Latest Odisha News

BREAKING NEWS

Browsing Category

ସହର

City

ଭୀମସାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦କୁ ଛୁଇଁଲା

ସମ୍ବଲପୁର:  ବୁର୍ଲା ଭୀମସାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରେ ୫୯ଜଣ ଛାତ୍ରଛାତ୍ରୀ ହୋଇଥିବାବେଳେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅଛନ୍ତି । ପୂର୍ବରୁ ୫୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗତକାଲି ଆଉ ଜଣେ ଛାତ୍ର ପଜିଟିଭ୍ ହୋଇଥିବା ଜଣାପଡ଼ିଥିଲା…

ଭୁବନେଶ୍ୱରରୁ ସୁପାରୀ କିଲର ଗିରଫ

ଭୁବନେଶ୍ୱର: ରାଜଧାନୀରୁ ସୁପାରୀ କିଲର ଗିରଫ । ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରୁ ଜଣେ ସୁପାରୀ କିଲରକୁ ଗିରଫ କରିଛି କମିଶନରେଟ ପୋଲିସ । ତା ନିକଟରୁ ୨ଟି ପିସ୍ତଲ ଓ ଗୁଳି ଜବତ ହୋଇଛି । ଗିରଫ ଅଭିଯୁକ୍ତର ଘର ଜଗତସିଂହପୁର ଜିଲ୍ଲାରେ ବୋଲି ଜଣାପଡିଛି ।ଭୁବନେଶ୍ୱରରେ ଜଣେ ବ୍ୟବସାୟୀଙ୍କୁ ହତ୍ୟା…

କରୋନାର ନୂଆ ଭ୍ୟାରିଆଣ୍ଟ ଚିହ୍ନଟ ପରେ ଓଡ଼ିଶାରେ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର: ପୁଣି ଚିନ୍ତା ବଢ଼ାଇଛି କରୋନାର ନୂଆ ଭ୍ୟାରିଆଣ୍ଟ । କରୋନାର ନୂଆ ଭ୍ୟାରିଆଣ୍ଟର ମୁକାବିଲା କରିବାକୁ ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରସ୍ତୁତି । ଏଥିପାଇଁ ମାର୍ଗଦର୍ଶିକା ଜାରି କରିଛନ୍ତି ରାଜ୍ୟ ସରକାର । ସ୍କୁଲ, କଲେଜରେ ସଂକ୍ରମଣ ଚେନକୁ ରୋକିବା ପାଇଁ ସ୍ୱତନ୍ତ୍ର କ୍ୱାରେଣ୍ଟାଇନ୍…

କୋର୍ଟର ନିୟମକୁ ଅବମାନନା କଲେ ବ୍ରହ୍ମପୁରର ବଧୂ ତପସ୍ୱିନୀ

ବ୍ରହ୍ମପୁର : କୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା କଲେ ନବ ବିବାହିତା ବଧୂ । ଆଜି ବ୍ରହ୍ମପୁର ଏସଡିଜେଏମ୍ କୋର୍ଟରେ ତପସ୍ୱିନୀଙ୍କ ଶୁଣାଣି ହୋଇଛିା କୋର୍ଟ ତପସ୍ୱିନୀଙ୍କୁ ସଖୀ ସୁରକ୍ଷା ଗୃହରେ ରହିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।ହେଲେ ତପସ୍ୱିନୀ କୋର୍ଟର ନିୟମକୁ ଅବମାନନା କରିଛନ୍ତି । ସେ…

ଭିଜିଲାନ୍ସ ଜାଲରେ ଅଙ୍ଗନୱାଡି ସୁପରଭାଇଜର, ଲାଞ୍ଚ ନେବା ବେଳେ ଧରାପଡିଲେ

ସମ୍ବଲପୁର : ପୁଣି ଭିଜିଲାନ୍ସ ଜାଲରେ ଅଙ୍ଗନୱାଡି ସୁପରଭାଇଜର । ଅଙ୍ଗନୱାଡି ସୁପରଭାଇରଜ ଜଣେ ଅଙ୍ଗନୱାଡି କର୍ମୀଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଅଙ୍ଗନବାଡି ସୁପରଭାଇଜର ଜଣକ ହେଉଛନ୍ତି ସମ୍ବଲପୁର ଜିଲ୍ଲା ଜୟନ୍ତପୁର ସେକ୍ଟର ଅଙ୍ଗନୱାଡିସୁପରଭାଇଜର ସୁଲୋଚନା…

[ଭିଡିଓ] ଡାକ୍ତରଖାନା ଭିତରେ ଭାଲୁ ଆତଙ୍କ

ମାଲକାନଗିରି : ଡାକ୍ତରଖାନା ଭିତରେ ଭାଲୁ ଆତଙ୍କ । ମାଲକାନଗିରି ଜିଲ୍ଲା ମାଥେଲି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଭିତରେ ଭାଲୁ ପଶିଥିବା ଦେଖିବାକୁ ମିଳିଛି । ରାତି ୯ ଟା ପାଖାପାଖି ସମୟ ହେବ ଦୁଇଟି ଭାଲୁ ୩୨୬ ନମ୍ବର ଜାତୀୟ ରାଜପଥ ଡେଇଁ ଡାକ୍ତରଖାନା ଭିତରେ ପ୍ରବେଶ କରୁଥିବା ବେଳେ , ବେଶେ…

ଦେଖନ୍ତୁ ଭିଡିଓ : ନବରଙ୍ଗପୁରରେ ମନ୍ତ୍ରୀ ନବ ଦାସ ଓ ମନ୍ତ୍ରୀ ତୁଷାରକାନ୍ତିଙ୍କୁ ଅଣ୍ଡାମାଡ

ନବରଙ୍ଗପୁର : ପୁଣି ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡା ମାଡ । ନବରଙ୍ଗପୁର ଜିଲ୍ଲାରେ ମନ୍ତ୍ରୀ ନବ ଦାସ ଓ ମନ୍ତ୍ରୀ ତୁଷାରକାନ୍ତି ବେହେରା ସ୍ମାର୍ଟ କାର୍ଡ ବଣ୍ଟନ ପାଇଁ ଯିବେ ବେଳେ ତାଙ୍କ ଗାଡି ଉପରପକୁ ଅଣ୍ଡା ମାଡ କରିଛନ୍ତି ବିଜେପି କର୍ମୀମାନେ । ଦୁଇ ମନ୍ତ୍ରୀ ଓ ସର୍କିଟ ହାଉସରୁ ବାହାରି ସଭା…

ଆୟ ବହିର୍ଭୂତ ସମ୍ପତି ଠୁଳ ମାମଲାରେ ଆଇଟିଡିଏ ସହକାରୀ ଯନ୍ତ୍ରୀ ଗିରଫ

ବାରିପଦା : କୋଟିପତି ସହକାରୀ ଯନ୍ତ୍ରୀ ଗିରଫ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ବାରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ ସନ୍ତୋଷ ଦାସ ଗିରଫ ହୋଇଛନ୍ତି । ଗତକାଲି ଯନ୍ତ୍ରୀ ସନ୍ତୋଷ ଦାସଙ୍କ ଘରେ ଭିଜିଲାନ୍ସ ଚଢାଉ ବେଳେ ଜବତ ହୋଇଥିଲା ବିପୁଳ ସମ୍ପତ୍ତି ।ତାଙ୍କ ପାଖରୁ ୨ କୋଟି ୮୦ ଲକ୍ଷ ୫୬…

କୋର୍ଟରେ ହାଜର ହେଲେ ବ୍ରହ୍ମପୁର ନବବଧୂ ତପସ୍ୱିନୀ

ବ୍ରହ୍ମପୁର : ବ୍ରହ୍ମପୁର ବ୍ରହ୍ମାନଗର ନବବଧୂଙ୍କ ଧାରଣା କୋର୍ଟରେ । ଏସିଡିଜେଏମ କୋର୍ଟରେ ପହଁଞ୍ଚିଛନ୍ତି ଧାରଣାରେ ବସିଥିବା ନବବଧୁ ତପସ୍ୱିନୀ । ଆଜି ତାଙ୍କ ମାମଲାର କୋର୍ଟରେ ଶୁଣାଣିି ଥିବାରୁ ତପସ୍ୱିନୀ ଅଦାଲତରେ ପହଁଞ୍ଚିଛନ୍ତି । ଆଜି କୁ ୬ ଦିନ ହେଲା ତପସ୍ୱିନୀ ନିଜ ଶ୍ୱଶ୍ୱର ଘର ଆଗରେ…

ଦୁର୍ଘଟଣାରେ ମୃତ ଛାତ୍ରଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ । ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନିଜଣ ଛାତ୍ରଙ୍କର ମୃତ୍ୟୁ ହୋଇ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା…