Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟରେ ୪କୋଟି ୨୫ଲକ୍ଷ କୋଭିଡ଼ ଟିକା ଦିଆଯାଇଛି: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪କୋଟି ୨୫ଲକ୍ଷ ଡ଼ୋଜ କୋଭିଡ଼ ଟିକା ଦିଆଯାଇଛି । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏହି ମଧ୍ୟରୁ ୮୫ପ୍ରତିଶତ ପ୍ରଥମ ଡ଼ୋଜ । ଏବଂ ୪୬ ପ୍ରତିଶତ ହେଉଛି ଦ୍ୱିତୀୟ ଡ଼ୋଜ୍ ଟିକା ନେଇଛନ୍ତି । ଶିଶୁଙ୍କୁ ଟିକାକରଣରେ…

ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

ଭୁବନେଶ୍ୱର: ଜାତୀୟ ସମ୍ବିଧାନ ଦିବସ ପାଳନ ଅବସରରେ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥିଭାବେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଯୋଗଦେଇ ସମ୍ବିଧାନ ଦିବସର ଶପଥପାଠ କରାଇଥିଲେ । ଭାରତର ପ୍ରଭୂତା, ଏକତା ଓ…

ବଲାଙ୍ଗୀରରେ ଅଳିଆ ଗଦାରୁ ନବଜାତ ଶିଶୁ କନ୍ୟାର ମୃତ ଦେହ ଉଦ୍ଧାର

ବଲାଙ୍ଗୀର : ପୁଣି ଅଲୋଡା ହେଲା ଶିଶୁ କନ୍ୟା । ବଲାଙ୍ଗୀର ଜିଲ୍ଲାରେ ରାସ୍ତା କଡର ଅଳିଆ ଗଦାରୁ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର କରାଯାଇଛି । ଶିଶୁ କନ୍ୟାକୁ ରାତି ୧୨ ଟା ପାଖାପାଖି ସମୟ ହେବ କେହି ଅଳିଆ ଗଦାରେ ଫିଙ୍ଗି ଦେଇଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ସୁଦପଡା ଫାଟକ ଓଭରବ୍ରିଜ…

ବାଲେଶ୍ୱରରେ BSKY ସ୍ମାର୍ଟ କାର୍ଡ଼ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ବାଲେଶ୍ୱରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଡ଼ ଦ୍ୱାରା ଜିଲ୍ଲାର ୨୦ଲକ୍ଷ ଲୋକ ଉପକୃତ ହେବେ । ବାଲେଶ୍ୱରବାସୀଙ୍କୁ ୧୪୭୬କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୩୭୬କୋଟି…

[ଭିଡିଓ] କଲଭର୍ଟ ତଳେ ମା ସହ ଦୁଇ ଛୁଆ ଭାଲୁ , ଲୋକେ ଭୟଭୀତ

ନବରଙ୍ଗପୁର : କଲଭର୍ଟ ତଳେ ଛୁଆ ଜନ୍ମ କଲା ଭାଲୁ । ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଖୁଣ୍ଟିଆ ଗାଁରେ । କିଛି ଦିନ ପୂର୍ବରୁ ନବରଙ୍ଗପୁର ଜିଲ୍ଲା ପାପଡା ହାଣ୍ଡି ରେ ମଧ୍ୟରେ ଭାଲୁ ଆତଙ୍କ ଖେଳିଥିଲା । ହେଲେ ଏବେ…

ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ଯବାନ ଗୁରୁତର

ମାଲକାନଗିରି: ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏଥିରେ ଜଣେ ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି । ଜିଲ୍ଲାର ମଦେଡ଼ ଥାନା ଜଙ୍ଗଲରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ଡ଼ିଆରଜି ବାହିନୀ ପକ୍ଷରୁ…

ଏଠି ଖଟରେ ଶୋଇବା ମନା, ବିଶ୍ୱାସ ନା ଅନ୍ଧବିଶ୍ୱାସ ?

ନୂଆପଡ଼ା: ଧନୀ ହେଉ କି ଗରିବ ମଣିଷକୁ ନିଦ ଲାଗିଲେ ଶୋଇବାକୁ ଖଟ କିମ୍ବା ପଲଙ୍କ ଖୋଜେ । ହେଲେ ଏବେବି ଏମିତି ଏକ ଗାଁ ଅଛି ଯେଉଁଠି କାହିଁ କେଉଁ କାଳରୁ ଖଟ ବ୍ୟବହାର ହୁଏନାହିଁ । ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ଲାଗେ । ନୂଆପଡ଼ା ଜିଲ୍ଲାର କୋଟଗାଁ । ଜିଲ୍ଲା ସଦର ମହକୁମାଠାରୁ ଶହେ ପାଞ୍ଚ କି.ମି…

ଆଜିଠୁ ନବମ ଶ୍ରେଣୀ ସମ୍ମେଟିଭ୍ ଆସେସମେଣ୍ଟ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ନବମ ଶ୍ରେଣୀ ସମ୍ମେଟିଭ୍ ଆସେସମେଣ୍ଟ(ଏସ୍.ଏ)-୧ ପରୀକ୍ଷା । ଏହା ୨୬ତାରିଖରୁ ଆରମ୍ଭ ହୋଇ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ । ପରୀକ୍ଷାର୍ଥୀମାନେ ନିଜ ସ୍କୁଲରେ ପରୀକ୍ଷା ଦେବେ । ଦିନକୁ ଦୁଇଟି ବିଷୟରେ ପରୀକ୍ଷା ହେବ । ପ୍ରତି ବିଷୟରେ ମୋଟ୍ ୪୦ ନମ୍ବର ପରୀକ୍ଷା କରାଯିବ…

ତଦନ୍ତ ପରେ ସାଂସଦ ଅନୁଭବ ମହାନ୍ତିଙ୍କ ବାପାଙ୍କ ପଦୋନ୍ନତି ବାତିଲ

ଭୁବନେଶ୍ୱର : ମିଛ ଯୋଗ୍ୟତା ପ୍ରମାଣ ପତ୍ର ମାମଲାରେ ସାଂସଦ ଅନୁଭବ ମହାନ୍ତିଙ୍କ ବାପାଙ୍କ ପଦୋନ୍ନତି ବାତିଲ। ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ କୁମାର ମହାନ୍ତିଙ୍କ ପଦୋନ୍ନତି ବାତିଲ କରିଛନ୍ତି। ପଦୋନ୍ନତି ବାତିଲ କରିବା ପୂର୍ବରୁ…

ବାହାଘର ଭୋଜି ଖାଇ ୪୦ରୁ ଉର୍ଦ୍ଧ୍ୱ ଲୋକ ଅସୁସ୍ଥ ହୋଇ ମେଡିକାଲରେ ଭର୍ତି

ରାଉରକେଲା : ବିବାହ ଭୋଜି ଖାଇ ୪୦ ରୁ ଅଧିକ ଲୋକ ଅସୁସ୍ଥ ହୋଇପଡିଛନ୍ତି ।ଆଜି ରାଉରକେଲା ବାସନ୍ତୀ କଲୋନୀ ନିକଟସ୍ଥ ହରିପୁର ବସ୍ତିରେ ଏପରି ଅଘଟଣ ଘଟିଛି ।ସୂଚନା ଅନୁସାରେ ହରିପୁର ବସ୍ତିରେ ଜଣେ ବ୍ୟକ୍ତିଙ୍କ ପୁଅ ଗତ କିଛି ଦିନ ପୂର୍ବରୁ ବିବାହ କରିଥିଲେ । ଗତକାଲି ସେ ନିଜର ରିସେପସନ ଭୋଜି…