Latest Odisha News

BREAKING NEWS

Browsing Category

ସହର

City

କନ୍ଧମାଳରେ ଶୀତ ପ୍ରକୋପ, ରାତିରେ ୮ରୁ ୯ଡିଗ୍ରୀ ରହୁଛି ତାପମାତ୍ରା

ଜି.ଉଦୟଗିରି: କନ୍ଧମାଳ ଜିଲ୍ଲାରେ ଲାଗି ରହିଛି ଶୀତ ପ୍ରକୋପ । ରାତି ୮ଟା ହେଲେ ବଜାର, ସାହି, ଗଳିକନ୍ଦି ସମ୍ପୂର୍ଣ୍ଣ ଖାଁ ଖାଁ ଲାଗୁଛି । କୁହୁଡି ସାଙ୍ଗକୁ ଶୀତ ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି । ଲୋକମାନେ ଶୀତର ମଜା ନେବାପାଇଁ ବ୍ୟାୟାମ କରୁଥିବା ବେଳେ କିଛି ସ୍ଥାନରେ ଲୋକମାନେ…

୨୪ ଘଣ୍ଟାରେ ରାଜ୍ୟରେ ୨୫୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ୨୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୫୯୭ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୪ ଜଣ ସ୍ଥାନୀୟ ସଂକ୍ରମିତ…

ପରିତ୍ୟକ୍ତ ବିୟର କ୍ୟାନ୍‌ରୁ ନାଗ ସାପ ଉଦ୍ଧାର

ପୁରୀ : ପରିତ୍ୟକ୍ତ ବିୟର କ୍ୟାନ୍‌ରୁ ଉଦ୍ଧାର ହୋଇଛି ନାଗ ସାପ । ପୁରୀ ବଳଙ୍ଗା ମାଧିପୁର ଗାଁର ଜଣେ ବ୍ୟକ୍ତିଙ୍କ ଘର ବାଡିପଟେ ଏହି ସାପଟିକୁ ଉଦ୍ଧାର କରାଯାଇଛି । ପରିତ୍ୟକ୍ତ ସ୍‌ଥାନରେ ପଡିଥିବା ଏକ ବିୟର କ୍ୟାନରେ ସାପଟି ଫସି ଯାଇଥିଲା । କ୍ୟାନ୍ ଭିତରେ ନାଗର ମୁଣ୍ଡ ଫସି ରହିଥିବା ବେଳେ…

ଓମିକ୍ରମ୍ ଆତଙ୍କ : ଦକ୍ଷିଣ ଆଫ୍ରିକା ପରେ ୨୩ ରାଷ୍ଟ୍ରରୁ ଚିହ୍ନଟ ହେଲେଣି ସଂକ୍ରମିତ

ଭୁବନେଶ୍ୱର: କରୋନାର ନୂଆ ପ୍ରଜାତି ‘ଓମିକ୍ରନ୍‌’ ଏବେ ୨୩ ରାଷ୍ଟ୍ରକୁ ବ୍ୟାପିଲାଣି। ଅଧିକାଂଶ ୟୁରୋପୀୟ ରାଷ୍ଟ୍ରରେ ଓମିକ୍ରନ୍‌ ଚିହ୍ନଟ ହୋଇଥିବାରୁ କଟକଣା ବଢ଼ାଇ ଦିଆଯାଇଛି । ପ୍ରଥମେ ନଭେମ୍ବର ୨୪ରେ ୟୁରୋପରେ ଓମିକ୍ରନ୍ ଚିହ୍ନଟ ହୋଇଥିବା ଘୋଷଣା ହୋଇଥିଲା । କରୋନାର ଅନ୍ୟ…

ଆସୁଛି ବାତ୍ୟା ‘ଜୱାଦ’: ଓଡିଶା ଦେଇ ଯାଉଥିବା ୯୫ଟି ମେଲ ଓ ଏକ୍ସପ୍ରେସ ବାତିଲ

ଭୁବନେଶ୍ୱର: ଓଡିଶା ଦେଇ ଯାଉଥିବା ୯୫ଟି ମେଲ ଓ ଏକ୍ସପ୍ରେସ ବାତିଲ  । ସମ୍ଭାବ୍ୟ ବାତ୍ୟା ଜୱାଦକୁ ଦୃଷ୍ଟିରେ ରଖି ୩ ଓ ୪ତାରିଖରେ ଯାତ୍ରା କରିବାକୁ ଥିବା ଟ୍ରେନକୁ ବାତିଲ କରାଯାଇଛି । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି…

ଆସୁଛି ବାତ୍ୟା, ପ୍ରବଳ ବର୍ଷାକୁ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର :ଆସୁଛି ବାତ୍ୟା ଏହି ସମୟରେ ବର୍ଷା କୁ ନେଇ ଆଲର୍ଟ ଜାରି କଲାପାଣି ପାଗ ବିଭାଗ । ଆଣ୍ଡାମାନ ସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ଲଘୁଚାପ ଆହୁରୀ ସକ୍ରିୟ ହେଉଛି । ଏହା ଉତ୍ତର ଆନ୍ଧ୍ର ଓ ଓଡିଶା ଉପକୂଳରେ ପହଁଞ୍ଚିବ । ଏହା ଫଳରେ ୩ ଡିସେମ୍ବରରେ ପ୍ରବଳ ବର୍ଷା ହେବ ବୋଲି ପାଣି ପାଗ…

ପିଇବା ପାଣି ପାଇଁ ପ୍ରତିବାଦ କଲେ ଗ୍ରାମବାସୀ

ଗୁଣୁପୁର : ପାନୀୟ ଜଳ ଯୋଗାଣ ପାଇଁ ହାଣ୍ଡି ମାଠିଆ ଧରି ପ୍ରତିଦାଦ କଲେ ଗାଁ ଲୋକ । ରାୟଗଡା ଜିଲ୍ଲା ଗୁଣୁପୁର ବ୍ଲକ ଶଗଡା ପଞ୍ଚାୟତର ଅଲାଙ୍ଗଡା ଗାଁରେ ପ୍ରାୟ ୬୦୦ଶହ ଲୋକ ବସବାସ କରନ୍ତି । ହେଲେ ଏମାନଙ୍କ ପାଇଁ ଗୋଟିଏ ନଳକୂପ ଓ ସୋଲାର ପାଇପ ରହିଛି । ତେବେ ବର୍ଷେ ତଳେ ନଳକୂପ ଅଚଳ…

ବିଧାନସଭାରେ ୧୯,୮୩୩ କୋଟିର ଅତିରିକ୍ତ ବଜେଟ୍ ଉପସ୍ଥାପିତ

ଭୁବନେଶ୍ବର : ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ । ବିରୋଧୀ ଦଳଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରି ୧୯,୮୩୩ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି । ଏହି ବଜେଟରେ ସ୍ବାସ୍ଥ୍ୟ ପାଇଁ ୨୩୧୦ କୋଟି…

ଆସୁଛି ବାତ୍ୟା ‘ଜୱାଦ’ : ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର : ଆସୁଛି ବାତ୍ୟା ଜୱାଦ । ବାତ୍ୟାର ମୁକାବିଲା ଲାଗି ଆଶ୍ରୟସ୍ଥଳୀ ଗୁଡିକ ପ୍ରସ୍ତୁତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ତଳିଆ ଅଞ୍ଚଳର ଲୋକମାନଙ୍କୁ ଆବଶ୍ୟକତା ଦେଖି ସ୍ଥାନାନ୍ତରିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଅଗ୍ନିସମ ବିଭାଗ , ଓଡ୍ରାଫ,ଏନଡିଆରଏଫ୍…

ଥଇଥାନ ଦାବିରେ ଉଠା ଦୋକାନୀଙ୍କ ବିରୋଧ

ପୁରୀ: ପ୍ରତିଶ୍ରୁତି ଦେବା ପରେ ବି ଥଇଥାନ କରାଯାଇପାରୁନି । ଯାହର ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଛନ୍ତି ବିରୋଧୀ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ବେଳାଭୂମିରେ । ବେଳାଭୂମି ଓ ରାସ୍ତାର ଦୁଇପାର୍ଶ୍ୱରେ ଥିବା ଉଠା ଦୋକାନୀଙ୍କୁ ଚଳିତ ମାସରେ ଉଚ୍ଛେଦ କରଯାଇଥିଲା । ଥଇଥାନ ନକରି…