Latest Odisha News

BREAKING NEWS

Browsing Category

ସହର

City

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଦୂରନ୍ତ ଏକ୍ସପ୍ରେସ

ଯାଜପୁର: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଦୂରନ୍ତ ଏକ୍ସପ୍ରେସ । ଯାଜପୁର ଜିଲ୍ଲାର ହରିଦାସପୁର ଷ୍ଟେସନ ନିକଟରେ ଦୂରନ୍ତ ଏକ୍ସପ୍ରେସର ତିନିଟି ବଗି ଲାଇନଚ୍ୟୁତ ହୋଇଥିବାର ଖବର ମିଳିଛି । ୧୨୨୪୬ ନମ୍ବର ଟ୍ରେନ ବେଙ୍ଗାଲୁରୁଠାରୁ ହାୱଡ଼ା ଯିବା ବେଳେ ପୂର୍ବତଟ ରେଳପଥର ହରିଦାସପୁର ଷ୍ଟେସନ…

ଓମିକ୍ରନ୍ ଆତଙ୍କ : ଜୟପୁରରେ ଦକ୍ଷିଣ ଆଫ୍ରିକା ଫେରନ୍ତା ଗୋଟିଏ ପରିବାରରେ ୪ ପଜିଟିଭ୍ !

ଜୟପୁର : ଦକ୍ଷିଣ ଆଫ୍ରିକାରେ ଓମିକ୍ରନ୍ ଭ୍ୟାରିଆଣ୍ଟ ଆତଙ୍କ ଖେଳାଇବା ପରେ ଭାରତକୁ ମଧ୍ୟ ଘାରିଛି ଓମିକ୍ରନ୍ ଭୟ । ଏହା ମଧ୍ୟରେ ଦକ୍ଷିଣ ଆଫ୍ରିକାରୁ ରାଜସ୍ଥାନ ଜୟପୁର ଫେରିଛନ୍ତି ଗୋଟିଏ ପରିବାର । ଏମାନଙ୍କ ମଧ୍ୟରୁ ୪ଜଣ କରୋନା ପଜିଟିଭ ଥିବା ଜଣାପଡିଛି । ଦେଶରେ ଓମିକ୍ରନର ଦୁଇଟି…

ଏସିଡ଼ ମାଡ଼ରେ ଦୁଇଜଣ ଯୁବକ ଗୁରୁତର

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଗୁଲୁଣ୍ଡା ଗାଁରେ ଏସିଡ଼ ମାଡ଼ । ଗାଁର ଦୁଇ ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଏସିଡ଼ ଫିଙ୍ଗା ଫିଙ୍ଗି ହୋଇ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି । ଯୁବକ ଦୁଇଜଣ ହେଲେ ଗୁଲୁଣ୍ଡା ଗାଁର ବିକ୍ରମ ହରିପାଲ ଓ ବୃନ୍ଦାବନ ଛତ୍ରିଆ । ସୂଚନା ଅନୁସାରେ, କୌଣସି…

ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା

ଭୁବନେଶ୍ୱର: ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ବାତ୍ୟା ସମ୍ପର୍କରେ ସୂଚନା ଦେଲେ ଏସଆରସି ପ୍ରଦୀପ ଜେନା । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଆକଳନ ଅନୁସାରେ ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ୪ତାରିଖ ସନ୍ଧ୍ୟାରୁ ୫ତାରିଖ ସକାଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ ।…

[ଭିଡ଼ିଓ] ବିରୋଧୀଙ୍କ ହଟ୍ଟଗୋଳ: ଗୃହ ବାହାରେ ଗଙ୍ଗାଜଳ, ଗୋବର ପାଣି ଛିଞ୍ଚି ପ୍ରତିବାଦ

ଭୁବନେଶ୍ୱର: ଗୃହ ଆରମ୍ଭରୁ ଗୃହରେ ମମିତା ମେହେର ଝଡ଼ । ମନ୍ତ୍ରୀ ଦିବ୍ୟଶଙ୍କର ବହିଷ୍କାର ଦାବି କଲେ ବିରୋଧୀ । ମମିତା ମେହେର ମାମଲାକୁ ନେଇ ଆଜି ବିଧାନସଭାରେ ବିଜେପି ପ୍ରତିବାଦ କରିଛି । ପବିତ୍ର ଗୃହକୁ, ଗୃହ ରାଷ୍ଟମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରବେଶ କରିଥିବାରୁ ଗୃହ ଅପବିତ୍ର…

ମାଷ୍ଟରକ୍ୟାଣ୍ଟିନ ଛକରେ ଘଣ୍ଟ ବଜାଇ ବିଜେପିର ଅଭିନବ ପ୍ରତିବାଦ

ଭୁବନେଶ୍ୱର : ମାଷ୍ଟର କ୍ୟାଣ୍ଟିନ ଛକରେ ଘଣ୍ଟ ବଜାଇ ଅଭିନବ ପ୍ରତିବାଦ କରିଛନ୍ତି ବିଜେପି କର୍ମୀ । ମୁଖ୍ୟମନ୍ତ୍ରୀଙ୍କୁ ନିଦରୁ ଉଠାଇବା ପାଇଁ ଜିଲ୍ଲା ବିଜେପି କର୍ମୀମାନେ ଏଭଳି ଅଭିନବ ପ୍ରତିବାଦ କରିଛନ୍ତି । ବିଜେଡି ଶାଶନ କାଳରେ ମହିଳା ସୁରକ୍ଷିତ ନୁହଁନ୍ତି ବୋଲି ନାରା ଦେଇ ଜିଲ୍ଲା…

ନନ୍ଦନକାନନର ନୂଆ ନିର୍ଦ୍ଦେଶକ ହେଲେ ଆଇଏଫଏସ୍ ମନୋଜ ଭି ନାୟାର

ଭୁବନେଶ୍ୱର : ବଦଳିଲେ ନନ୍ଦନକାନନ ନିର୍ଦ୍ଦେଶକ । ନନ୍ଦନକାନନର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଇଛନ୍ତି ମନୋଜ ଭି ନାୟାର । ମନୋଜ ପୂର୍ବରୁ ମସୁରିରେ ଥିବା ଲାଲବାହାଦୁର ଶାସ୍ତ୍ରୀ ଜାତୀୟ ଶିକ୍ଷା ପ୍ରଶାସନ ବିଭାଗ ଡେପୁଟି ଡାଇରେକ୍ଟର ଭାବେ କାର୍ଯ୍ୟରତ ଥିଲେ। ସେ ୨୦୦୧ ଓଡ଼ିଶା କ୍ୟାଡରର…

ତୃତୀୟ ଦିନରେ ବି ମମିତା ଝଡ଼ : ପୂର୍ବାହ୍ନ ସାଢ଼େ ୧୧ଟା ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ବର: ଆଜି ତୃତୀୟ ଦିନରେ ବି ଚାଲି ପାରିଲାନି ଗୃହ । ଆରମ୍ଭରୁ ଗୃହରେ ମମିତା ଝଡ଼ ।  ବିଧାନସଭାର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ବି ଗୃହରେ ମମିତା ଝଡ଼ ଉଠିଛି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଲଗାତାର  କଂଗ୍ରେସ ଓ ବିଜେପି ସଦସ୍ୟ ହଟଗୋଳ…

ମମିତା ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି:୯ରେ ବିଧାନସଭା ଘେରାଉ କରିବ ବିଜେପି

ଭୁବନେଶ୍ବର : ବହୁ ଚର୍ଚ୍ଚିତ ମମିତା ହତ୍ୟାକାଣ୍ଡ ମାମଲା । ପୀଡ଼ିତାକୁ ନ୍ୟାୟ ପ୍ରଦାନ, ଅଭିଯୁକ୍ତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର କରିବା ଏବଂ ଘଟଣାର ସିବିଆଇ ତଦନ୍ତ ଦାବିରେ ଆସନ୍ତା ୯ତାରିଖରେ ବିଜେପି ପକ୍ଷରୁ ବିଧାନସଭା ଘେରାଉ ହେବ । ଏନେଇ…

୨୪ଘଣ୍ଟାରେ ରାଜ୍ୟରେ ୨୭୦ଜଣ କୋଭିଡ଼୍ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ଘଣ୍ଟା ଭିତରେ ୨୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ୧୫୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୧୧ଜଣ ସ୍ଥାନୀୟ ସଂକ୍ରମଣରୁ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୫୭ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା…