Latest Odisha News

BREAKING NEWS

Browsing Category

ସହର

City

ଅଭବାନୀୟ ଘଟଣା, ଚାଷୀଙ୍କୁ ଦଳି ମାରିଦେଲା ହାତୀ

ବଲାଙ୍ଗୀର: ବଲାଙ୍ଗୀର ଲୋଇସିଙ୍ଗାର ଭାଲୁପାଲି ଗାଁରେ ଅଭାବନୀୟ ଘଟଣା । ଜଣେ ଚାଷୀଙ୍କୁ ଏକ ହାତୀ ଦଳି ମାରିଦେଇଥିବା ସୂଚନା ମିଳିଛି । ମୃତ ଚାଷୀଜଣକ ଭାଲୁପାଲି ଗାଁର ଗୋପାଳ ପୋଢ଼ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ, ଗତ କିଛି ଦିନ ହେଲା ଲୋଇସିଙ୍ଗା ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବାରେ…

ଇଡିରେ ହାଜର ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ,ଚାଲିଛି ପଚରା ଉଚରା

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଆଜି ଇଡିରେ ହାଜର ହୋଇଛନ୍ତି । ଟାଟାରେ ଚାକିରୀ ସ୍କାମ ଓ ତାଙ୍କ ଆକାଉଣ୍ଟକୁ ବେଆଇନ ଅର୍ଥ କାରାବାର ନେଇ ସମନ ହୋଇଥିଲା। ପୂର୍ବରୁ ଦୁଇଥର ସ୍ୱାସ୍ଥ୍ୟଗତ କାରଣରୁ ଇଡିରେ ହାଜର ହୋଇନଥିଲେ ପ୍ରଦୀପ। ମାତ୍ର ଆଜି ଦିନ ୧୦ ଟାରେ ଇଡିରେ ହାଜର…

ପୁଣି ଏସସିବିର ସମ୍ପ୍ରସାରଣ ଲାଗି ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

କଟକ: କଟକ ଏସସିବି ସମ୍ପ୍ରସାରଣ ଲାଗି ପୁଣି ଉଚ୍ଛେଦ ଆରମ୍ଭ ହୋଇଛି । ଏସସିବି ସମ୍ପ୍ରସାରଣ ପାଇଁ ହିନ୍ଦ୍ ସିନେମା ହଲ ଉଚ୍ଛେଦ କରାଯାଉଛି । ଏହି ପ୍ରକ୍ରିୟାରେ ରାଣୀହାଟ କେନାଲ ରୋଡ଼ର ପୋଲଠୁ ଏସସିବି ପର୍ଯ୍ୟନ୍ତ ହେବ ଉଚ୍ଛେଦ । ଏହି ମଧ୍ୟରେ ୩୦ ଦୋକାନର ହେବ ଉଚ୍ଛେଦ । ସହରର ପୁରାତନ ହିନ୍ଦ୍…

ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୭ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୯୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୫ଜଣ ସଙ୍ଗରୋଧ କେନ୍ଦ୍ରରୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୮୨ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୫ଜଣ ରହିଛନ୍ତି ବୋଲି…

ଭିଜିଲାନ୍ସ ଜାଲରେ କନେଷ୍ଟବଳ, ଘରୁ ମିଳିଲା ୫ ଲକ୍ଷ ଟଙ୍କା

ବ୍ରହ୍ମପୁର: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନେଷ୍ଟବଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ବ୍ରହ୍ମପୁର ପୋଲିସର କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରେ ରେଡ ଚଳାଇଛି ଭିଜିଲାନ୍ସ । ଏକକାଳୀନ ତିନୋଟି ସ୍ଥାନରେ ଚାଲିଛି ଚଢ଼ାଉ।ଚଢ଼ାଉ ବେଳେ ତାଙ୍କ ଘରୁ ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା…

ସରିଲା ଶୁଭ ମହୁରତ, ସୁଟିଂ ଫ୍ଲୋରରେ ଫିଲ୍ମ “ତୋ ନା ର ମାନେ ହଁ”

ଭୁବନେଶ୍ୱର: ଧୀରେଧୀରେ ଓଲିଉଡରେ ଭିଡ ଜମିବାରେ ଲାଗିଛି । କିଛି ଫିଲ୍ମ ରିଲିଜ୍ ଅପେକ୍ଷାରେ ଥିବାବେଳେ ଆଉ କିଛି ପାଇପ୍ ଲାଇନରେ ରହିଛି । ଏହି ଧାରାରେ ଅପକମିଂ ଫିଲ୍ମ “ତୋର ନା ର ମାନେ ହଁ” ମଧ୍ୟ ସାମିଲ ହୋଇଛି । ନିକଟରେ ଏହି ଫିଲ୍ମର ଶୁଭ ମହୁରତ ସରିଥିଲାବେଳେ ଆସନ୍ତା ବର୍ଷ ରିଲିଜ୍…

ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ…

ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ମୋଦି ସରକାରଙ୍କ ନେତୃତ୍ୱରେ…

ଯାଜପୁରରେ ୬୫ଟି ରୂୂପାନ୍ତରିତ ହାଇସ୍କୁଲକୁ ଅନଲାଇନ୍ ଦ୍ୱାରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଯାଜପୁର: ଆସନ୍ତାକାଲି ଯାଜପୁର ଜିଲ୍ଲାର ୬୫ଟି ରୂପାନ୍ତରିତ ହାଇସ୍କୁଲକୁ ଅନଲାଇନ ମାଧ୍ୟମରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଯାଜପୁରର ବିରଜା ହାଇସ୍କୁଲ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଶିକ୍ଷାର ମାନଦଣ୍ଡ ବୃଦ୍ଧି କରିବାକୁ…

ରାସ୍ତାକଡ଼ରୁ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର

ପୁରୀ: ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା । ଜନ୍ମ କଲା ଶିଶୁକୁ ରାସ୍ତାକଡ଼ରେ ଫୋପାଡ଼ିଦେଇ ଚାଲିଗଲା ମା’ । କନ୍ୟା ଭ୍ରୁଣ ହତ୍ୟା ରୋକିବାକୁ ସରକାର ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି । ହେଲେ ଆଜିବି ଅନେକ ସ୍ଥାନରେ ଶିଶୁକନ୍ୟାଙ୍କୁ ରାସ୍ତାକଡ଼ରେ ଫୋପାଡ଼ି ଦେଇ ଚାଲିଯାଉଥିବା ଦୃଶ୍ୟ…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୯୧ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟା ମଧ୍ୟରେ ୧୯୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୯ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିମଧ୍ୟରୁ…