭୦ କିଲୋମିଟର ଦୂରରେ ରହିଛି ଜୱାଦ । ଆଜି ପ୍ରବଳ ବର୍ଷା ହେବା ଫଳରେ ଯାତାୟତରେ ବାଧାପ୍ରାପ୍ତ ହୋଇଛି । ଶୁନଶାନ ହୋଇପଡ଼ିଛି ରାସ୍ତାଘାଟ । ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମ୍ ସଂଖ୍ୟକ ବସ ଚଳାଚଳ କରୁଥିବା…

କୋରାପୁଟ ଟାଉନ ପୋଲିସ ପଞ୍ଝାରେ ୨ ଠକ

କୋରାପୁଟ : କୋରାପୁଟ ଟାଉନ ଥାନା ପୋଲିସ ପଞ୍ଝାରେ ଠକ । ଲୋକଙ୍କୁ ବିଭିନ୍ନ ସ୍କିମ ମାଧ୍ୟମରେ ଘରୋଇ ଉପକରଣ ଲୋଭ ଦେଖାଇ ଠକୁଥିଲେ ୨ ଜଣ ଯୁବକ। କୋରାପୁଟ ଟାଉନ ଥାନା ପୋଲିସ ଦୁଇଜଣ ଠକ ଯୁବକଙ୍କୁ କାବୁ କରିବା ସହ କୋର୍ଟ ଚାଲଣ କରିଛି। ୨ଟି ମୋବାଇଲ ୧୦ହଜାର ଟଙ୍କା ସହ କିଛି ଘରୋଇ ଉପକରଣ ଜବତ…

ପୁଣି ବିଗିଡିଲା ନନ୍ଦ ସାରଙ୍କ ସ୍ୱାସ୍ଥ୍ୟବସ୍ଥା

ଯାଜପୁର : ପୁଣି ବିଗିଡିଲା ନନ୍ଦ ସାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା । ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଉତ୍ତମ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥିତ ସମ୍ ହସ୍ପିଟାଲକୁ ସ୍ତାନାନ୍ତର କରାଯାଇଛି। ଗତ ୩୦ ତାରିଖରେ ତାଙ୍କ ଦେହ ଯେତେବେଳେ ଅସୁସ୍ଥ ହୋଇପଡିଥିଲା।ତାଙ୍କୁ ପ୍ରଥମେ ଯାଜପୁର ମେଡିକାଲରେ…