Latest Odisha News

BREAKING NEWS

Browsing Category

ସହର

City

ଭିଜିଲାନ୍ସ ଜାଲରେ ଆରଆଇ କ୍ଷୀରାବ୍ଦୀ ତନେୟା ସ୍ୱାଇଁ

କୋରାପୁଟ: ଭିଜିଲାନ୍ସ ଜାଲରେ ସିମିଳିଗୁଡ଼ା ବ୍ଲକ ଦୁଧାରୀର ଆରଆଇ କ୍ଷୀରାବ୍ଦୀ ତନେୟା ସ୍ୱାଇଁ । ୧୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଥିଲା ଜୟପୁର ଭିଜିଲାନ୍ସ ଟିମ୍ । ସୂଚନା ଅନୁସାରେ, ଜୟରାମ ପାଙ୍ଗି ନାମକ ବ୍ୟକ୍ତିଙ୍କ ବିଷୟ କିଛି ତଥ୍ୟ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ତିନିମାସ…

ମମିତା ହତ୍ୟା ମାମଲା: ତଦନ୍ତର ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ: ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ସରକାରଙ୍କୁ ତଦନ୍ତର ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ । ତଦନ୍ତ କେତେଦୂର ଆଗେଇଛି ସେ ନେଇ ରିପୋର୍ଟ ମାଗିଛନ୍ତି କୋର୍ଟ । ଆସନ୍ତା ୩ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ ହୋଇଛି । ଜଷ୍ଟିସ ବିଶ୍ୱଜିତ…

ସାର୍ଟିଫିକେଟ ବଦଳରେ ନୋ କ୍ଲିଅରାନ୍ସ ଟ୍ୟାଗକୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବିରୋଧ

ଅନୁଗୁଳ: ଆନ୍ଦୋଳନରେ ବସିଛନ୍ତି ଶିକ୍ଷକ ଶିକ୍ଷୟିତ୍ରୀ । ନୋ କ୍ଲିଅରାନ୍ସ ହଟାଇବା ଦାବିରେ ଆଜି ଏକାଠି ହୋଇଛନ୍ତି ଶହଶହ ଶିକ୍ଷକ ଶିକ୍ଷୟିତ୍ରୀ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତାଳଚେରରେ ଥିବା ପୈତୃକ ଘର ଆଗରେ ବିକ୍ଷୋଭ କରିଛନ୍ତି । ୧ଲକ୍ଷ ୮୦ହଜାର ଶିକ୍ଷକ ୨୦୧୭ରେ ୨ ବର୍ଷୀୟା…

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ; ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ଦୁର୍ନୀତ ଗ୍ରସ୍ତଙ୍କ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାମ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆଜି ରାଜ୍ୟ ସରକାର ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ଼ ଯୋଜନାରେ ସାମିଲ ହେଲା କେନ୍ଦୁଝର ଜିଲ୍ଲା

କେନ୍ଦୁଝର: କେନ୍ଦୁଝରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଜରିଆରେ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହାଦ୍ୱାରା ଜିଲ୍ଲାରେ ମୋଟ୍ ୪ଲକ୍ଷ ୨୦ହଜାର ପରିବାର ପାଇବେ ସ୍ମାର୍ଟ କାର୍ଡ଼ର…

କେନ୍ଦୁଝରରେ ରାଜସ୍ୱମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଗାଡିକୁ ଅଣ୍ଡାମାଡ

କେନ୍ଦୁଝର : ପୁଣି ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାଡ । କେନ୍ଦୁଝରରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଅଣ୍ଡା ମାଡ । କେନ୍ଦୁଝର ଜିଲ୍ଲା ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବାକୁ ଯିବେ ବେଳେ କାଶୀପୁର ଠାରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଗାଡିକୁ…

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର, ଦୁଇ ଗିରଫ

ଭୁବନେଶ୍ୱର: ଏସଟିଏଫ୍ ଜାଲରେ ବଜ୍ରକାପ୍ତା ଚୋରାଚାଲାଣକାରୀ । ଏସଟିଏଫ୍ ଟିମ୍ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଜାକିକିଆ ଗାଁ ନିକଟରେ ଏନଏଚ-୫୯ରେ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି । ଏହି ଘଟଣାରେ ୨ଜଣଙ୍କୁ ଗିରଫ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସଟିଏଫ୍…

ଆସନ୍ତକାଲି ଆରଡ଼ି ପୀଠରେ ଭକ୍ତଙ୍କ ଦର୍ଶନ ବନ୍ଦ, ୧୪୪ଧାରା ଜାରି

ଭଦ୍ରକ: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଆରଡ଼ି ପୀଠରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି । ଏହାକୁ ନେଇ ପ୍ରଶାସନ ପକ୍ଷରୁ ୧୪୪ଧାରା ଜାରି କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି । ଏହାସହ ବାବାଙ୍କ…

ଗାଁକୁ ବିଦ୍ୟୁତ ସଂଯୋଗ ଦାବିରେ ରାସ୍ତାରେ ବସିଲେ ଗାଁ ଲୋକେ

ମୟୁରଭଞ୍ଜ: ଗାଁକୁ ବିଦ୍ୟୁତ ସଂଯୋଗ ହୋଇନଥିବାରୁ ଗ୍ରାମବାସୀ କଲେ ରାସ୍ତା ଅବରୋଧ । ଆଜିବି ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସାଗର ସାହି ଗାଁକୁ ମିଳିନି ବିଦ୍ୟୁତ ସଂଯୋଗ । ଦୀର୍ଘ ଦିନ ହେଲା ଗାଁକୁ ଖୁଣ୍ଟି ପଡ଼ିଛି । ହେଲେ ଆଜିଯାଏଁ ବିଦ୍ୟୁତ ସଂଯୋଗ ମିଳିପାରିନାହିଁ । ହେଲେ ବିଡ଼ମ୍ବନାର…

ପୁଣି ଭିଜିଲାନ୍ସ ଜାଲରେ ମୁଖ୍ୟ କିରାଣୀ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ମୁଖ୍ୟ କିରାଣୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟର ମୁଖ୍ୟ କିରାଣୀ ରମେଶ କୁମାର ନାଗଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ବଲାଙ୍ଗୀର ଡ଼ିଏସପିଙ୍କ ନେତୃତ୍ୱରେ ବଲାଙ୍ଗୀର, ସୋନପୁର ଓ ସମ୍ବଲପୁର ଭିଜିଲାନ୍ସ…