Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ: ବୁନ୍ଦାଏ ବି ପାଣି ନଷ୍ଟ କରନ୍ତୁ ନାହିଁ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଆଜି ସ୍ଥାନୀୟ ଲୋକ ସେବା ଭବନ କନଭେନଶନ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଜଳ ସମ୍ପଦ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି।…

ଓଡିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଗୀତକୁ ପୋଷ୍ଟ କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ଫେସବୁକ୍ ପୋଷ୍ଟରେ ଓଡ଼ିଆ ଝିଅ । ଚୈତ୍ର ନବରାତ୍ରୀ ଉପଲକ୍ଷେ ‘ଦୁର୍ଗତି ନାଶିନୀ ମା’ର ୟୁଟ୍ୟୁବ୍ ଲିଙ୍କ୍ ସେୟାର କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାକୁ ଗାଇଛନ୍ତି ଓଡିଆ କଣ୍ଠ ଶିଳ୍ପୀ ଦୀପ୍ତିରେଖା ପାଢ଼ୀ । ମୋଦି ନିଜ ସୋସିଆଲ୍ ମିଡିଆ ପେଜ୍‌ରେ…

ବି.ଏଡ଼, ଏମ.ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ୨ ବର୍ଷିଆ ବି.ଏଡ଼, ଏମ.ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଉକ୍ତ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନେ ୨୩ ମାର୍ଚ୍ଚ, ୨୦୨୬ ଠାରୁ ୬…

୨ ଦିନ ପରେ ବଢିବ ଖରା ଓ ତାତି

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି। ଗତକାଲି ଝାରସୁଗୁଡ଼ା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଏଥିସହ ରାଜ୍ୟର କିଛି କିଛି ସ୍ଥାନର ସର୍ବୋଚ୍ଚ ଦିନ ତାପମାତ୍ରା ୪ ଡିଗ୍ରି ପର୍ଯ୍ୟନ୍ତ ତଳକୁ…

ମେ’ ୩୧ରେ ବି.ଏଡ଼, ଜୁନ ୩ରେ ଏମ.ଏଡ଼ ଏବଂ ବି.ଏଚ.ଏଡ଼ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ…

Odisha Festival: ଅହମ୍ମଦାବାଦରେ ୩ ଦିନିଆ ‘ଓଡ଼ିଶା ପର୍ବ ୨୦୨୬’ ଉଦଘାଟିତ

ଭୁବନେଶ୍ଵର: ଶନିବାର ଅହମ୍ମଦାବାଦର ଗୁଜରାଟ ବିଶ୍ୱବିଦ୍ୟାଳୟ କନଭେନସନ ଏବଂ ପ୍ରଦର୍ଶନୀ କେନ୍ଦ୍ରଠାରେ ୩ ଦିନିଆ ‘ଓଡ଼ିଶା ପର୍ବ ୨୦୨୬’କୁ ଉଦଘାଟିତ ହୋଇଯାଇଛି । ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହାକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ଗୁଜରାଟର ଉପମୁଖ୍ୟମନ୍ତ୍ରୀ ହର୍ଷ…

ମାନସିକ ଅସ୍ଥିରତା ଦେଇ ଗତି କରୁଛନ୍ତି ଦୁର୍ନୀତିରେ ଲିପ୍ତ ଥିବା ପ୍ରଭାତ ବିଶ୍ୱାଳ: ବିଜେଡି

ଭୁବନେଶ୍ୱର: ଚିଟଫଣ୍ଡ ଭଳି ଦୁର୍ନୀତି ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ବିଜୁ ଜନତା ଦଳର ନୀତି ଓ ନୈତିକତାକୁ ନେଇ ଟିପ୍ପଣୀ ଦେବା ଜଣେ ପାଗଳର ବାଚଳାମୀ । ରାଜ୍ୟସଭା ନିର୍ବାଚନରେ ପୁଅ ସୌଭିକ ବିଶ୍ୱାଳଙ୍କୁ ଘୋଡ଼ା ବେପାରରେ ସାମିଲ କରାଇ କୋଟି କୋଟି ଟଙ୍କା ହାତେଇ…

ସାଂସଦଙ୍କ ମାଷ୍ଟରପ୍ଲାନ୍; ଗଙ୍ଗୁଆ ନାଳର ହେବ ପୁନରୁଦ୍ଧାର, ୮୭୩୬ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ବର: ଭୁବନେଶ୍ବର ସର୍କିଟ ହାଉସରେ ସଂସଦୀୟ କ୍ଷେତ୍ରର ଦୁଇଟି ବିଭାଗର ମୁଖ୍ୟ ସଚିବ ଏବଂ ଭୁବନେଶ୍ବର ମହାନଗର ନିଗମ କମିଶନରଙ୍କ ଉପସ୍ଥିତିରେ ବିଭାଗର ବିକାଶ କାର୍ଯ୍ୟର ସମୀକ୍ଷା ବୈଠକ ହୋଇଯାଇଛି । ଆୟୋଜିତ ବୈଠକରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଅଧ୍ୟକ୍ଷତା କରିଥିଲେ । ଏହି…

ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିବା ୬ଜଣ ବିଜେଡି ବିଧାୟକ ନିଲମ୍ବିତ

ଭୁବନେଶ୍ୱର: ଶନିବାର ରାଜ୍ୟସଭା ନିର୍ବାଚନରେ କ୍ରସଭୋଟିଂ କରିଥିବା ୬ ଜଣ ବିଜେଡ଼ି ବିଧାୟକଙ୍କୁ ଦଳରୁ ନିଲମ୍ବନ କରାଯାଇଛି । ଚିଠି ମାଧ୍ୟମରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ସେମାନଙ୍କୁ ନିଲମ୍ବନ କରିଛନ୍ତି । ଦଳରୁ ନିଲମ୍ବିତ ହୋଇଥିବା ୬ ଜଣ ବିଜେଡ଼ି ବିଧାୟକ ହେଲେ ବିଧାୟକ ଚକ୍ରମଣି…

ରାଜ୍ୟରେ ବଢୁଛି ତାତି, ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ମାର୍ଚ୍ଚ ମାସରୁ ସୂର୍ଯ୍ୟଙ୍କ ତାହି ଅସହ୍ୟ ହୋଇପଡିଛି । ୪୦ ଡିଗ୍ରୀ ମୁହାଁ ପାରଦ । ଏହାରି ଭିତରେ ଖୁବଶୀଘ୍ର ସକାଳୁଆ ସ୍କୁଲ ହୋଇପାରେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆଗକୁ…