Latest Odisha News

BREAKING NEWS

Browsing Category

ସହର

City

ସହରାଞ୍ଚଳ ଗରିବଙ୍କୁ ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା । ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ହାତ ପାଆନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ଏହି ‘ସହଯୋଗ’ । ପ୍ରାରମ୍ଭିକ ଭାବେ ୮ଟି ବିଭାଗର ୧୩ଟି ଯୋଜନା ସାମିଲ…

ସୁନାମି ପାଇଁ ପ୍ରାକ୍‌ ପ୍ରସ୍ତୁତି; ୬ ଜିଲ୍ଲାରୁ ଚିହ୍ନଟ ହେବ ୧୦୦ରୁ ଊର୍ଦ୍ଧ୍ବ ଗାଁ

ଭୁବନେଶ୍ୱର: ଜଳବାୟୁର ପରିବର୍ତ୍ତନକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ପ୍ରାକ୍‌ ପ୍ରସ୍ତୁତି କରାଯିବ । ଏନେଇ ସୁନାମି ପ୍ରସ୍ତୁତି ଚିହ୍ନଟ ପାଇଁ ରାଜ୍ୟର ୬ଟି ଉପକୂଳବର୍ତ୍ତୀ ଜିଲ୍ଲାରୁ ୧୦୦ରୁ ଊଦ୍ଧ୍ବ ଗ୍ରାମ ଚିହ୍ନଟ କରାଯିବ । ୟୁନେସ୍କୋ-ଆଇଓସି ପକ୍ଷରୁ ସୁନାମି ରେଡୀ…

୫୧ ଲକ୍ଷ ଚାଷୀଙ୍କୁ ୧ କୋଟି ଟଙ୍କାର ସିଏମ୍ କିଷାନ ସହାୟତା ରାଶି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ବରମୁଣ୍ଡା ଓୟୁଏଟି ଫାର୍ମ ଠାରେ ରାଜ୍ୟ ସ୍ତରୀୟ କୃଷକ ଦିବସ ସମାରୋହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ସିଏମ୍ କିଷାନ ଯୋଜନାରେ ରାଜ୍ୟର ୫୦,୧୬,୯୩୮ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ୪୯,୪୮୨ ସଂଖ୍ୟକ…

ମେ’ ୩ ପରେ ବଢିବ ଦିନର ତାପମାତ୍ରା; ଆଜି ପାଇଁ ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ କାଳ‌ବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ ବିଜୁଳି ଘଡଘଡି ଓ ବର୍ଷା ହୋଇଛି । ତେବେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ୩ ଦିନ ଅର୍ଥାତ୍ ମେ’ ୩ ତାରିଖ ପରେ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା…

ଅଖିମୁଠି ଅନୁକୂଳ କରି ବିଲରେ ହଳ ବୁଲାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜଧାନୀର ଓୟୁଏଟି ଫାର୍ମରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଠାରେ ମୁଖ୍ୟମନ୍ତ୍ରୀ ଜମିରେ ବିହନ ବୁଣିବା ସହ ହଳଲଙ୍ଗଳ ଧରି ହଳ ମଧ୍ୟ କରିଛନ୍ତି । ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ…

ରାଜଧାନୀ ବିଚ୍‌ ରାସ୍ତାରେ ଜଳିଗଲେ କଲେଜ ଛାତ୍ର

ଭୁବନେଶ୍ବର: ରାଜଧାନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଇମ୍ଫୋଭାଲି ଥାନା ମଦନପୁରର ରାଜ ରାସ୍ତାରେ ଜଳିଗଲେ ଜଣେ ଘରୋଇ କଲେଜ ଛାତ୍ର । ଅର୍ଧଦଗ୍ଧ ଅବସ୍ଥାରେ ଆହତ ଛାତ୍ରଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଛାତ୍ର ଜଣକଙ୍କର ପରିଚୟ ସମ୍ବଲପୁରର ପ୍ରଦୀପ ପାଢୀ…

ପବିତ୍ର ଅକ୍ଷୟ ତୃତୀୟା; ଆଜିର ଦିନରେ କରନ୍ତୁ ଏହି ସବୁ ଦାନ, ହେବେ ସୌଭାଗ୍ୟର ଅଧିକାରୀ

ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା । ଆଜିର ଏହି ଦିବ୍ୟ ମୁହୂର୍ତରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ…

ପାକିସ୍ତାନୀ ଭାରତ ଛାଡିବା ପ୍ରସଙ୍ଗ; ଆଜି ମେଡିକାଲ ଭିସାଧାରୀଙ୍କ ପାଇଁ ସରୁଛି ସମୟସୀମା

ଭୁବନେଶ୍ବର: ଜମ୍ମୁ-କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅନେକ କଡ଼ା ପଦକ୍ଷେପ ନେଉଛନ୍ତି ଭାରତ ସରକାର । ସେଥିମଧ୍ୟରୁ ଗୋଟିଏ ହେଲା ଅଟାରୀ-ବର୍ଡରକୁ ଅସ୍ଥାୟୀ ରୂପେ ବନ୍ଦ କରିବା ଏବଂ ପାକିସ୍ତାନ ନାଗରିକଙ୍କ ଭିସା ରଦ୍ଦ କରି ସେମାନଙ୍କୁ ୪୮ ଘଣ୍ଟା ଭିତରେ…

୨ ଯାଏଁ ରାଜ୍ୟରେ କାଳବୈଶାଖୀ, ଆଜି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଅସହ୍ୟ ଖରାରେ ଛଟପଟ ହେଉଥିବା ରାଜ୍ୟବାସୀଙ୍କୁ କାଳବୈଶାଖୀ ପ୍ରଭାବରେ ଆଶ୍ବସ୍ତି ମିଳିଛି । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୫ରୁ ୧୨ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇ ତାତି କମିଛି । ସେହିପରି ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪…

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା; ଖୁବଶୀଘ୍ର ଆସିବ ଫାଇନାଲ ରିପୋର୍ଟ

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ସୂଚନା ଦେଲେ କ୍ରାଇମ୍ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର । ସେ କହିଛନ୍ତି ଯେ, ଅନ୍ତରୀଣ ଚାର୍ଜସିଟ ବଳରେ ମାମଲାର ବିଚାର ଚାଲିଛି ଏବଂ ପରିବାରର ଅଭିଯୋଗ ଓ କେତେକ ପ୍ରସଙ୍ଗ ନେଇ ତଦନ୍ତ ଚାଲିଛି । ଗୋପାଳ ଦାସଙ୍କ ଫୋନ୍ କଲ୍…