Latest Odisha News

BREAKING NEWS

Browsing Category

ସହର

City

[ଭିଡ଼ିଓ] ବିଧାନସଭାରେ ହୋହଲ୍ଲା ମନା: ବାଚସ୍ପତି

ଭୁବନେଶ୍ବର: ବିଧାନସଭାରେ ହୋହଲ୍ଲା ମନା ।  ପ୍ରଶ୍ନକାଳ ବା ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ  ହୋହଲ୍ଲା  କରିପାରିବେନି । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସିମଲାରେ ଅନୁଷ୍ଠିତ ବିଭିନ୍ନ ରାଜ୍ୟମାନଙ୍କର ବାଚସ୍ପତିଙ୍କ ବୈଠକରେ ଏହି…

ଓକାକ୍ ସିଇଓଙ୍କ ହ୍ୱାଟସଆପ୍ ହ୍ୟାକ୍ ମାମଲା, ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଓକାକ୍ ସିଇଓ ମନୋଜ କୁମାର ପଟ୍ଟନାୟକଙ୍କ ହ୍ୱାଟସ ଆପ୍ ହ୍ୟାକ୍ କରି ଟଙ୍କା ଲୁଟିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ସାଇବର ଠକେଇର ମୁଖ୍ୟ ଅଭିଯୁକ୍ତକୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି । ଅଭିଯୁକ୍ତର ନାମ ଅକ୍ୟୁଦୁରୀ ପାସ୍କେଲ । ସେ ଜଣେ ନାଇଜେରିଆନ୍ । ସୂଚନା…

ପାନୀୟ ଜଳ ସମସ୍ୟାକୁ ନେଇ ରାସ୍ତାରୋକ

କାମାକ୍ଷାନଗର : ପାନୀୟ ଜଳ ସମସ୍ୟାକୁ ନେଇ ରାସ୍ତାରୋକ। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତି ବିଭାଗ ରାସ୍ତାରେ ମହୁଲା ଛକ ନିକଟରେ ଗରା ବାଲଟି ଥୋଇ ରାସ୍ତାରୋକ କଲେ ଶତାଧିକ ଗ୍ରାମବାସୀ । ଦୀର୍ଘଦୀନ ହେବ ଗ୍ରାମବାସୀ ପାନୀୟ ଜଳ ସମସ୍ୟାକୁ ନେଇ ସ୍ଥାନୀୟ…

[ଭିଡ଼ିଓ]ଭିଜିଲାନ୍ସ ଜାଲରେ ବରଗଡ଼ ଅତିରିକ୍ତ ଡ଼ିଏସଡ଼ବ୍ଲୁଓ

ବରଗଡ଼: ଭିଜିଲାନ୍ସ ଜାଲରେ ବରଗଡ଼ ଜିଲ୍ଲା ଅତିରିକ୍ତ ଡ଼ିଏସଡ଼ବ୍ଲୁଓ ଚନ୍ଦ୍ରା ସାହୁ । ସକାଳୁ ଚନ୍ଦ୍ରା ସାହୁଙ୍କ ବରପାଲିସ୍ଥିତ ନିଜ ବାସଭବନରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଏହାସହ ବରଗଡ଼ ଜିଲ୍ଲା ଅତିରିକ୍ତ ଡ଼ିଏସଡ଼ବ୍ଲୁଓ ଚନ୍ଦ୍ରା ସାହୁଙ୍କ କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରାଯାଉଛି । ଆୟ…

ବାହାର ରାଜ୍ୟକୁ ଚାଲାଣ ବେଳେ ୧୭ ଶ୍ରମିକ ଉଦ୍ଧାର

କଣ୍ଟାବାଞ୍ଜି: ବାହାର ରାଜ୍ୟକୁ ଚାଲାଣ ବେଳେ ୧୭ ଶ୍ରମିକ ଉଦ୍ଧାର  । କାମ ବଦଳରେ ଅଧିକ ଟଙ୍କାର ଲୋଭ ଦେଖାଇ ରାଜ୍ୟ ବାହାରକୁ ଚାଲାଣ ବେଳେ ଧରିଲା ପୋଲିସ । ନୂଆପଡ଼ି ଜିଲ୍ଲାର ସିନାପାଲ ଅଞ୍ଚଳର ଦାଦନ ଶ୍ରମିକଙ୍କୁ ବାହାର ରାଜ୍ୟକୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଉଦ୍ଧାର କରିଛି ।…

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୧୨ କରୋନା ପଜିଟିଭ୍

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୦ ଜଣ ଶିଶୁ ଓ କିଶୋର…

ବୁର୍ଲା ଭୀମସାରରେ ୨୨ଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ

ସମ୍ବଲପୁର: ପୁଣି କରୋନା ଆତଙ୍କ । ବୁର୍ଲା ଭୀମସାରର ୨୨ଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମିତ ହୋଇଥିବା ସମସ୍ତେ ଏମବିବିଏସ ପ୍ରଥମ ବର୍ଷର ଛାତ୍ରୀ ବୋଲି ଜଣାପଡ଼ିଛି । ଚିହ୍ନଟ ହେବା ପରେ ସମସ୍ତଙ୍କୁ ବିଳମ୍ବିତ ରାତିରେ କୋଭିଡ଼ ୱାର୍ଡରେ ଭର୍ତ୍ତି କରାଯାଇଛି । ଆଜି…

ଆଜି ରାୟଗଡ଼ାରେ BSKY ସ୍ମାର୍ଟ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାୟଗଡ଼ା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା କାର୍ଡ଼ର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । ସ୍ଥାନୀୟ ଜିସିଡ଼ି ପଡ଼ିଆରେ ଏହି କାର୍ଯ୍ୟକ୍ରମ ହେବ । ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବା ପରେ ଅନ୍ୟ…

ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ଏହି ବୈଠକରେ ଆଗାମୀ ବିଧାନସଭାରେ ଆସିବାକୁ ଥିବା ଅତିରିକ୍ତ ବଜେଟ୍ ଉପରେ ମୋହର ଲାଗିବ । ଆଜି ଅପରାହ୍ନ ସାଢ଼େ ୫ଟାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ…

ପୁରୀରେ ହେବେ ଗ୍ରୀନ ଫିଲ୍ଡ ଏୟାରପୋର୍ଟ : ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ

ପୁରୀ : ଶ୍ରୀକ୍ଷେତ୍ର ପୁରୀରେ ହେବ ଗ୍ରୀନ ଫିଲ୍ଡ ଏୟାରପୋର୍ଟ । ଝାରସୁଗୁଡାରେ ଆୟୋଜିତ ଉଡାନ୍ ଉତ୍ସବରେ ଯୋଗଦେଇ କେନ୍ଦ୍ର ବେସମାରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ପୁରୀକୁ ଗ୍ରିନ୍ ଫିଲ୍ଡ ଏୟାରପୋର୍ଟ ପାଇଁ ରାଜ୍ୟକୁ ବିସ୍ତୃତ…