Latest Odisha News

BREAKING NEWS

Browsing Category

ସହର

City

ବନ୍ଧୁକ ଦେଖାଇ ଓ ବୋମା ଫୁଟାଇ ଲୁଟିଲେ ଦୁର୍ବୁତ୍ତ, ସିସିଟିଭିରେ କଏଦ ଲୁଟର ଦୃଶ୍ୟ

ଖୋର୍ଦ୍ଧା: ବନ୍ଧୁକ ଦେଖାଇ ଓ ବୋମା ଫୁଟାଇ ଲୁଟ୍ । ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଥିବା ଅଭିଯୋଗ ହୋଇଛି । ଏହିଭଳି ଘଟଣା ଖୋର୍ଦ୍ଧା ଜିଲ୍ଲା ଧଳାପଥର ବଜାରରେ ଥିବା ସୁନା ଦୋକାନରେ ଘଟିଛି । ଲୁଟ୍ ବେଳର ଦୃଶ୍ୟ ଦୋକାନରେ ଲାଗିଥିବା…

୧୨ଘଣ୍ଟାରେ ବାତ୍ୟା, ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଲା ଅବପାତ

ଭୁବନେଶ୍ୱର: ଆସନ୍ତା ୧୨ଘଣ୍ଟାରେ ବାତ୍ୟା । ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଲା ଅବପାତ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକାଳ ୫ଟା ୩୦ରେ ଗଭୀର ଅବପାତ ରୂପ ନେଇଛି ଅବପାତ । ଅଧିକ ଘନୀଭୂତ ହୋଇ ୧୨ଘଣ୍ଟାରେ ବାତ୍ୟାର ରୂପ ନେବା ସମ୍ଭାବନା । ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ…

ଆସୁଛି ବାତ୍ୟା: ପ୍ରବଳ ବର୍ଷା ସମ୍ଭାବନା, ଜୋରରେ ବହିବ ପବନ

ଭୁବନେଶ୍ୱର: ଆସୁଛି ବାତ୍ୟା । ଆଜି ବାତ୍ୟାର ରୂପ ନେବ ବଙ୍ଗୋପସାଗରରେ ଘନିଭୂତ ହୋଇଥିବା ଅବପାତ । ଏହି ଅବପାତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ବାତ୍ୟାର ରୂପ ନେବ । ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୮୫୦କିଲୋମିଟର ଦୂରରେ ରହିଛି । ୪ତାରିଖ ସକାଳ…

ଆବାସିକ କଲେଜ ପାଲଟିଲା ସୁପରସ୍ପ୍ରେଡର, ପୁଣି୧୬ ସଂକ୍ରମିତ

ଢେଙ୍କାନାଳ: ଢେଙ୍କାନାଳ ଆବାସିକ କଲେଜ ପାଲଟିଲା ସୁପରସ୍ପ୍ରେଡର। କଲେଜରୁ ପୁଣି୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟରୁ ଏହି ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଲେଜରୁ ପ୍ରଥମେ ୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ…

ମମିତା ହତ୍ୟାକାଣ୍ଡ ଘଟଣା : ୯ ଡିସେମ୍ବରରେ ବିଧାନସଭା ଘେରିବ ବିଜେପି ଯୁବ ମୋର୍ଚ୍ଚା

ଭୁବନେଶ୍ୱର : ୯ ଡିସେମ୍ବରରେ ବିଧାନସଭା ଘେରାଉ କରିବ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ।ମମିତା ହତ୍ୟା ଘଟଣାରେ ଯେପର୍ଯ୍ୟନ୍ତ ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ଗିରଫ ସହ ବହିଷ୍କାର କରାଯାଇନାହିଁ । ଯୁବ ମୋର୍ଚ୍ଚା ଆନ୍ଦୋଳନକୁ ଆହୁରି ତୀବ୍ରତର କରିବ । …

[ଭିଡ଼ିଓ] ୩୩ ଶିକ୍ଷାର୍ଥୀ କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ କଲେଜ୍ ସିଲ୍

ଢ଼େଙ୍କାନାଳ : ଶିକ୍ଷାନୁଷ୍ଠାନରେ ପୁଣି ଚିନ୍ତା ବଢ଼ାଇଛି କରୋନା ସଂକ୍ରମଣ । ୩୩ ଶିକ୍ଷାର୍ଥୀ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ ଯୁକ୍ତ ଦୁଇ ଆବାସିକ କଲେଜ୍ ସିଲ୍ କରିଦିଆଯାଇଛି । ଢ଼େଙ୍କାନାଳ ସହର କୁଞ୍ଜକାନ୍ତ ସ୍ଥିତ ଆବାସିକ କଲେଜ୍ ସିଲ୍ କରାଯାଇଛି । ତେବେ ଆବାସିକ କଲେଜ୍ ସହିତ…

ପାରିବାରିକ ମାମଲାର ଶୁଣାଣି ତାରିଖ ଧାର୍ଯ୍ୟ ପାଇଁ ଆବେଦନ

ଗୁଣୁପୁର :ପାରିବାରିକ ମାମଲାରେ ଏମଆଇଟିଏସ୍ ଇଞ୍ଜିନିୟରଂ କଲେଜର ଚେୟାରମ୍ୟାନ ବାଳକୃଷ୍ଣ ପଣ୍ଡା ପାରିବାରିକ ମାମଲାରେ ଶୁଣାଣି ତାରିଖ ଧାର୍ଯ୍ୟ ପାଇଁ ଅଦାଲତରେ ଆବେଦନ। ରାୟଗଡ଼ା ଜିଲ୍ଲାର ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନ ର ଚେୟାରମ୍ୟାନ ନିଜ ଘରୋଇ ପାରିବାରିକ ମାମଲାରେ ଛନ୍ଦି ହୋଇଥିଲେ।…

ବାତ୍ୟା ଜୱାଦକୁ ନେଇ ଚିନ୍ତାରେ ଯାଜପୁର ଜିଲ୍ଲାର ଚାଷୀମାନେ

ଯାଜପୁର : ଆସୁଛି ସାମୁଦ୍ରିକ ଝଡ 'ଜୱାଦ' । ଏଥିପାଇଁ ରାଜ୍ୟର ଉପକୂଳ ସହିତ ଅଧିକାଂଶ ଜିଲ୍ଲାରେ ବର୍ଷା ଓ ପବନ ହେବାର ସମ୍ଭାବନା ଥିବାରୁ ଚିନ୍ତାରେ ପଡ଼ିଛନ୍ତି ଯାଜପୁର ଜିଲ୍ଲାର ଚାଷୀମାନେ। ବର୍ତମାନ ବିଲରେ ପାଚିଲା ଥାନ ଲହଡି ଭାଙ୍ଗୁଥିବା ବେଳେ ବର୍ଷା ଓ ବାତ୍ୟା ପୂର୍ବରୁ କିଭଳି ଅମଳ ହେବ…

[ଭିଡ଼ିଓ] ଗାଁରେ ଆତଙ୍କ ଖେଳାଉଛି ୨୬ ଟିକିଆ ହାତୀ ପଲ

କରଞ୍ଜିଆ : ଗାଁ ଭିତରେ ଦନ୍ତା ଦୌରାତ୍ମ୍ୟ। ଦିନ ଦିପହରରେ ଗାଁରେ ପଶି ଆତଙ୍କ ଖେଳାଉଛି ୨୬ ଟିିକିଆ ହାତୀ ପଲ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ମୟୁରଭଞ୍ଜ କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜରେ । ଧାନ ଅମଳ ସମୟ ହୋଇଥିବା ବେଳେ ପାଚିଲା ଧାନ ସବୁ ନଷ୍ଟ କରିଚାଲିଛନ୍ତି । ଯାହାକୁ ନେଇ…

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ , ୩ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର:ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍ଗ ବିରୁଦ୍ଧରେ ରାଜ୍ୟ ସରକାରଙ୍କ କଠୋର ଆଭିମୁଖ୍ୟ ଜାରି । ୩ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର। ଜଣେ ଆରଆଇ ଚାକିରୀରୁ ବହିଷ୍କୃତ କରାଯାଇଛି। ଦୁଇ ଜଣ ପୂର୍ବତନ ଅଧିକାରୀଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି। ।…