Latest Odisha News

BREAKING NEWS

Browsing Category

ସହର

City

ଏସଟିଏଫ୍ ପଞ୍ଝାରେ ବାଘଛାଲ ବେପାରୀ

ବୌଦ୍ଧ : ଏସଟିଏଫ୍ ପଞ୍ଝାରେ ବାଘଛାଲ ବେପାରୀ। ବୌଦ୍ଧ ଜିଲ୍ଲା କଣ୍ଟାମାଳ ରେଞ୍ଜ ଅଞ୍ଚଳରୁ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏହା ସହ ଜଣେ ଅଭିଯୁକ୍ତ ଗିରଫ ହୋଇଛି। ଗିରଫ ହୋଇଥିବା ଅଭିଯୁକ୍ତ ହେଲେ ତରୁଘାଟ ଅଞ୍ଚଳର ସଚିତନ୍ ନାଏକ। ବୌଦ୍ଧ କନ୍ଧମାଳ ସୀମାନ୍ତରେ ବାଘଛାଲ ବିକ୍ରି ପାଇଁ ଡିଲ…

[ଭିଡ଼ିଓ] ଆମିଷ ବଜାରରେ ଛାଡ଼ଖାଇ ଭିଡ଼

ଭଦ୍ରକ: ଶନିବାର ଖାଁ ଖାଁ । ଆଉ ଆଜି ଆମିଷ ବଜାରରେ ଲାଗିଛି ଗହଳି । ବଜାରରେ ଖଚାଖଚ୍ ଭିଡ଼ । ମାଛ ଚିଙ୍ଗୁଡିରୁ ନେଇ ମଟନ ଯାଏ କିଣିବାକୁ ଗ୍ରାହକଙ୍କ ଲମ୍ବା ଲାଇନ୍ ଲାଗିଛି । ଅନ୍ୟ ସ୍ଥାନଭଳି ଭଦ୍ରକ ବଜାରରେ ବି ସକାଳୁ ସକାଳୁ ଲାଗିଛି ଗହଳି । ମଟନ କିଲୋ ୭୦୦ଟଙ୍କା ଥିବା ବେଳେ ଚିକେନ୍ ୨୦୦…

ମମିତା ମେହେର ହତ୍ୟାକାଣ୍ଡ ମାମଲା ,ଗୋବିନ୍ଦ ସାହୁର ହ୍ୟାଣ୍ଡରାଇଟିଂ ଯାଞ୍ଚ ଆବେଦନ ଶୁଣାଣି ଘୁଞ୍ଚିଲା

କଳାହାଣ୍ଡି : କଳାହାଣ୍ଡି ମହାଲିଙ୍ଗ ସ୍କୁଲ୍ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ମାମଲାକୁ ନେଇ ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି ।ଏହି ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁର ଦସ୍ତଖତ ପରୀକ୍ଷା ଲାଗି ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ଆଦେବନ କରାଯାଇଥିଲା ।ଏହାର ଶୁଣାଣି ପାଇଁ…

ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବିରେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ବିଜେପି କର୍ମୀଙ୍କ ବିରୋଧ

ଭୁୁବନେଶ୍ୱର : ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ବିରୋଧ । ମମିତା ମେହେର ହତ୍ୟା କାଣ୍ଡକୁ ନେଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଏକାମ୍ର ମହାବିଦ୍ୟାଳୟ ସାମ୍ନାରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଜେପି କର୍ମୀମାନେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ କଳା ପତାକା…

ଜଙ୍ଗଲରୁ ମିଳିଲା ଚୋରି ନବଜାତ ଶିଶୁ କନ୍ୟା

ସୋନପୁର: ଅର୍ଜୁନପୁର ଜଙ୍ଗଲରୁ ମିଳିଲା ଶିଶୁକନ୍ୟା । ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଚୋରି ହୋଇଥିବା ପରିବାର ଲୋକ କରିଥିଲେ ଅଭିଯୋଗ । ନବଜାତ ଶିଶୁକନ୍ୟାକୁ ପୋଲିସ ଆଜି ଜଙ୍ଗଲରୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି । ଭୟରେ ଶିଶୁ ଟିକୁ ଜଙ୍ଗଲରେ ଫିଙ୍ଗି…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନସ୍ଥ ହିତାଧିକାରୀ ମାନଙ୍କୁ ଆହୁରୀ ୮ ମାସ ପାଇଁ ମାଗଣାରେ ଚାଉଳ ଯୋଗାଇ ଦେବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ…

ଦୁଇ ଭଉଣୀଙ୍କ ସଲିଳ ସମାଧି

ବାରିମୂଳ: କେନ୍ଦ୍ରାପଡା ସଦରଥାନା ଜଅଁରା ବାରିମୂଳ ଗାଁରେ ଅଘଟଣ । ପାଣିରେ ବୁଡ଼ି ଦୁଇ ଭଉଣୀଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ମଧ୍ୟରୁ ଜଣେ ୩ବର୍ଷର ଓ ଅନ୍ୟ ଜଣେ ୨ ବର୍ଷର ଝିଅ । ଯୋର ଭିତରୁ ଡଙ୍ଗା ଗୋଟାଉଥିବା ବେଳେ ଏହି ଅଘଟଣ ଘଟିଛି । ଯୋର ଭିତରୁ ଦୁଇ ଭଉଣୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି…

ରନ୍ଧନ ଗ୍ୟାସ ଦରବୃଦ୍ଧିକୁ ନେଇ ଆସନ୍ତାକାଲିଠୁ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର : ରନ୍ଧନ ଗ୍ୟାସ ଅହେତୁକ ଦରବୃଦ୍ଧିକୁ ନେଇ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବିଜେଡି । ବିଜୁ ଜନତା ଦଳ ବିଜୁ ଛାତ୍ର ଜନତା ଏବଂ ବିଜୁ ମହିଳା ଜନତା ଦଳ ତରଫରୁ ଆସନ୍ତା କାଲିଠାରୁ ୩ ଦିନ ଧରି ଓଡିଶାର ବିଭିନ୍ନ ସ୍ଥାନରେ ଆନ୍ଦୋଳନ କରିବ ବିଜେଡି । କଟକ ,ସମ୍ବଲପୁର ,ବ୍ରହ୍ମପୁର ଆରଡିସି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୂଜାର୍ଚ୍ଚନା ଆରମ୍ଭ ,୨୪ରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତା ୨୪ ତାରିଖର ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ । ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ଭିତ୍ତି ପ୍ରସ୍ତର ସ୍ଥାପନା ପୂର୍ବରୁ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି । ଏନେଇ ଯଜ୍ଞ ମଣ୍ଡପ ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଁଞ୍ଚିଥିବା ବେଳେ ଆସନ୍ତା କାଲି…

୪ ଦିନ ପରେ ପୁଣି ଫେରିବ ଶୀତ

ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ରାଜ୍ୟରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ପ୍ରାୟ ସମସ୍ତ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିଛି । ଭୁବନେଶ୍ବରରେ ସର୍ବନିମ୍ନ ତାପମାତ୍ରା ଏବେ ୨୨ ଡିଗ୍ରି ରହିଛି, ଯାହାକି ସ୍ବାଭାବିକଠାରୁ ୨ରୁ ୩ଡିଗ୍ରି ପର୍ଯ୍ୟନ୍ତ ଅଧିକ।…