Latest Odisha News

BREAKING NEWS

Browsing Category

ସହର

City

ଆଗକୁ ବଢ଼ିବ ଶୀତର ପ୍ରକୋପ

ଭୁବନେଶ୍ୱର: ଆଗକୁ ବଢ଼ିବ ଶୀତ । ଆସନ୍ତା ୨୭ତାରିଖରୁ ଉପକୂଳ ଓଡ଼ିଶାରେ ଶୀତର ପ୍ରକୋପ ବଢ଼ିବ । ଦକ୍ଷିଣ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ରାତି ତାପମାତ୍ରା ଅଢ଼େଇ ଡ଼ିଗ୍ରୀ ସେଲସିୟସ୍ କମିଯିବ । ସେହିଭଳି କେନ୍ଦ୍ରୀୟ ପଶ୍ଚିମ ଓ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାରେ ୪ଡ଼ିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ…

ଭିଜିଲାନ୍ସ ଜାଲରେ ବାରିପଦା ITDAର କନିଷ୍ଠ ଯନ୍ତ୍ରୀ

ବାରିପଦା: ଭିଜିଲାନ୍ସ ଜାଲରେ ବାରିପଦା ITDAର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ITDAର କନିଷ୍ଠ ଯନ୍ତ୍ରୀ ସନ୍ତୋଷ ଦାସଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଏକକାଳୀନ ସନ୍ତୋଷ ଦାସଙ୍କ ବାରିପଦା ସ୍ଥିତ ଭଡ଼ା ଘର, ବାଲିଆପାଳ ପୈତୃକ ଘର, ଆଇଟିଡିଏ ଅଫିସ, ଭୁବନେଶ୍ୱର,…

ଆଜି ସୁବର୍ଣ୍ଣପୁର ଓ ବୌଦ୍ଧରେ ବଣ୍ଟାଯିବ BSKY ସ୍ମାର୍ଟ କାର୍ଡ଼

ଭୁବନେଶ୍ୱର: ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡ଼ିହେବ ଆଉ ଦୁଇଟି ଜିଲ୍ଲା । ସାରା ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ଦିଆଯାଉଛି । ଆଜି ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ…

ତପସ୍ୱିନୀଙ୍କୁ ବାହା ହୋଇଛନ୍ତି ବୋଲି ମାନିଲେ ଡାକ୍ତର ସୁମିତ ସାହୁ

ବ୍ରହ୍ମପୁର : ବ୍ରହ୍ମପୁର ବ୍ରହ୍ମାନଗର ଦ୍ୱିତୀୟ ଲାଇନରେ ତପସ୍ୱିନୀ ଡାକ୍ତରଙ୍କ ଘରେ ଧାରଣାରେ ବସିବା ଘଟଣାରେ ମୁହଁ ଖୋଲିଛନ୍ତି ଡାକ୍ତର ସୁମିତ ସାହୁ । ଉଭୟଙ୍କ କୋର୍ଟ ମ୍ୟାରେଜ ହୋଇଥିବା ନେଇ ସ୍ୱିକାର କରିଛନ୍ତି ସୁମିତ । ପ୍ରଥମେ ମହିଳା ଜଣକ ହିଁ ଗଣ୍ଡୋଗୋଳ କରି ୪୯୮ ମାମଲା ରୁଜୁ…

କୋଭିଡ୍ ଭାରିଆଣ୍ଟ ପରିବର୍ତ୍ତନ କଲେ ବିପଦ ଆସିପାରେ ; ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର

ଭୁବନେଶ୍ୱର : ଦେଶରେ ଏବେ କରୋନା ସଂକ୍ରମଣ ହାର କମ୍ ରହୁଥିବା ବେଳେ ରାଜ୍ୟରେ ସଂକ୍ରମଣ କମ୍ ରହିଛି।ତେବେ ଏହା ଯେମିତି ଆଗକୁ ଆହୁରୀ କମିବ ସେନେଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଆଖ ପାଖ ଦେଶରୁ ଆମ ଦେଶକୁ କରୋନା ସଂକ୍ରମଣ…

ଦୁର୍ଘଟଣାଗ୍ରସ୍ତଙ୍କୁ ଆପାତକାଳୀନ ସହାୟତା ଓ ସେବା ପ୍ରଦାନ ସମ୍ପର୍କିତ ପ୍ରଶିକ୍ଷକ ପ୍ରଶିକ୍ଷଣ କର୍ମଶାଳା

ବାଲେଶ୍ୱର: ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତିଙ୍କୁ ଆପାତ୍ତକାଳୀନ ସହାୟତା ଓ ସେବା ପ୍ରଦାନ ସମ୍ପର୍କିତ ପ୍ରଶିକ୍ଷକ ପ୍ରଶିକ୍ଷଣ କର୍ମଶାଳା ପ୍ରୋଜେକ୍ଟ ରକ୍ଷକ ଆରମ୍ଭ ହୋଇଛି । ବାଲେଶ୍ୱର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଆନୁକୂଲ୍ୟରେ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ସମ୍ମିଳନୀ କକ୍ଷରେ ଦୁଇ…

ଓକାକ ସିଇଓଙ୍କୁ ସାଇବର ଠକେଇ ମାମଲା: ଅନେକ ଗ୍ୟାଙ୍ଗଙ୍କ ସାମିଲକୁ ନେଇ ଆସିଲା ତଥ୍ୟ

ଭୁବନେଶ୍ୱର: ଓକାକ୍ ସିଇଓଙ୍କୁ ସାଇବର ଠକେଇ ମାମଲାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଏଡ଼ିଜି ସଞ୍ଜୀବ ପଣ୍ଡା । ପାସ୍କେଲ ମୁଖ୍ୟ ଅଭିଯୁକ୍ତ ନୁହେଁ, ଆହୁରି ଅନେକ ଗ୍ୟାଙ୍ଗ ଏଥିରେ ସାମିଲ ଅଛନ୍ତି । ଓକାକ ସିଇଓଙ୍କ ହ୍ୱାଟସଆପ୍ ହ୍ୟାକ୍ ମାମଲାରେ ୨ଜଣଙ୍କ ଅଭିଯୁକ୍ତଙ୍କୁ…

ଗ୍ୟାସ ଦର ବୃଦ୍ଧିକୁ ନେଇ ଜୟପୁରରେ ବିଜେଡିର ଆନ୍ଦୋଳନ

କୋରାପୁଟ : ଆଜି ତୃତୀୟ ଦିନରେ ପହଁଞ୍ଚିଛି ଗ୍ୟାସ ଦର ବୃଦ୍ଧି ନେଇ ବିଜେଡିର ଆନ୍ଦୋଳନ । ଗ୍ୟାସ ସିଲିଣ୍ଡରର ଦାମ ୯୩୦ ଟଙ୍କାରେ ପହଁଚିଛି । ଦରଦାମ ଅହେତକୁ ବୃଦ୍ଧି ପ୍ରତିବାଦରେ ଆଜି ଜୟପୁରରେ ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଜେଡି ନେତ୍ରୀ ଇନ୍ଦିରା ନନ୍ଦଙ୍କ…

ମୁଖ୍ୟମନ୍ତ୍ରୀଙ୍କ କାରକେଡ଼ ଉପରକୁ ଅଣ୍ଡା ମାଡ଼

ପୁରୀ: ମୁଖ୍ୟମନ୍ତ୍ରୀଙ୍କ କାରକେଡ଼୍ ଉପରକୁ ଅଣ୍ଡା ମାଡ଼ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଗସ୍ତକୁ ବିରୋଧ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଫେରିବାବେଳେ ମେଡ଼ିକାଲ ଛକରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ଼୍ ଉପରକୁ ଅଣ୍ଡା ମାଡ଼ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ…

[ଭିଡିଓ] କଟକର କୁନି ପ୍ରତିଭା ଆସ୍ପୃହା ଆଚାର୍ଯ୍ୟ

କଟକ : ଇଚ୍ଛା ଶକ୍ତି ଥିଲେ ଅସମ୍ଭବ ବି ସମ୍ଭବ ହେବ ହୁଏ । କଟକର ରାଜେନ୍ଦ୍ର ନଗରର କୁନି ପ୍ରତିଭା ହେଉଛନ୍ତି ଆସ୍ପୃହା ଆଚାର୍ଯ୍ୟ । ବୟସରେ ବହୁତ ଛୋଟ ହୋଇଥିଲେ ବି ବିଭିନ୍ନ ଡାନ୍ସରେ ଅଭିନୟ ଓ ଆର୍ଟ କରି ସମସ୍ତଙ୍କ ମନକୁ ଜିଣି ପାରିଛନ୍ତି ସେ । କେତେବେଳେ ବିଭିନ୍ନ ଦେବାଦେବୀଙ୍କ ସଙ୍ଗୀତରେ…